ଏପରି ନିଅନ୍ତୁ ନବଜାତ ଶିଶୁର ଯତ୍ନ

ନବଜାତ ଶିଶୁକୁ ହାତରେ ଧରିବା ସମୟରେ ହାତ ଧୋଇବା ଜରୁରୀ ହୋଇଥାଏ। କାରଣ ହାତ ନ ଧୋଇବା ଫଳରେ ଶିଶୁକୁ ସଂକ୍ରମଣ ହୋଇଥାଏ। ସେମାନଙ୍କଠରେ ରୋଗ ପ୍ରତିରୋଧକ ଶକ୍ତି କମ୍‌ ଥିବାରୁ ସଂକ୍ରମଣ ଅଧିକ ଆଶଙ୍କା ଥାଏ।

ସେମାନଙ୍କ ମୁଣ୍ଡ ସିଧା ହୋଇ ନ ଥିବାରୁ ତାଙ୍କୁ ଶୋଇଦେବା ବେଳେ କିମ୍ବା ସେମାନଙ୍କୁ ଧରିବା ବେଳେ ସେମାନଙ୍କ ମୁଣ୍ଡତଳେ ହାତ ରଖନ୍ତୁ।

ସେମାନଙ୍କୁ ଡ଼ବା କ୍ଷୀର ଅପେକ୍ଷା ମା’ କ୍ଷୀର ଖୁଆଇବା ଅଧିକ ଜରୁରୀ ହୋଇଥାଏ। ଏହ ସହ ସେମାନଙ୍କ ଡାୟପର ଚେକ କରି ଚେଞ୍ଚକରାନ୍ତୁ।
ସେମାନଙ୍କୁ ନ ଗାଧୋଇଦେଇ ଗରମ ଓ ଥଣ୍ଡା ପାଣିରେ ପୋଛନ୍ତୁ ।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମାଷ୍ଟମୀରେ ମହାସଂଯୋଗ କରିବ ମନି ମେକର୍‌, ୯ଟି ରାଶି ହେବ ଧନବାନ!

ଚଳିତ ବର୍ଷ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପର୍ୱ କେବଳ ଧାର୍ମିକ ଦୃଷ୍ଟିକୋଣରୁ ନୁହେଁ, ବରଂ ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ ମଧ୍ୟ ଅତ୍ୟନ୍ତ ବିରଳ ଏବଂ ଶୁଭଙ୍କର। ୪ ସେପ୍ଟେମ୍ୱର…

ନବପଞ୍ଚମ ଯୋଗରେ ମାଲାମାଲ ହେବେ ସିଂହ ସମେତ ଏସବୁ ରାଶି: ଖୋଲିବ ଆୟର ଦ୍ୱାର, ଶନିବାରଠୁ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଆସନ୍ତା ୫ ସେପ୍ଟେମ୍ବର ସକାଳେ ଶୁକ୍ର ଓ ଚନ୍ଦ୍ରଙ୍କ ମଧ୍ୟରେ ଏକ ଶୁଭ ନବପଞ୍ଚମ ଯୋଗ ଗଠନ ହେବ। ଚନ୍ଦ୍ରମା ୫ ସେପ୍ଟେମ୍ବର…

ସେପ୍ଟେମ୍ୱର ୧୧ରେ ଶୁକ୍ରଙ୍କ ନକ୍ଷତ୍ର ପରିବର୍ତ୍ତନରେ ଫିଟିଯିବ ଭାଗ୍ୟ, ୫ ରାଶିଙ୍କ ଉପରେ ଧନବର୍ଷା

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ ଶୁକ୍ରବାର ରାତି ୧୧ଟା ୧୯ ମିନିଟରେ ସ୍ୱାତୀ ନକ୍ଷତ୍ରରେ ପ୍ରବେଶ କରିବେ। ଶୁକ୍ର ଗ୍ରହଙ୍କର ସ୍ୱାତୀ ନକ୍ଷତ୍ରରେ ଗୋଚର ଫଳରେ…

ଜନ୍ମାଷ୍ଟମୀ ପରଦିନ ସୃଷ୍ଟି ହେବ ଦୁର୍ଲଭ ମହାଲକ୍ଷ୍ମୀ ରାଜଯୋଗ, କେବଳ ଏହି ୩ ରାଶି ଉପରେ ହେବ ଧନବର୍ଷା

ଜ୍ୟୋତିଷ ଶାସ୍ତ୍ରରେ ମହାଲକ୍ଷ୍ମୀ ରାଜଯୋଗକୁ ଅତ୍ୟନ୍ତ ଶୁଭ ଯୋଗ ବୋଲି ମନେ କରାଯାଏ । ଚନ୍ଦ୍ରମା ଓ ମଙ୍ଗଳ ଗ୍ରହ ଗୋଟିଏ ରାଶିରେ ଏକତ୍ର ହେଲେ ଏହି…

ଜନ୍ମାଷ୍ଟମୀରେ ଗ୍ରହଙ୍କ ମହାସଂଯୋଗ: ଆଜିଠୁ ଆରମ୍ଭ ହେଲା କର୍କଟ ସମେତ ୪ ରାଶିଙ୍କ ଭଲ ଦିନ, ମାଲାମାଲ ହେବା ସହ…

ଧାର୍ମିକ ଦୃଷ୍ଟିରୁ ଜନ୍ମାଷ୍ଟମୀ ଦିନଟି ବେଶ ଗୁରୁତ୍ୱପୂର୍ଣ୍ଣ। ତେବେ ୨୦୨୬ର ଜନ୍ମାଷ୍ଟମୀ ଜ୍ୟୋତିଷ ଦୃଷ୍ଟିରୁ ମଧ୍ୟ ବିଶେଷ ବୋଲି କୁହାଯାଉଛି। ଜ୍ୟୋତିଷ ଅନୁସାରେ, ସେପ୍ଟେମ୍ବର ୪ ତାରିଖ…

କନ୍ୟା ରାଶିରେ ପ୍ରବେଶ କରିବେ ବୁଧ: ୭ ସେପ୍ଟେମ୍ବରରୁ ଏହି ୩ ରାଶିକୁ ଘାରିବ ସଙ୍କଟ, ରହନ୍ତୁ ସତର୍କ ନଚେତ୍‌…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଆସନ୍ତା ୭ ସେପ୍ଟେମ୍ବର ୨୦୨୬ରେ ବୁଧଦେବ କନ୍ୟା ରାଶିରେ ପ୍ରବେଶ କରିବେ। କନ୍ୟା ରାଶିକୁ ବୁଧଙ୍କ ସ୍ବରାଶି ଏବଂ ଉଚ୍ଚ ରାଶି ଭାବେ…

୫୬ ଭୋଗ ନ ଥିଲେ ବି ପ୍ରସନ୍ନ ହେବେ କାହ୍ନା! ଜନ୍ମାଷ୍ଟମୀରେ ବାଳଗୋପାଳଙ୍କୁ ଚଢ଼ାନ୍ତୁ ଏହି ୫ଟି ପ୍ରିୟ ଜିନିଷ; ଜାଣନ୍ତୁ ବିଧି

ପବିତ୍ର ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ ଭାବେ ସାରା ଦେଶରେ ଉତ୍ସାହର ସହ ପାଳନ କରାଯାଏ। ଏହି ଦିନ ଭକ୍ତମାନେ ବ୍ରତ ରଖି ମଧ୍ୟରାତ୍ରିରେ ବାଳଗୋପାଳଙ୍କ…

୧୦୦ ବର୍ଷ ପରେ ଏଥର ନବରାତ୍ରିରେ ଦୁର୍ଲଭ ଯୋଗ: ଜାଣନ୍ତୁ କେଉଁ ରାଶି ଉପରେ ପଡ଼ିବ ପ୍ରଭାବ

ଚଳିତବର୍ଷ ଶାରଦୀୟ ନବରାତ୍ରି ଅକ୍ଟୋବର ୧୧, ୨୦୨୬ରେ କଳସ ସ୍ଥାପନ ସହିତ ଆରମ୍ଭ ହେଉଛି। ଏହା ଅକ୍ଟୋବର ୧୯ରେ ଶେଷ ହେବ। ଅକ୍ଟୋବର ୨୦ରେ ବିଜୟାଦଶମୀ ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri