ନୂତନ ବିଡିଓଙ୍କ ଦାୟିତ୍ୱ ଗ୍ରହଣ

ଦାରିଙ୍ଗବାଡ଼ି,୧୬ା୭(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ସମିତିରେ ନୂତନ ବିଡିଓ ଭାବେ ଅଭିମନ୍ୟୁ ବେହେରା ଗୁରୁବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ ଟିକାବାଲି ତହସିଲଦାର ଭାବେ କାର୍ଯ୍ୟ କରୁଥିଲେ। ଦାରିଙ୍ଗବାଡ଼ି ବିଡିଓ ଭାବେ ଡେପୁଟେଶନରେ ଆସିଥିବା ଡେପୁଟି କଲେକ୍ଟର ଡ.ଜଗଦୀଶ ଷଡ଼ଙ୍ଗୀ କିଛି ମାସ ହେଲା ଏଠାରେ ବିଡିଓ ଦାୟିତ୍ୱ ତୁଲାଉଥିଲେ। ସେ ପୁଣି ନିଜ ସ୍ଥାନକୁ ଫେରିଯାଇଛନ୍ତି। ନୂତନ ବିଡିଓଙ୍କୁ କାର୍ଯ୍ୟାଳୟର ସହକାରୀ ନିର୍ବାହୀ ଯନ୍ତ୍ରୀ ବୃନ୍ଦାବନ ବେହେରା, ଆକାଉଣ୍ଟାଣ୍ଟ କ୍ଷେତ୍ରୀବର ଜାନି, ଡେଭଲପ୍‌ମେଣ୍ଟ ସେକ୍ସନର ବିଭୂତି ଭୂଷଣ ସାହୁ, ବରିଷ୍ଠ କିରାଣି ସୁରଥ ସାହୁ, ଯନ୍ତ୍ରୀ ତୁଷାର ରଞ୍ଜନ ସେଠୀ, ଧୀରେନ୍‌ ସେଠୀ, ଜୀବନ ନାୟକ ପ୍ରମୁଖ ସ୍ବାଗତ କରିଥିଲେ। ଦାରିଙ୍ଗବାଡ଼ିର ୨୫ଟି ପଞ୍ଚାୟତ ଅଞ୍ଚଳର ବିକାଶ ସହ କୋଭିଡ୍‌ ମୁକାବିଲା ପ୍ରତି ଗୁରୁତ୍ୱ ଦେବେ ବୋଲି ବିଡିଓ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀ ଏକ୍ସପ୍ରେସରେ ଅଜଣା ପାର୍ସଲ: ଆତଙ୍କ ଖେଳାଉଛି…

ଭୁବନେଶ୍ୱର,୧୦।୧୨: ଅଜଣା ପାର୍ସଲକୁ ନେଇ ରାଜଧାନୀ ଏକ୍ସପ୍ରେସରେ ଆତଙ୍କ ଖେଳିଯାଇଛି। ଦିଲ୍ଲୀରୁ ଭୁବନେଶ୍ୱର ଆସୁଥିବା ରାଜଧାନୀ ଏକ୍ସପ୍ରେସରେ ଲୋକେ ଭୟଭୀତ। ଝାଡ଼ଖଣ୍ଡରେ RPF ପକ୍ଷରୁ ତନାଘନା...

ଅପଦସ୍ତ ହେଲେ ନିଶା ମହାରଣା: ପେଣ୍ଡାଲ ଉପରକୁ ଚେୟାର ଫୋପାଡିଲେ ଦର୍ଶକ

ଲକ୍ଷ୍ମୀପୁର,୧୦।୧୨(ଅନନ୍ତ ପ୍ରସାଦ ନାୟକ): ପୁଣି ବିବାଦୀୟ ଯାତ୍ରୀ କଳାକାର ନିଶା ମହାରଣାଙ୍କ ପାଇଁ ସୃଷ୍ଟି ହୋଇଛି ଉତ୍ତେଜନା। କୋରାପୁଟ ଲକ୍ଷ୍ମୀପୁରରେ ଅନୁଷ୍ଠିତ ହେଉଥିବା ଅଷ୍ଟଶମ୍ଭୁ ଅପେରାରେ...

ସମ୍ପର୍କର ସେତୁ ସାପ୍ତାହିକ ହାଟ: ମିଳୁଛି ଭଳିକି ଭଳି ସାମଗ୍ରୀ, ବଢୁଛି ଭାଇଚାରା

ଦାରିଙ୍ଗବାଡି,୧୦।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିର ବ୍ରାହ୍ମଣୀଗାଁ ସମେତ କାଟିଙ୍ଗିଆ, ଗଦାପୁର, ସିକରମାହା, ଦାରିଙ୍ଗବାଡି, ସିମନବାଡି, ବୁଡାମାହା ଛକ, ବୁଡ଼ାଗୁଡା ଠାରେ ବିଭିନ୍ନ ଦିନ ମାନଙ୍କରେ...

୧୬ ବର୍ଷ ପରେ ହତ୍ୟା ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଭଞ୍ଜନଗର,୧୦/୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନୂଆଁପଲ୍ଲୀ ଗ୍ରାମର ଟୁକୁନା ନାଇକଙ୍କୁ ପୋଲିସ ଏକ ହତ୍ୟା ମାମଲାରେ ସୋମବାର ଗିରଫ କରିଛି। ଏହାପରେ ତାଙ୍କୁ...

ଭଞ୍ଜନଗରରେ ଖୁସିର ଲହରୀ: ପ୍ରଦ୍ୟୁମ୍ନ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି

ଭଞ୍ଜନଗର,୧୦।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ୍ନ କୁମାର ନାୟକଙ୍କୁ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି ଭାବେ ମଙ୍ଗଳବାର ନିଯୁକ୍ତି ଦିଆଯାଇଛି। ଏହି ଖବର...

ଚାଷୀ ମହଲରେ ଚାଞ୍ଚଲ୍ୟ, ଚର୍ଚ୍ଚାରେ ନିଷ୍ପତ୍ତି: କଟନୀଛଟନୀକୁ ସରକାରୀ ମୋହର୍‌!

ବରଗଡ଼,୧୦।୧୨(ପ୍ରେମାନନ୍ଦ ଖମାରୀ): ଧାନ ସଂଗ୍ରହ ପ୍ରକ୍ରିୟାରେ କଟନୀଛଟନୀ ନୂଆ କଥା ନୁହେଁ। ପ୍ରତିବର୍ଷ ବିଭିନ୍ନ ଆଳ ଦେଖାଇ ଧାନ କଟନୀଛଟନୀ ହୋଇଥାଏ। କେତେବେଳେ ମଣ୍ଡିରେ ତ...

ନ୍ୟୁୟର୍କ ଟାଇମ୍ସ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ,୧୦ା୧୨(ପି.ଟି.):ବଲିଉଡ୍‌ ଅଭିନେତା ଶାହରୁଖ୍‌ ଖାନ୍‌ ନ୍ୟୁୟର୍କ ଟାଇମ୍ସର ୬୭ ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ସ୍ଥାନିତ ହୋଇଛନ୍ତି। ୨୦୨୫ ବର୍ଷ ପାଇଁ ପ୍ରକାଶିତ ଏହି ତାଲିକାରେ...

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri