ନୂତନ ବିଡିଓଙ୍କ ଦାୟିତ୍ୱ ଗ୍ରହଣ

ଦାରିଙ୍ଗବାଡ଼ି,୧୬ା୭(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ସମିତିରେ ନୂତନ ବିଡିଓ ଭାବେ ଅଭିମନ୍ୟୁ ବେହେରା ଗୁରୁବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ ଟିକାବାଲି ତହସିଲଦାର ଭାବେ କାର୍ଯ୍ୟ କରୁଥିଲେ। ଦାରିଙ୍ଗବାଡ଼ି ବିଡିଓ ଭାବେ ଡେପୁଟେଶନରେ ଆସିଥିବା ଡେପୁଟି କଲେକ୍ଟର ଡ.ଜଗଦୀଶ ଷଡ଼ଙ୍ଗୀ କିଛି ମାସ ହେଲା ଏଠାରେ ବିଡିଓ ଦାୟିତ୍ୱ ତୁଲାଉଥିଲେ। ସେ ପୁଣି ନିଜ ସ୍ଥାନକୁ ଫେରିଯାଇଛନ୍ତି। ନୂତନ ବିଡିଓଙ୍କୁ କାର୍ଯ୍ୟାଳୟର ସହକାରୀ ନିର୍ବାହୀ ଯନ୍ତ୍ରୀ ବୃନ୍ଦାବନ ବେହେରା, ଆକାଉଣ୍ଟାଣ୍ଟ କ୍ଷେତ୍ରୀବର ଜାନି, ଡେଭଲପ୍‌ମେଣ୍ଟ ସେକ୍ସନର ବିଭୂତି ଭୂଷଣ ସାହୁ, ବରିଷ୍ଠ କିରାଣି ସୁରଥ ସାହୁ, ଯନ୍ତ୍ରୀ ତୁଷାର ରଞ୍ଜନ ସେଠୀ, ଧୀରେନ୍‌ ସେଠୀ, ଜୀବନ ନାୟକ ପ୍ରମୁଖ ସ୍ବାଗତ କରିଥିଲେ। ଦାରିଙ୍ଗବାଡ଼ିର ୨୫ଟି ପଞ୍ଚାୟତ ଅଞ୍ଚଳର ବିକାଶ ସହ କୋଭିଡ୍‌ ମୁକାବିଲା ପ୍ରତି ଗୁରୁତ୍ୱ ଦେବେ ବୋଲି ବିଡିଓ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୁଷୋତ୍ତମପୁର କୋର୍ଟ ପକ୍ଷରୁ ମାନବାଧିକାର ଦିବସ ପାଳିତ

ପୁରୁଷୋତ୍ତମପୁର, ୧୦।୧୨(ଡି.ଏନ.ଏ.) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତର ତାଲୁକା ଆଇନ ସେବା କମିଟି ପକ୍ଷରୁ ମଙ୍ଗଳବାର ମାନବାଧିକାର ଦିବସ ତାରା...

ରାସ୍ତା କାର୍ଯ୍ୟ ଅଧାପନ୍ତରିଆ, ଶଙ୍ଖେଇ ଗ୍ରାମବାସୀ ହନ୍ତସନ୍ତ

ନୟାଗଡ଼ ଅଫିସ,୨୮।୭-ସମସ୍ତ ଗ୍ରାମକୁ ଗମନାଗମନର ସୁବିଧା ପାଇଁ ସରକାରଙ୍କ ତରଫରୁ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା (ପିଏମ୍‌ଜିଏସ୍‌ୱାଇ)ରେ ରାସ୍ତା ତିଆରି କରାଯାଉଛି। ନୟାଗଡ଼ ଜିଲା ସଦର...

କରୋନା ସଚେତନତା କଲା ଯୁବକ ସଂଘ

ବନ୍ତ,୨୯।୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ବନ୍ତ ବ୍ଲକ ନିଳୋକସ୍ଥିତ ନିଳକଣ୍ଠେଶ୍ୱର ୟୁନାଇଟେଡ୍‌ ୟୁଥ୍‌ କ୍ଲବର ସଦସ୍ୟମାନେ ଗ୍ରାମ ପରିକ୍ରମା କରି ଲୋକମାନଙ୍କୁ କରୋନା ସଚେତନତା କରାଇଥିବାର ଦେଖାଯାଇଛି।...

‘୧୮ତାରିଖ ସୁଦ୍ଧା ରିପୋର୍ଟ ଦିଅ’: କୃଷି ବିଭାଗକୁ ଜିଲାପାଳଙ୍କ ନିର୍ଦ୍ଦେଶ

ବାହାନଗା, ୧୩ା୧୧(ଡି.ଏନ.ଏ.)-ବଙ୍ଗୋପସାଗର ସୃଷ୍ଟି ହୋଇଥିବା ଲଘୁଚାପ ବୁଲବୁଲ ପ୍ରଭାବରେ ବାଲେଶ୍ୱର ଜିଲା ବାହାନଗା ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ କ୍ଷତି ହୋଇଛି। ଏହାକୁ ନେଇ ଚାଷୀମାନେ...

ଜିଲା କଂଗ୍ରେସର ଗାନ୍ଧି ଜୟନ୍ତୀ ପାଇଁ ପ୍ରସ୍ତୁତି: ୨ରୁ ଜିଲା ବ୍ୟାପୀ ଗଣପଦଯାତ୍ରା

ନୂଆପଡା ଅଫିସ,୨୭।୯-କେନ୍ଦ୍ରର ମୋଦି ସରକାରଙ୍କ ସମୟରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ କମ୍‌ ତାଙ୍କ ହତ୍ୟାକାରୀ ନାଥୁରାମ ଗଡସେଙ୍କୁ ମର୍ଯ୍ୟାଦା ଦେଉଛନ୍ତି। ଏହାକୁ ନୂଆପଡା ଜିଲା...

ଗଛରେ ପିଟିହେଲା ଚାଉଳ ବୋଝେଇ ପିକ୍‌ଅପ

ଶେରଗଡ଼,୨୮ା୧(ଡି.ଏନ୍‌.ଏ.)- ଶେରଗଡ ବ୍ଲକ ଭୁଷୁଣ୍ଡା ଗ୍ରାମ ଛକ ଆସିକା ଶେରଗଡ଼ ମୁଖ୍ୟ ରାସ୍ତାରେ ମଙ୍ଗଳବାର ଅପରାହ୍ନ ପ୍ରାୟ ୩ଟାରେ ଏକ ଚାଉଳ ବୋଝେଇ ପିକ୍‌ଅପର ଟାୟାର...

ଲେପ୍ରୋସି କଲୋନୀରେ ରାଶନ ବାଣ୍ଟିଲେ ବ୍ଲକ ଅଧ୍ୟକ୍ଷ

ଛତ୍ରପୁର,୮ା୩(ଡି.ଏନ୍‌.ଏ.)- ଛତ୍ରପୁର ବ୍ଲକ ଚିକଲଖଣ୍ଡି ପଞ୍ଚାୟତ ଅଧୀନ ଦାମିୟନ ନଗର ଲେପ୍ରୋସି କଲୋନୀରେ ଘର ଘର ବୁଲି ବ୍ଲକ ଅଧ୍ୟକ୍ଷ ଏମ୍‌. ଧନଞ୍ଜୟ ରେଡ୍ଡୀ ରାଶନ...

ଭୋକ ଓପାସରେ ବୁଲା କୁକୁର

ବଲାଙ୍ଗୀର ଅଫିସ,୧୧ା୪: କରୋନା ଲକ୍‌ଡାଉନ୍‌ ସମୟରେ ରାଜ୍ୟ ସରକାର ରାଜ୍ୟର ଗରିବ ଜନସାଧାରଣଙ୍କ ଭଳି ବୁଲା କୁକୁର ଓ ଗୋରୁଙ୍କ ପାଇଁ ଖାଦ୍ୟ ଯୋଗାଇ ଦେବାକୁ...

Coronavirus Update


Archives

Model This Week

Why Dharitri