ପଜିଟିଭ୍‌ ରିପୋର୍ଟ ଦେଖାଇବା ପରେ ଲୋକଙ୍କୁ ନିଅନ୍ତୁ

ପୁରୀ ଅଫିସ୍‌,୨୬।୭: ମହାମାରୀ କରୋନାକୁ ରୋକିବା ଲାଗି ଜିଲା ପ୍ରଶାସନ ପକ୍ଷରୁ ପେଣ୍ଠକଟା ଅଞ୍ଚଳରେ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରାଯାଇଛି। ଓ୍ବାର୍ଡ ନଂ ୨୫, ୨୬, ୩୧, ୩୨ କଣ୍ଟେନମେଣ୍ଟ କଟକଣା ଲାଗୁ କରାଯାଇଛି। ମାତ୍ର ସମ୍ପୃକ୍ତ ଅଞ୍ଚଳରୁ କରୋନା ପଜିଟିଭ୍‌ଙ୍କୁ ହସ୍ପିଟାଲକୁ ଆଣିବାକୁ ନେଇ ରବିବାର ସମ୍ପୃକ୍ତ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ପଜିଟିଭ୍‌ ରିପୋର୍ଟ ଦେଖାଇବା ପରେ ଲୋକଙ୍କୁ ନିଅନ୍ତୁ। କୌଣସି ସୂଚନା ନ ଥାଇ ରାତି ଅଧରେ ଆସି ପଜିଟିଭ୍‌ ପିଲା କହି ଲୋକଙ୍କୁ ନେଉଥିବାରୁ ଶତାଧିକ ମହିଳା ରାସ୍ତାକୁ ଓହ୍ଲାଇ ହୋହଲ୍ଲା କରିଥିଲେ। ପେଣ୍ଠକଣ୍ଟା ଅଞ୍ଚଳରେ ଘରକୁ ଘର ସର୍ଭେ କରୁଥିବା ଆଶା ଏବଂ ଅଙ୍ଗନଓ୍ବାଡିଙ୍କୁ ସେମାନେ ବିରୋଧ କରିଥିଲେ। ପରେ ପ୍ରଶାସପନିକ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚିବା ପରେ ପରିସ୍ଥିତି ଶାନ୍ତ ପଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

୮ ବର୍ଷ ହେଲା ସରୁନି ବିଦ୍ୟୁତ୍‌ ସବ୍‌ଷ୍ଟେଶନ କାର୍ଯ୍ୟ

କୋଣାର୍କ,୨୬।୪(ଜ୍ୟୋତିରାଜ ମହାନ୍ତି): କୋଣାର୍କ ନିକଟସ୍ଥ ସୁତନ ପଞ୍ଚାୟତର ୬ଟି ଗ୍ରାମକୁ ନିରବଛିନ୍ନ ବିଦ୍ୟୁତ୍‌ ଯୋଗାଣ ନିମନ୍ତେ ୨୦୧୬ରେ ଓପିଟିସିଏଲ୍‌ ମାଧ୍ୟମରେ ଆରମ୍ଭ ହୋଇଥିବା ସୁତନ ୩୩...

ମା’ଙ୍କ ସହ ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କଲେ ସାଇନା

ପୁରୀ,୨୬ା୪(ଅଜିତ୍‌ ମହାନ୍ତି):ଅନ୍ତର୍ଜାତୀୟ ବ୍ୟାଡ୍‌ମିଣ୍ଟନ ତାରକା ସାଇନା ନେହ୍ବାଲ୍‌ ଗୁରୁବାର ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ସାଇନା ଭୁବନେଶ୍ୱରରେ ପହଞ୍ଚିବା ପରେ ଓଡ଼ିଶା ବ୍ୟାଡ୍‌ମିଣ୍ଟନ ଫେଡେରେଶନର...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ରଣେନ୍ଦ୍ରଙ୍କ ଭାଇରାଲ ଭିଡିଓକୁ ନେଇ ହଇଚଇ

ନିମାପଡ଼ା,୨୪ା୪(ରଞ୍ଜନ ପଟ୍ଟନାୟକ):ପୁରୀ ଜିଲା ବିଜେଡି ପର୍ଯ୍ୟବେକ୍ଷକ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ଭାଇରାଲ ଭିଡିଓକୁ ନେଇ ଏବେ ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ହଟଚମଟ ସୃଷ୍ଟି ହୋଇଛି। ସମ୍ପ୍ରତି...

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri