ପଜିଟିଭ୍‌ ରିପୋର୍ଟ ଦେଖାଇବା ପରେ ଲୋକଙ୍କୁ ନିଅନ୍ତୁ

ପୁରୀ ଅଫିସ୍‌,୨୬।୭: ମହାମାରୀ କରୋନାକୁ ରୋକିବା ଲାଗି ଜିଲା ପ୍ରଶାସନ ପକ୍ଷରୁ ପେଣ୍ଠକଟା ଅଞ୍ଚଳରେ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରାଯାଇଛି। ଓ୍ବାର୍ଡ ନଂ ୨୫, ୨୬, ୩୧, ୩୨ କଣ୍ଟେନମେଣ୍ଟ କଟକଣା ଲାଗୁ କରାଯାଇଛି। ମାତ୍ର ସମ୍ପୃକ୍ତ ଅଞ୍ଚଳରୁ କରୋନା ପଜିଟିଭ୍‌ଙ୍କୁ ହସ୍ପିଟାଲକୁ ଆଣିବାକୁ ନେଇ ରବିବାର ସମ୍ପୃକ୍ତ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ପଜିଟିଭ୍‌ ରିପୋର୍ଟ ଦେଖାଇବା ପରେ ଲୋକଙ୍କୁ ନିଅନ୍ତୁ। କୌଣସି ସୂଚନା ନ ଥାଇ ରାତି ଅଧରେ ଆସି ପଜିଟିଭ୍‌ ପିଲା କହି ଲୋକଙ୍କୁ ନେଉଥିବାରୁ ଶତାଧିକ ମହିଳା ରାସ୍ତାକୁ ଓହ୍ଲାଇ ହୋହଲ୍ଲା କରିଥିଲେ। ପେଣ୍ଠକଣ୍ଟା ଅଞ୍ଚଳରେ ଘରକୁ ଘର ସର୍ଭେ କରୁଥିବା ଆଶା ଏବଂ ଅଙ୍ଗନଓ୍ବାଡିଙ୍କୁ ସେମାନେ ବିରୋଧ କରିଥିଲେ। ପରେ ପ୍ରଶାସପନିକ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚିବା ପରେ ପରିସ୍ଥିତି ଶାନ୍ତ ପଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋଟିପତି ପ୍ରଧାନ ଶିକ୍ଷକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ଲକ୍ଷାଧିକ ଟଙ୍କା, ସୁନା, ଗାଡ଼ି ଜବତ

ଚଢ଼େଇଧରା,୨।୬(ଡିଏନଏ)- ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅଧୀନ ସାମସୁନ୍ଦରପୁର ୟୁଜିଏମ୍‌ଇ ସ୍କୁଲର ପ୍ରଧାନ ଶିକ୍ଷକ ସତ୍ୟାନନ୍ଦ ମିଶ୍ରଙ୍କ ଘରେ ଶନିବାର ଭିଜିଲାନ୍ସ ଚଢ଼ାଉ କରିଛି। ଆୟ...

କଙ୍କଡ଼ାରେ ନୃସିଂହ ଅବତାର ଚର୍ଚ୍ଚା

ପୁରୀ ଅଫିସ, ୨୨।୯: ପୁରୀ ସମୁଦ୍ରରୁ ମିଳିଛି ଏକ ଭିନ୍ନ ପ୍ରଜାତିର କଙ୍କଡ଼ା। ପୂର୍ବରୁ ଏମିତି କଙ୍କଡ଼ା ଦେଖି ନ ଥିବା ମତ୍ସ୍ୟଜୀବୀମାନେ କହିଛନ୍ତି। କଙ୍କଡ଼ାରେ...

ମହାପ୍ରଭୁ ପରୀକ୍ଷା ନେଲେ: ଗଜପତି

ପୁରୀ ଅଫିସ, ୨୪ା୬: ଲକ୍‌ଡାଉନ କଟକଣା ଯୋଗୁ ସ୍ନାନବେଦିକୁ ଛେରା ପହଁରା କରିବାକୁ ଯାଇ ନ ଥିଲେ ଗଜପତି ମହାରାଜା ଦିବ୍ୟସିଂହ ଦେବ। ଗଜପତି ମହାରାଜାଙ୍କ...

୨୦ଲକ୍ଷ ଦାଦାବଟିକୁ ନେଇ ଗୁଳିକାଣ୍ଡ

ଗୋପ,୭ା୧୧(ଡି.ଏନ୍‌.ଏ.) ଦାଦାବଟିକୁ ନେଇ ପୁରୀ ଜିଲା ଗୋପ ଅଞ୍ଚଳରେ ବୁଧବାର ଗୁଳିକାଣ୍ଡ ସହ ଗାଡ଼ି ପୋଡ଼ି ହୋଇଛି। ଗୋପ-ବାଲିଘାଇ ରାସ୍ତାର ସୁବର୍ଣ୍ଣପୁର ନିକଟରେ ଦୁଇ ଯୁବକ...

ଶରଧାବାଲିରେ ପହଞ୍ଚିଲା ଭଉଣୀ ସୁଭଦ୍ରାଙ୍କ ଦର୍ପଦଳନ ରଥ

ପୁରୀ ଅଫିସ, ୨୩।୬: ଶରଧାବାଲିରେ ବଡ଼ ଠାକୁର ବଳଭଦ୍ରଙ୍କ ରଥ ପହଞ୍ଚିବାର କିଛି ସମୟ ପରେ ଅର୍ଥାତ୍‌ ଅପରାହ୍ନ ୪ଟା ୧୦ରେ ଭଉଣୀ ସୁଭଦ୍ରାଙ୍କ ଦର୍ପଦଳନ...

ପର୍ଯ୍ୟଟକଙ୍କୁ ଚାପିଦେଲା ବସ୍‌: ଜଣେ ମୃତ, ୧ ଗୁରୁତର

ବ୍ରହ୍ମଗିରି, ୨୦।୧(ଡି.ଏନ୍‌.ଏ.): ପୁରୀ ଜିଲା କଣାସ ବ୍ଲକ ଅନ୍ତର୍ଗତ କରମଳାସ୍ଥିତ ଅଭିରାମ ପରମହଂସ ଆଶ୍ରମ ନିକଟରେ ସୋମବାର ୨ ଜଣ ମହିଳା ପର୍ଯ୍ୟଟକଙ୍କୁ ବସ୍‌ ଚାପି...

ମହାପ୍ରଭୁଙ୍କୁ ୨.୫ କୋଟିର ଅଳଙ୍କାର

ପୁରୀ ଅଫିସ,୧୭।୨: ବସନ୍ତପଞ୍ଚମୀ ତଥା ରଥକାଠ ଅନୁକୂଳ ଅବସରରେ ମଙ୍ଗଳବାର ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଶ୍ରୀମନ୍ଦିରକୁ ଜନୈକ ଭକ୍ତ ୮କିଲୋରୁ ଊର୍ଦ୍ଧ୍ୱ ଓଜନର ସୁନା ଓ ରୁପା...

ପ୍ରକଳ୍ପ ପ୍ରଭାବିତ ୪ ମୌଜାବାସୀ ରଖିଲେ ମତ

ପୁରୀ ଅଫିସ,୧୫ା୧୦:ପୁରୀକୁ ବିଶ୍ୱ ଐତିହ୍ୟ ସହର ଭାବେ ଗଢ଼ିତୋଳିବାକୁ ଅଣ୍ଟା ଭିଡ଼ିଛନ୍ତି ରାଜ୍ୟ ସରକାର। ଏଥିଲାଗି ବିଭିନ୍ନ ପ୍ରକଳ୍ପ ପ୍ରସ୍ତୁତ ହୋଇଛି। ଏଥିମଧ୍ୟରେ ଶ୍ରୀସେତୁ ଏକ...

Play 250+ Trending Games
Archives

Model This Week

Why Dharitri