୨ ଭିନ୍ନ ଭିନ୍ନ ଭାକ୍ସିନ୍‌ ନେଲେ ବଢ଼ିବ ରୋଗ ପ୍ରତିରୋଧକ ଶକ୍ତି, ଭାକ୍ସିନ୍‌ ମିକ୍ସିଂ ପାଇଁ ଅନୁମତି…

ବର୍ଲିନ୍‌,୧୦।୭: କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ ୨ ଭିନ୍ନ ଭିନ୍ନ ଭାକ୍ସିନ୍‌ ନେଲେ ରୋଗ ପ୍ରତିରୋଧକ ଶକ୍ତି ବଢ଼ିବ ବୋଲି କୁହାଯାଇ ୟୁରୋପରେ ପ୍ରଥମେ ଜର୍ମାନୀରେ ଭାକ୍ସିନ୍‌ ମିକ୍ସିଂ ପାଇଁ ଅନୁମତି ପ୍ରଦାନ କରାଯାଇଛି। ଏଠାରେ ଆଷ୍ଟ୍ରାଜେନିକା, ମଡ଼ର୍ନା ଏବଂ ଫାଇଜର ଭାକ୍ସିନ୍‌ ଲୋକଙ୍କୁ ମିଶ୍ରିତ ଭାବେ ଦିଆଯିବାକୁ ଯୋଜନା କରାଯାଉଛି। ଏଠାରେ ଲୋକଙ୍କୁ ଏଣିକି ଉପଲବ୍ଧ ଭାକ୍ସିନ୍‌ର ଦୁଇ ଭିନ୍ନ ଭିନ୍ନ ଡୋଜ୍‌ ପ୍ରଦାନ କରାଯିବ। ପ୍ରଥମ ଡୋଜ୍‌ ଆଷ୍ଟ୍ରାଜେନିକା ନେଇଥିବା ବ୍ୟକ୍ତିଙ୍କୁ ଦ୍ୱିତୀୟ ଡୋଜ୍‌ରେ ଫାଇଜର ଅବା ମଡ଼ର୍ନା ଭାକ୍ସିନ୍‌ ଦିଆଯାଇ ପାରିବ। ଏହାଦ୍ୱାରା କରୋନା ମହାମାରୀ ବିରୋଧରେ ଲଢ଼ିବା ସହଜ ହେବ ବୋଲି ଜର୍ମାନୀରେ ଟିକାକରଣ ପାଇଁ ଗଠନ କରାଯାଇଥିବା ସ୍ଥାୟୀ କମିଟି ଷ୍ଟିକୋ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସରେ ପ୍ରଥମଥର ପାଇଁ ଆର୍ଜେଣ୍ଟିନା-ସ୍ପେନ୍‌ ମଧ୍ୟରେ ବିଶ୍ୱକପ ଫାଇନାଲ

ଆଟଲାଣ୍ଟା, ୧୬।୭: ୭ ମିନିଟ ବ୍ୟବଧାନରେ ୨ ଗୋଲ ବଳରେ ଗତଥରର ଚାମ୍ପିୟନ ଆର୍ଜେଣ୍ଟିନା ଏଥର ପୁଣି ଫିଫା ବିଶ୍ୱକପର ଫାଇନାଲରେ ପ୍ରବେଶ କରିଛି। ବୁଧବାର ଅନୁଷ୍ଠିତ…

୪୧ ବର୍ଷରେ ପୁଣି ବିବାହ କରିବାକୁ ଯାଉଛନ୍ତି ଏହି ଅଭିନେତ୍ରୀ: ସମ୍ପତ୍ତି ଜାଣିଲେ ଉଡ଼ିଯିବ ହୋଶ୍‌

ଲୋକପ୍ରିୟ ଟେଲିଭିଜନ ଅଭିନେତ୍ରୀ ଜେନିଫର ୱିଙ୍ଗେଟ ପୁଣି ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। ସିଙ୍ଗାପୁରର ବ୍ୟବସାୟୀ ୱିଲିୟମ ଇସମାଏଲଙ୍କୁ ସେ ଜୀବନସାଥୀ ଭାବେ ବାଛିଛନ୍ତି। ଜେନିଫରଙ୍କ…

ଆଜି ଭକ୍ତ-ଭଗବାନ ଭେଟ: ଆଜି ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା

ପୁରୀ,୧୬ା୭(ଅଜିତ୍‌ କୁମାର ମହାନ୍ତି): ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଅର୍ଥାତ ଗୁରୁବାର ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା। ଏଥିପାଇଁ ରଥ, ପଥ, ଭକ୍ତ ଏବଂ ସେବାୟତ ସମସ୍ତେ ପ୍ରସ୍ତୁତ…

‘ମହାପ୍ରଭୁ ଜଗନ୍ନାଥ’ ଚଳଚ୍ଚିତ୍ର ଉପରେ ଅଙ୍କୁଶ ଲଗାଇଲେ କୋର୍ଟ, ଅନ୍ୟାଦେଶ ପର୍ଯ୍ୟନ୍ତ…

କଟକ,୧୫l୭(ପ୍ରଭୁକଲ୍ୟାଣ ପାଲ): ଆନିମେଟେଡ୍ ଚଳଚ୍ଚିତ୍ର (ମହାପ୍ରଭୁ ଜଗନ୍ନାଥ) ମୁକ୍ତିଲାଭ ଉପରେ ଅନ୍ତରୀଣ ଅଙ୍କୁଶ ଲଗାଇଛନ୍ତି ଓଡ଼ିଶା ହାଇକୋର୍ଟ। ଅନ୍ୟାଦେଶ ପର୍ଯ୍ୟନ୍ତ ଚଳଚ୍ଚିତ୍ର ପ୍ରଦର୍ଶନ ନ କରିବାକୁ ହାଇକୋର୍ଟଙ୍କ…

ଚାଷୀ ପ୍ରତିନିଧି-ଅଧିକାରୀଙ୍କ ଦ୍ୱିପାକ୍ଷିକ ବୈଠକ, ପ୍ରତଶ୍ରୁତି ମିଳିବା ପରେ…

ବରଗଡ଼,୧୫ା୭(ପ୍ରେମାନନ୍ଦ ଖମାରୀ): ଅଧିକ ଧାନ ଉପତ୍ାଦନ ପାଇଁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ମାତ୍ର ଏଠାରେ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଯାଇଛି। ରବିଧାନ ବିକ୍ରିବଟାରେ…

ଇଂଲଣ୍ଡରେ ବଡ଼ ବିବାଦରେ ଛନ୍ଦି ହେଲେ ବିରାଟ କୋହଲି, ବଡିଗାର୍ଡ କଲେ ଏଭଳି କାଣ୍ଡ

ନୂଆଦିଲ୍ଲୀ,୧୫ା୭: ଇଂଲଣ୍ଡ ବିପକ୍ଷ ODI ସିରିଜ୍ ସମୟରେ ବିରାଟ କୋହଲି ଏକ ବଡ଼ ବିବାଦରେ ଫସିଯାଇଛନ୍ତି । ତାଙ୍କ ଅଙ୍ଗରକ୍ଷୀ ଇଂଲଣ୍ଡରେ ଭାରତୀୟ ସାମ୍ବାଦିକଙ୍କ ପ୍ରତି ଖୋଲାଖୋଲି…

ଟିକେଟ୍ ବୁକିଂ ହେବ ସୁପରଫାଷ୍ଟ! ଲଞ୍ଚ ହେଲା IRCTCର ନୂଆ ୱେବସାଇଟ୍‌, ଯାତ୍ରୀଙ୍କୁ ମିଳିବ ଏହି ସବୁ ବଡ଼ ସୁବିଧା

ନୂଆଦିଲ୍ଲୀ,୧୫।୭: ଭାରତୀୟ ରେଳବାଇ ଏହାର ଅନଲାଇନ୍ ଟିକେଟ୍ ବୁକିଂ ସିଷ୍ଟମକୁ ଆଧୁନିକୀକରଣ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। IRCTC ଜନସାଧାରଣଙ୍କ ପାଇଁ ଏହାର ନୂତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri