ମ୍ୟୁଜିକ ଇଣ୍ଡଷ୍ଟ୍ରି ଛାଡିବେ ବାଦଶାହ

ମୁମ୍ବାଇ: ଦେଶରେ ଜଣେ ଆଗଧାଡିର ରାପର ଭାବେ ବାଦଶାହଙ୍କ ନାମ ଆଗରେ ରହିଛି । ଟପ୍ ରାପରଙ୍କ ମଧ୍ୟରୁ ସେ ହେଉଛନ୍ତି ଜଣେ । ଇଣ୍ଡିଆନ ପପ ଷ୍ଟାର ବାଦଶାହ ନିଜର ଖୁବ ସୁନ୍ଦର ଗୀତ ପାଇଁ ବେଶ ପରିଚିତ । ତେବେ କେବଳ ଦେଶ ନୁହେଁ ବିଦେଶରେ ବି ଶ୍ରୋତା ଓ ଦର୍ଶକେ ତାଙ୍କ ରାପର ଅନ୍ଦାଜକୁ ବେଶ ପସନ୍ଦ କରନ୍ତି । ସୋସିଆଲ ମିଡିଆରେ ତାଙ୍କ ଫ୍ୟାନ ଫଲୋଇଂଙ୍କ ସଂଖ୍ୟା ବି ବେଶ ଅଧିକ । ନାଇଟ ପାର୍ଟି ହେଉ ଅବା ବିବାହ ବାଦଶାହଙ୍କ ଗୀତ ବିନା ଏହା ଯେମିତି ଅଧୁରା ଲାଗେ । ଏସବୁ ଭିତରେ ବାଦଶାହଙ୍କ ପ୍ରଶଂସକଙ୍କ ପାଇଁ ଏକ ଖରାପ ଖବର ଆସିଛି ।
ସୋସିଆଲ ମିଡିଆରେ ସିଙ୍ଗର ଏମିତି ଏକ ପୋଷ୍ଟ ଶେୟାର କରିଛନ୍ତି ଯାହାକୁ ନେଇ ଏବେ ଚର୍ଚ୍ଚା ଯୋର ଧରିଛି । ଏଥିରେ ବାଦଶାହ ଲଖିଛନ୍ତି ମ୍ୟୁଜିକ ସେ ବ୍ରେକ୍ । ଏହାକୁ ଦେଖିବା ପରେ ତାଙ୍କ ପ୍ରଶଂସକଙ୍କ ମନରେ ନିରାଶା ଭାବ ସ୍ପଷ୍ଟ ଦେଖାଯାଇଛି ।
ସୂଚନାଯୋଗ୍ୟ, ଗାୟକ ଇନଷ୍ଟାଗ୍ରାମରେ ଏମିତି ଏକ ପୋଷ୍ଟ ଶେୟାର କରିଛନ୍ତି, ଯାହାକୁ ନେଇ ତାଙ୍କ ପ୍ରଶଂକଙ୍କ ଚିନ୍ତା ବଢିଯାଇଛି । ଏହି ପୋଷ୍ଟ ଅନୁଯାୟୀ ବାଦଶାହ ଖୁବଶୀଘ୍ର ମ୍ୟୁଜିକ ଇଣ୍ଡଷ୍ଟ୍ରିରୁ ବିଦାୟ ନେଉଛନ୍ତି । ତେବେ ବାଦଶାହାଙ୍କ ଏହି କଥା ଅନ୍ୟମାନଙ୍କ ପାଇଁ ଜମା ହଜମ ହେଉନି ।


Enter your email to get our daily news in your inbox.

All Right Reserved By Dharitri.Com

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri