ବାଲ୍ୟ ବିବାହ ରୋକିବାକୁ ଶପଥ ଗ୍ରହଣ

ଦାରିଙ୍ଗବାଡ଼ି,୨୬ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ପଞ୍ଚାୟତ କାର୍ଯ୍ୟାଳୟ ପରିସର ମଧ୍ୟରେ ଶିଶୁ ସୁରକ୍ଷା କମିଟିର ଟାସ୍କଫୋର୍ସ କମିଟିର ବୈଠକ କମିଟିର ଆବାହକ ତଥା ସିଡିପିଓ ସନ୍ଧ୍ୟାରାଣୀ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଶିଶୁଙ୍କ ପାଇଁ ଦିନଟିଏର ଆବଶ୍ୟକତା ସମ୍ପର୍କରେ ଆଲୋଚନା କରାଯାଇଥିଲା। ବିଶେଷକରି ଅଞ୍ଚଳରେ ଶିଶୁଙ୍କ ନିର୍ଯାତନା ରୋକିବା ଦିଗରେ କିଭଳି ସମସ୍ତଙ୍କ ଦାୟିତ୍ୱ ରହିଛି ଓ ତାକୁ ରୋକାଯିବ କିଭଳି ସେନେଇ ଆଲୋଚନା କରାଯାଇଥିଲା। ଅଞ୍ଚଳରେ ଶିଶୁ ଶ୍ରମିକକୁ ରୋକିବା ସହ ବାଲ୍ୟ ବିବାହ, ସ୍କୁଲ ଡ୍ରପ୍‌ ଆଉଟକୁ ରୋକିବା ଓ ସେମାନଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ କରାଇବା ନେଇ ବୈଠକରେ ଗୁରୁତ୍ୱ ଦିଆଯାଇଥିଲା।

ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ବ୍ରାହ୍ମଣୀଗାଁ ସରପଞ୍ଚ ସଂଯୁକ୍ତା ମଲିକଯୋଗ ଦେଇଥିବା ବେଳେ ପ୍ରେମ ଅନୁଷ୍ଠାନର କାର୍ଯ୍ୟକ୍ରମ ସଂଯୋଜକ ସୁଧୀର ଦିଗାଲ, ଆମ ଗାଁ ସ୍ବେଚ୍ଛାସେବୀ ଅନୁଷ୍ଠାନର କିଶୋର ସିଂ, ରମାକାନ୍ତ ବଳିୟାରସିଂ, ପୋଷଣ ବ୍ଲକ ସଂଯୋଜକ ଶଶୀ ଭୂଷଣ ନାୟକ, ସମନ୍ବିତ ଶିଶୁ ଓ ମହିଳା ବିକାଶ କାର୍ଯ୍ୟାଳୟର ସୁପରଭାଇଜର ଶକୁନ୍ତଳା ନାୟକ, ବାସନ୍ତୀ ଜେନା, ଭାବନ୍ତି ପ୍ରଧାନଙ୍କ ସମେତ ଅଞ୍ଚଳର ଆଶାକର୍ମୀ, ଅଙ୍ଗନଓ୍ବାଡି କର୍ମୀ ଓ ବିଭିନ୍ନ ବିଭାଗର କର୍ମଚାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ, ଅଧ୍ୟାପିକା ଅଧ୍ୟାପକମାନେ ଉପସ୍ଥିତ ରହିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘କୁତ୍ରିମ ବୁଦ୍ଧିମତା ଯୁଗରେ ପ୍ରତିଟି କ୍ଷେତ୍ରରେ ଯତ୍ନବାନ ରୁହନ୍ତୁ ଛାତ୍ରୀଛାତ୍ର’

ଦିଗପହଣ୍ଡି,୨୧|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସରାୟ ବିଜ୍ଞାନ କଲେଜର ବାର୍ଷିକୋତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ମେଜର୍ ଡ.…

ଭୋଜି ଖାଇ ଫେରୁଥିଲେ, ବାଟରେ ଜଗିଥିଲା ମୃତ୍ୟୁ: ଘାଟିରେ ବାଇକ୍ ଦୁର୍ଘଟଣାଗ୍ରସ୍ତ, ବଡ଼ ଭାଇ ମୃତ, ସାନ ଭାଇ…

ଗୁଡାରି,୨୧।୪(ପ୍ରମୋଦ କୁମାର ପତି): ଭୋଜି ଖାଇ ଝିଅ ଘରୁ ନାତୁଣୀକୁ ଧରି ଫେରୁଥିଲେ, ହେଲେ ବାଟରେ ଜଗିଥିଲା ମୃତ୍ୟୁ। ଚନ୍ଦ୍ରପୁର ବ୍ଲକ ବକାଗୁଡା ନିକଟସ୍ଥ ଘାଟିରେ ଏକ…

କାଲିଠୁ ୨୫ ଯାଏ ସ୍କୁଲ ଛୁଟି: ହିଟ୍‌ ଓ୍ବେଭ୍‌କୁ ନେଇ ଏହି ଜିଲାରେ…

ଭୁବନେଶ୍ୱର,୨୧।୪: ରାଜ୍ୟରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ହିଟ ୱେଭ (Heat Wave) କୁ ଦୃଷ୍ଟିରେ ରଖି ଯାଜପୁର ଜିଲାପାଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…

ପ୍ରସ୍ତାବ ଦେବା ବାହାନାରେ ବର୍ବରତାର ସୀମା ପାର୍, ପ୍ରେମିକଙ୍କୁ ବାନ୍ଧି ନିଆଁ ଲଗାଇଦେଲେ ପ୍ରେମିକା

ବେଙ୍ଗାଲୁରୁ୨୧।୪: ପ୍ରେମ ସମ୍ପର୍କ ସହିତ ଜଡିତ ଏକ ପ୍ରକୃତ ଭୟଙ୍କର ଏବଂ ହୃଦୟ ବିଦାରକ ଘଟଣା ବେଙ୍ଗାଲୁରୁରୁ ସାମ୍ନାକୁ ଆସିଛି। ଏହି ଘଟଣାରେ ଜଣେ ଯୁବତୀ ପ୍ରେମକୁ…

ଅମିନ ଚାକିରି କରାଇଦେବା ନାଁରେ ୭ ଲକ୍ଷ ଠକେଇ: ଟଙ୍କା ମାଗିବାରୁ ହତ୍ୟା ଉଦ୍ୟମ, ଅଭିଯୁକ୍ତ…

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଚାକିରି କରାଇଦେବା ନାଁରେ ଲକ୍ଷ ଲକ୍ଷ ଟଙ୍କା ଠକେଇ ଏବଂ ପରବର୍ତ୍ତୀ ସମୟରେ ଅର୍ଥ ଫେରସ୍ତ ମାଗିବାରୁ ହତ୍ୟା ଉଦ୍ୟମ ଭଳି ଏକ…

ଥୁଆମୂଳ ରାମପୁରରେ ଖଣି ଖନନ ନେଇ ଜନଗର୍ଜନ: ବିରାଟ ଶୋଭାଯାତ୍ରା, ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଥୁଆମୂଳ ରାମପୁର,୨୧ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ପ୍ରସ୍ତାବିତ ସିଜିମାଲି ଖଣି ଖନନକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ମଙ୍ଗଳବାର…

ମଧ୍ୟାହ୍ନ ଭୋଜନରେ ବିଦ୍ୟାର୍ଥୀଙ୍କୁ ପରସା ଗଲା ଶୁଖିଲା ଭାତ-ଲୁଣ; ଶିକ୍ଷା ବିଭାଗର କଠୋର କାର୍ଯ୍ୟାନୁଷ୍ଠାନ, ଶିକ୍ଷକ…

ତୁମୁଡିବନ୍ଧ,୨୧।୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକର ଏକ ପ୍ରାଥମିକ ବିଦ୍ୟାଳୟରେ ଅଭାବନୀୟ ଘଟଣା ଏବେ ସାମ୍ନାକୁ ଆସିଛି। ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ କେବଳ…

ଇରାନ ସହିତ ଯୁଦ୍ଧବିରତି ବୃଦ୍ଧି କରିବାକୁ ମନା କଲେ ଟ୍ରମ୍ପ, ବଡ଼ ପଦକ୍ଷେପ ନେଉଛି ପାକିସ୍ତାନ

ଓ୍ବାଶିଂଟନ,୨୧।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଚାଲିଥିବା ଯୁଦ୍ଧବିରତିକୁ ବୃଦ୍ଧି କରିବାକୁ ମନା କରିଦେଇଛନ୍ତି, ଯାହା ଆଞ୍ଚଳିକ ଉତ୍ତେଜନାକୁ ଆହୁରି ବୃଦ୍ଧି କରିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri