ବ୍ଲକ ଶିକ୍ଷାଧିକାରୀଙ୍କ ଦାୟିତ୍ୱ ଗ୍ରହଣ

କୋରୁକୋଣ୍ଡା,୨୬ା୧୦(ଡି.ଏନ୍‌.ଏ.): କୋରୁକୋଣ୍ଡା ବ୍ଲକ ଶିକ୍ଷାଧିକାରୀ ଭାବେ ପତିତପାବନ ଦାସ ଦୀର୍ଘଦିନ ରହିଥିବାବେଳେ ଗତ ମେ’ ମାସରେ ଅବସର ଗ୍ରହଣ କରିଥିଲେ। ତେବେ ୪ ମାସ ଅସ୍ଥାୟୀ ଭାବେ ଦୁଇଜଣ ଶିକ୍ଷାଧିକାରୀ ଦାୟିତ୍ୱ ତୁଲାଇ ଆସୁଥିବା ବେଳେ ଆଜି ନୂତନ ଭାବେ କାଲିମେଳା ବ୍ଲକ ଅତିରିକ୍ତ ଶିକ୍ଷାଧିକାରୀ ଭାବେ ଦାୟିତ୍ୱ ତୁଲାଇ ଆସୁଥିବା ଅସିତ ମିସ୍ତ୍ରୀଙ୍କୁ କୋରୁକୋଣ୍ଡା ଶିକ୍ଷାଧିକାରୀ ଭାବେ ପଦୋନ୍ନୋତି କରି ଦାୟିତ୍ୱ ଦିଆଯାଇଛି। ଆଜି ସେ କୋରୁକୋଣ୍ଡା ବ୍ଲକ ଶିକ୍ଷାଧିକାରୀ ଭାବେ ନିଜର ଦାୟିତ୍ୱ ଗ୍ରହଣ କରିବା ସହ ଆଗାମୀ ଦିନରେ ବ୍ଲକର ଶିକ୍ଷାବ୍ୟବସ୍ଥା କିପରି ଉନ୍ନତମାନର ହେବା ସହିତ ଛାତ୍ରୀଛାତ୍ରଙ୍କୁ କିପରି ଶିକ୍ଷାକ୍ଷେତ୍ରରେ ଆଗକୁ ନେଇ ହେବ ସେନେଇ ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀଙ୍କୁ ନେଇ ଚେଷ୍ଟା କରିବି ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ: ବାବୁଙ୍କ କୋଠା ସଉକ, ଚଢ଼ାଉରେ ମିଳିଲା…

ମାଲକାନଗିରି,୨୭।୯(ଦୁର୍ଯ୍ୟୋଧନ ପାତ୍ର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ମାଲକାନଗିରି ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ଅଧୀନ ମାଥିଲି ବ୍ଲକରେ କାର୍ଯ୍ୟରତ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ…

ଭିଜିଲାନ୍ସ ପଞ୍ଝାରେ ପୁଣି ଜଣେ ସରକାରୀ ଅଧିକାରୀ, ଆୟବର୍ହିଭୂତ ସମ୍ପତ୍ତି ଠୁଳ କରି ସହକାରୀ ଯନ୍ତ୍ରୀ…

ମାଲକାନଗିରି,୨୭ା୯(ଦୁର୍ଯ୍ୟୋଧନ ପାତ୍ର): ପୁଣି ଜଣେ ସରକାରୀ ବାବୁଙ୍କ ବିରୋଧରେ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପଞ୍ଝାରେ ପଡ଼ିଛନ୍ତି ମାଲକାନଗିରି ଜିଲା ମାଥିଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?