୨ ବର୍ଷ ପରେ ଏଥର ହେବ ମା’ ହିଙ୍ଗୁଳାଙ୍କ ଯାତ୍ରା, ପ୍ରସ୍ତୁତି ଜୋରଦାର

ତାଳଚେର,୩।୪(ଡି.ଏନ୍‌.ଏ.): ଦୀର୍ଘ ୨ ବର୍ଷ ପରେ ତାଳଚେରରେ ମା’ ହିଙ୍ଗୁଳାଙ୍କ ଯାତ୍ରା ହେବ। ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ପୀଠରେ ଏଥିପାଇଁ ପ୍ରସ୍ତୁତି ବୈଠକ ହୋଇଛି। କୋଭିଡ କଟକଣା ଯୋଗୁ ଦୀର୍ଘ ୨ ବର୍ଷ ହେବ ମା’ଙ୍କର ଯାତ୍ରା ବନ୍ଦ ରହିଥିଲା। ତେଣୁ ଚଳିତ ବର୍ଷ ହିଙ୍ଗୁଳା ଯାତ୍ରା ପାଇଁ ଅଞ୍ଚଳବାସୀ ଖୁବ ଉତ୍ସାହିତ ଅଛନ୍ତି।
ଚଳିତ ବର୍ଷ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ବ୍ୟାପକ ଜଳଛତ୍ର, ରାସ୍ତାଘାଟ ମରାମତି ଏବଂ ଆଲୋକୀକରଣ ଉପରେ ଅଧିକ ଗୁରୁତ୍ୱ ଦିଆଯିବ ବୋଲି ମନ୍ଦିର ଟ୍ରଷ୍ଟ ପକ୍ଷରୁ ନିଷ୍ପତ୍ତି ନିଆଯାଛି। ଆସନ୍ତା ୬ ତାରିଖରେ ମା’ଙ୍କର ପ୍ରାରମ୍ଭିକ ପୂଜା ଜନ୍ତାଳ ଯାତ୍ରା ହେବ ଏବଂ ୭ ତାରିଖରେ ମା’ଙ୍କର ଅଗ୍ନିରୂପ ଆର୍ବିଭାବ ହେବ। ପରେ ୧୫ରେ ମୁଖ୍ୟ ଯାତ୍ରା ଏବଂ ହିଙ୍ଗୁଳା ମହୋତ୍ସବ ହେବ ବୋଲି ସ୍ଥିର ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ, ଲୁଟ୍‌ ଘଟଣା : ୩ ନିର୍ଦ୍ଦୋଷ

ବ୍ରହ୍ମପୁର ଅଫିସ,୧୭।୮: ଏକ ଆକ୍ରମଣ ଓ ଲୁଟ୍‌ ମାମଲାର ବିଚାର କରି ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ (ସିଜେଏମ)ପ୍ରଜ୍ଞା ପାରମିତା ରାଉଳ ୩ ଅଭିଯୁକ୍ତଙ୍କୁ ପ୍ରମାଣ...

ମାଲକାନଗିରି ବ୍ଲକସ୍ତରୀୟ ମାଲ୍ୟବନ୍ତ ମହୋତ୍ସବ: ଜିଲାର ବିକାଶରେ ଗଣପର୍ବର ଭୂମିକା ଗୁରୁତ୍ୱପୂର୍ଣ୍ଣ

ମାଲକାନଗିରି,୫ା୨(ଡି.ଏନ.ଏ.): ମାଲକାନଗିରି ଜିଲା ସଦର ମହକୁମାସ୍ଥିତ ପଞ୍ଚାୟତ ସମିତି ତରଫରୁ ବୁଧବାର ବ୍ଲକସ୍ତରୀୟ ମାଲ୍ୟବନ୍ତ ମହୋତ୍ସବ ଅନୁଷ୍ଠିତ ହୋଇଛି। ପୂର୍ବାହ୍ନରେ ନିକଟସ୍ଥ ସତୀଗୁଡା ଜଳଭଣ୍ଡାରର ଚମ୍ପାଖାରୀ...

ଅବୈଧ ସମ୍ପର୍କ ଲାଗି ବାଧ୍ୟ କରିବାରୁ ହତ୍ୟା

ବାହାନଗା, ୯।୨(ଡି.ଏନ.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ବରିପଦା ପଞ୍ଚାୟତର ଓଷଙ୍ଗ ଗ୍ରାମର ଜୟନ୍ତ ମଳିକଙ୍କ ମୃତଦେହ ସମୁଦ୍ର କୂଳ ବାଲିରୁ ଉଦ୍ଧାର ହେବା ଘଟଣାର...

୪ରୁ ଖୋଲିବ ହାଇକୋର୍ଟ: ଶୁଣାଣି କରିବେ ୫ ବିଚାରପତି

କଟକ ଅଫିସ, ୩।୫: ଆସନ୍ତା ୪ ତାରିଖ ଅର୍ଥାତ୍‌ ସୋମବାରଠାରୁ ଓଡ଼ିଶା ହାଇକୋର୍ଟ ପୂର୍ବଭଳି କାର୍ଯ୍ୟ କରିବ। ପୂର୍ବାହ୍ନ ୧୧ଟାରେ ବିଭିନ୍ନ ମାମଲାର ବିଚାର ହେବ।...

ସଂଘର୍ଷର ଅନ୍ୟନାମ ଦିବ୍ୟାଙ୍ଗ ନିଦ୍ରାବତୀ

କେନ୍ଦୁଝର,୨୮ା୧୧(ସ୍ବ.ପ୍ର.): ଦିବ୍ୟାଙ୍ଗ ହେଲେ ବି ସେ ହାର ମାନି ନାହାନ୍ତି। ନିଜେ ଅଟୋ ଚଳାଇ ସ୍ବାବଲମ୍ବୀ ହେବା ସହ ବୃଦ୍ଧ ମା’ ବାପାଙ୍କ ମୁହଁରେ ଆହାର...

ଉଜୁଡ଼ା ସଂସାର ସଜାଡ଼ିଦେଲେ ଶାଶୁ: ବିଧବା ବୋହୂଙ୍କୁ ଦେଲେ ବିବାହ

ତାଳଚେର,୧୪।୯(ନି.ପ୍ର.) – ୫ ମାସ ତଳେ ପୁଅର ବିବାହ କରି ଘରକୁ ବୋହୂଟିଏ ଆଣିଥିଲେ। ପୂଅ-ବୋହୂଙ୍କ ସୁଖର ସଂସାର ଦେଖି ଖୁସିରେ ଉଚ୍ଛୁଳି ଉଠୁଥିଲେ। ଭାବିଥିଲେ...

‘ମାଓବାଦୀ ମୁଖ୍ୟସ୍ରୋତରେ ସାମିଲ ହୁଅନ୍ତୁ’

ମାଲକାନଗିରି/ଖଇରପୁଟ, ୩୦।୯(ଡି.ଏନ୍‌.ଏ.): ବଣ୍ଡାଘାଟି ଅଞ୍ଚଳର ବିକାଶକୁ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି। ମାଓବାଦୀମାନେ ବିକାଶରେ ବାଧକ ନ ସାଜି ସମାଜର ମୁଖ୍ୟସ୍ରୋତରେ ସାମିଲ ହୁଅନ୍ତୁ। ବିଏସ୍‌ଏଫ୍‌...

ଲୁଟିବାକୁ ଆସି ନେଲେ ଖାଲି ବ୍ୟାଗ

ଝାରସୁଗୁଡ଼ା ଅଫିସ,୨୨ା୧୦: ଝାରସୁଗୁଡ଼ା ଜିଲା ବନହରପାଲି ଥାନା ବନ୍ଧବାହାଲ ଏମ୍‌ସିଏଲ୍‌ ମାର୍କେଟ୍‌ କମ୍ପ୍ଲେକ୍ସରେ ଶୁକ୍ରବାର ରାତି ପ୍ରାୟ ସାଢେ ୮ଟାରେ ଦୁର୍ବୃତ୍ତମାନେ ଗୁଳି ଫୁଟାଇ ଜଣେ...

Advertisement
Archives

Model This Week