ବିଦେଶୀଙ୍କୁ ଦେଶଛାଡ଼ିବାକୁ ଅନୁମତି ଦେଲା ତାଲିବାନ୍‌

କାବୁଲ,୯।୯: ଆଫଗାନିସ୍ତାନର ଅନ୍ତରୀଣ ସରକାର(ତାଲିବାନ୍‌) ଗୁରୁବାର ୨୦୦ ବିଦେଶୀଙ୍କୁ ଦେଶ ଛାଡ଼ିବାକୁ ଅନୁମତି ଦେଇଛନ୍ତି। ସେମାନଙ୍କ ମଧ୍ୟରେ ଅନେକ ଆମେରିକୀୟ ଅଛନ୍ତି। କାବୁଲ ବିମାନବନ୍ଦରରୁ ସେମାନେ ନିଜ ନିଜ ଦେଶକୁ ଯିବା ପାଇଁ ବାହାରିଛନ୍ତି। ଏନେଇ ଆମେରିକାର ଜଣେ ଅଧିକାରୀ ସୂଚନା ଦେଇଛନ୍ତି।

ଅଗଷ୍ଟ ୧୫ରେ ଇସ୍‌ଲାମୀୟ ବିଦ୍ରୋହୀ କାବୁଲ ଦଖଲ କରିବା ପରେ ଉକ୍ତ ବିମାନବନ୍ଦରରୁ ପ୍ରଥମ ଥର ପାଇଁ ଅନ୍ତର୍ଜାତୀୟ ବିମାନ ଚଳାଚଳ କରିବ। ଏହା ପୂର୍ବରୁ ଆମେରିକା ନେତୃତ୍ୱାଧୀନ ସାମରିକ ମେଣ୍ଟ ୧,୨୪,୦୦୦ ବିଦେଶୀଙ୍କୁ ସୁରକ୍ଷିତ ଭାବେ ସ୍ଥାନାନ୍ତର କରିଥିଲା। ଆମେରିକାର ସ୍ବତନ୍ତ୍ର ପ୍ରତିନିଧି ଜଲମେ ଖାଲିଦଜାଦଙ୍କୁ ଆଫଗାନିସ୍ତାନ ଛାଡ଼ିବା ପାଇଁ ତାଲିବାନ୍‌ର ଅନୁମତି ମିଳିଛି ବୋଲି ଆମେରିକା ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ଖରା ଯୋଗୁ ସକାଳୁଆ ସ୍କୁଲ, ଜାଣନ୍ତୁ କେଉଁ ଜିଲାରେ ହେଲା ଘୋଷଣା

ନୂଆପଡା,୧୭।୬: ପ୍ରବଳ ଖରା ଏବଂ ଅସହ୍ୟ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଓଡ଼ିଶାର ଅନେକ ଜିଲାରେ ପାରଦ ୪୦ରୁ ୪୫ ଡିଗ୍ରୀ ଉପରେ ରହୁଥିବା ବେଳେ ଉଚ୍ଚ…

ଆନ୍ତଃଜିଲା ବାଇକ ଚୋରି ର଼୍ୟାକେଟ୍‌ର ପର୍ଦ୍ଦାଫାଶ, ୭ ଗିରଫ

ରିଷିଡା ୧୭।୬: (ସୁଶାନ୍ତ ମଲ୍ଲିକ): ମ.ରାମପୁର ପୋଲିସକୁ ମିଳିଛି ବଡ଼ ସଫଳତା । ଆନ୍ତଃ ଜିଲା ବାଇକଚୋରି ର଼୍ୟାକେଟ ବର୍ତ୍ତମାନ ପୋଲିସ ହାତରେ । ଦୀର୍ଘଦିନ ଧରି…

ସ୍ବାଧୀନତାର ୭୮ ବର୍ଷ ପରେ ବି ଅନ୍ଧାରରେ ଗ୍ରାମବାସୀ: ଦେଲେ ଏଭଳି ଚେତାବନୀ, ବିଜୁଳି ନ ମିଳିଲେ …

ଥୁଆମୁଳ ରାମପୁର, ୧୭।୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଆଦିବାସୀ ଅଧ୍ୟୁଷିତ ଥୁଆମୁଳ ରାମପୁର ବ୍ଲକ ଅଧୀନସ୍ଥ ‘ତୁମୋନୀଖୋଲ’ ଗ୍ରାମକୁ ଆଜି ପର୍ଯ୍ୟନ୍ତ ବିଦ୍ୟୁତ ସେବା ପହଞ୍ଚି…

ସୁବର୍ଣ୍ଣପୁର ପରେ ଏହି ଜିଲାରେ ସ୍କୁଲ ଛୁଟି, ୨୨ରେ ଖୋଲିବ ସ୍କୁଲ

ଭୁବନେଶ୍ୱର,୧୭।୬: ପ୍ରବଳ ଖରା ଏବଂ ଅସହ୍ୟ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଓଡ଼ିଶାର ଅନେକ ଜିଲାରେ ପାରଦ ୪୦ରୁ ୪୫ ଡିଗ୍ରୀ ଉପରେ ରହୁଥିବା ବେଳେ ଉଚ୍ଚ…

ଅନ୍ଧାରରେ ଲୁଚି ମଣିଷର ଜାସୁସୀ କରୁଛନ୍ତି ଏଲିଅନ! ବୈଜ୍ଞାନିକଙ୍କ ଏହି ଚେତାବନୀ ସାରା ବିଶ୍ୱରେ ସୃଷ୍ଟି କଲାଣି ଆତଙ୍କ

ବିଗତ ଅନେକ ବର୍ଷ ଧରି ଏହି ସୌରମଣ୍ଡଳରେ ଏଲିଅନଙ୍କ ଉପସ୍ଥିତିକୁ ନେଇ ଅନେକ ବଡ଼ ବଡ଼ ଦାବି କରାଯାଇଛି। ହେଲେ ଏପର୍ଯ୍ୟନ୍ତ ଏହା ଏକ ଅସମାହିତ ପ୍ରଶ୍ନ…

NEET ପରୀକ୍ଷା ପୂର୍ବରୁ ଭାରତରେ ଟେଲିଗ୍ରାମ୍ ବ୍ୟାନ୍: ସରକାରଙ୍କୁ ଘେରିଲେ ଟେଲିଗ୍ରାମ ସିଇଓ

ନୂଆଦିଲ୍ଲୀ,୧୭।୬: ଭାରତରେ ଟେଲିଗ୍ରାମ (Telegram) କୁ ସାମୟିକ ଭାବେ ବ୍ୟାନ କରାଯାଇଛି। NEET-UG ୨୦୨୬ ପୁନଃ-ପରୀକ୍ଷା ପୂର୍ୱରୁ କପି ଏବଂ ଗୁଜବ ବା ଭୁଲ ସୂଚନା ରୋକିବା…

ଗର୍ଜିଲା ଶୁଭମନଙ୍କ ବ୍ୟାଟ୍‌; ଆଫଗାନିସ୍ତାନ ବିପକ୍ଷ ମ୍ୟାଚରେ କଲେ ଏମିତି କାରନାମା, ସବୁ ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୧୭।୬: ଲକ୍ଷ୍ନୌରେ ଖେଳାଯାଉଥିବା ଭାରତ ବନାମ ଆଫଗାନିସ୍ତାନ ଦ୍ୱିତୀୟ ଦିନିକିଆ (ODI) ମ୍ୟାଚରେ ଶୁଭମନ ଗିଲ ଏକ ଚମତ୍କାର ଶତକ ହାସଲ କରିଛନ୍ତି। ସେ ୭୭ ବଲରେ…

‘I Am The Boss’… G-7 ମିଟିଂରେ ବଡ଼ ଘୋଷଣା କଲେ ଟ୍ରମ୍ପ! ସମସ୍ତେ କାବା

ନୂଆଦିଲ୍ଲୀ,୧୭।୬: ବୁଧବାର G-7 ନେତାମାନଙ୍କ ବୈଠକର ଶେଷ ଦିନରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଏକ ବିବୃତ୍ତି ଭାଇରାଲ ହେଉଛି। କ୍ଲିପରେ, ସମସ୍ତେ ବସିଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri