ତାଲିବାନ୍‌ ଖୋଜୁଛି ରତ୍ନ ଭଣ୍ଡାର…

କାବୁଲ,୧୮।୯: ଆଫାଗାନିସ୍ତାନରେ କ୍ଷମତା ଦଖଲ ପରେ ଏବେ ତାଲିବାନ ପ୍ରଥମ ଶତାବ୍ଦୀର କୁଶାଣ ସାମ୍ରାଜ୍ୟର ବିରାଟ ରତ୍ନ ଭଣ୍ଡାର ଖୋଜିବା ଆରମ୍ଭ କରିଛି। ୪ ୦ ବର୍ଷ ତଳେ ଉତ୍ତର ଜଓ୍ବାଜଜାନ୍‌ ପ୍ରଦେଶର ଶେରବର୍ଘନ ଜିଲାର ତେଲା ତାପା ଅଞ୍ଚଳରେ ଏହାର ସନ୍ଧାନ ମିଳିଥିଲା। ଏଥିରେ ୨୧,୧୪୫ଟି ସୁନା ଖଣ୍ଡ ରହିଥିଲା। କୁଶାଣ ସାମ୍ରାଜ୍ୟ ସମୟରେ ବାକ୍ଟ୍ରିଆନ୍‌ ଅଞ୍ଚଳରେ ୟୁଇଝିଙ୍କ ଦ୍ୱାରା ଏହି ରତ୍ନ ଭଣ୍ଡାର ସ୍ଥାପନ କରାଯାଇଥିଲା। ଏବେ ଏହାର ସନ୍ଧାନେ ଜାରି ରହିଥିବା ସଂସ୍କୃତି କମିଶନ ଅହମ୍ମଦୁଲା ଓ୍ବାସିକ୍‌ ସୂଚନା ଦେଇଛନ୍ତି। ସୂଚନା ଏବଂ ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ଏନେଇ ଚିନ୍ତା ପ୍ରକଟ କରାଯାଇଛି।

୨୦୨୧ ଫେବୃୟାରୀରେ ଏହି ରତ୍ନ ଭଣ୍ଡାରକୁ ସର୍ବସାଧାରଣଙ୍କ ପ୍ରଦର୍ଶନ ପାଇଁ ରାଷ୍ଟ୍ରପତି ଭବନରେ ରଖାଯାଇଥିଲା। ତେବେ ରାଷ୍ଟ୍ରପତି ଅଶରଫ ଘନିଙ୍କ ସରକାରର ପତନ ପରେ ରତ୍ନ ଭଣ୍ଡାରର ସୁରକ୍ଷା ନେଇ ନାନା ଆଶଙ୍କା ପ୍ରକାଶ ପାଉଥିବା ଓ୍ବାସିକ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri