ଭାରତକୁ ତାଲିବାନ କହିଲା ‘ତୁମ କାମ ଶେଷ କର’

ନୂଆଦିଲ୍ଲୀ,୧୮।୮ : ଯଦି ଇଚ୍ଛା ଅଛି, ତେବେ ଆଫଗାନିସ୍ତାନରେ ଭିତ୍ତିଭୂମୀ ନିର୍ମାଣ କାର୍ଯ୍ୟ ଜାରି ରଖ। ଭାରତକୁ ଏଭଳି କହିଛନ୍ତି ତାଲିବାନ ପ୍ରବକ୍ତା ସୁହେଲ ଶାହିନ। ଆଫଗାନିସ୍ତାନ ମାଟିକୁ ଅନ୍ୟ କୌଣସି ଦେଶ ବିରୋଧରେ ବ୍ୟବହାର କରିବାକୁ ଆମେ ଅନୁମତି ଦେବୁ ନାହିଁ। ଏହା ଆମେ ସ୍ପଷ୍ଟ କରୁଛୁ। ଆଫଗାନିସ୍ତାନରେ ଭାରତ କିଛି ପ୍ରକଳ୍ପ, ବହୁ ପୁନଃ ନିର୍ମାଣ ଓ ଭିତ୍ତିଭୂମି ପ୍ରତିଷ୍ଠା ଆରମ୍ଭ କରିଛି।  ଯଦି ସେମାନେ ଚାହାନ୍ତି, ସମସ୍ତ ପ୍ରକଳ୍ପର ନିର୍ମାଣ ଶେଷ କରିପାରିବେ। କାରଣ ଏହା ଆମ ଦେଶର ଜନସାଧାରଣଙ୍କ ସ୍ବାର୍ଥ ପାଇଁ କରାଯାଉଥିବା ଶାହିନ ଏକ ପାକିସ୍ତାନୀ ଚ୍ୟାନେଲକୁ କହିଛନ୍ତି।

ନୂଆଦିଲ୍ଲୀ ତାଲିବାନ ଅଧିକାରୀଙ୍କ ସହ ଆଲୋଚନା ପାଇଁ ବାଟ ଖୋଲା ରଖିଛି। କିନ୍ତୁ ଆତଙ୍କବାଦୀ ସଂଗଠନକୁ ଭାରତ ଏପର୍ଯ୍ୟନ୍ତ ସରକାର ମାନ୍ୟତା ଦେଇନାହିଁ। ଆଫଗାନିସ୍ତାନରେ ଶାଟୁଟ୍‌ ଡ୍ୟାମ, ସାଲମା ଡ୍ୟାମ, ପାର୍ଲାମେଣ୍ଟ ଓ କିଛି ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ ରାସ୍ତା ଭଳି ଉନ୍ନତିମୂଳକ ପ୍ରକଳ୍ପରେ ଭାରତ ୩ ବିଲିୟନ ଟଙ୍କା ଖର୍ଚ୍ଚ କରିବ ବୋଲି ଚୁକ୍ତି କରିଛି। ମାତ୍ର ରାଜଧାନୀ କାବୁଲକୁ ତାଲିବାନ ମାଡ଼ି ବସିବା ପରେ ଆଫଗାନିସ୍ତାନର ୩୪ଟି ପ୍ରଦେଶରେ ଚାଲିଥିବା ଉନ୍ନତିମୂଳକ ପ୍ରକଳ୍ପରେ କାର୍ଯ୍ୟରତ ଅଧିକାରଙ୍କୁ ଭାରତ ଫେରାଇ ନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri