ଆଫଗାନିସ୍ତାନ ଜନତାଙ୍କ ସ୍ବାଧୀନତା ଉପରେ ଆକ୍ରମଣ କରିଛି ତାଲିବାନ: ଜାତିସଂଘ…

ଜେନେଭା,୧୨।୯ : ମିଳିତ ଜାତିସଂଘର ମାନବାଧିକାର ମୁଖ୍ୟ ମଙ୍ଗଳବାର କହିଛନ୍ତି ତାଲିବାନ ଆଫଗାନିସ୍ତାନର ଲୋକଙ୍କ ସ୍ବାଧୀନତା ଉପରେ ଆକ୍ରମଣ କରିଛି। ସେ କହିଛନ୍ତି ଯେ ତାଲିବାନ ଶାସନରେ ମହିଳା ଓ ବାଳିକା ଅତ୍ୟଧିକ ନିଷ୍ଠୁର ଅତ୍ୟାଚାରର ସମ୍ମୁଖୀନ ହେଉଛନ୍ତି।

ଜାତିସଂଘର ମାନବ ଅଧିକାର ଅଧିକାର କମିଶନର ଭୋଲକର ତୁର୍କ କହିଛନ୍ତି ତାଲିବାନ କ୍ଷମତାକୁ ଫେରିବାର ଦୁଇ ବର୍ଷରୁ ଅଧିକ ସମୟ ପରେ ଆଫଗାନିସ୍ତାନରେ ମାନବିକ ଅଧିକାର ବିପର୍ଯ୍ୟସ୍ତ ଅବସ୍ଥାରେ ପହଞ୍ଚିଛି। ଏହି ପରିସ୍ଥିତିର ମୁକାବିଲା ପାଇଁ ମିଳିତ ଜାତିସଂଘର ସଦସ୍ୟ ଦେଶମାନଙ୍କୁ ସେ ଅନୁରୋଧ କରିଛନ୍ତି।

ଜାତିସଂଘ ମାନବ ଅଧିକାର ପରିଷଦର ଜେନେଭାରେ ଅନୁଷ୍ଠିତ ଏକ ବୈଠକରେ ତୁର୍କ କହିଛନ୍ତି , ଆଫଗାନିସ୍ତାନ ମହିଳା ଓ ବାଳିକାମାନେ ଯେଉଁ ଅତ୍ୟାଚାରର ସମ୍ମୁଖୀନ ହୋଇଛନ୍ତି ତାହା ଅତ୍ୟନ୍ତ ଚିନ୍ତା ଜନକ। ଆଫଗାନିସ୍ତାନ ବିଶ୍ୱ ପାଇଁ ଏକ ଭୟଙ୍କର ଉଦାହରଣ ସୃଷ୍ଟି କରିଛି। ଏଠାରେ ମହିଳା ଓ ବାଳିକାମାନଙ୍କୁ ମାଧ୍ୟମିକ ଏବଂ ଉଚ୍ଚଶିକ୍ଷା ପାଇବାକୁ ବାରଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ମିଳିଲାନି ବୈଭବ ସୂର୍ଯ୍ୟବଂଶୀଙ୍କୁ ଡେବ୍ୟୁର ସୁଯୋଗ? ନିରାଶ ହେଲେ ପ୍ରଶଂସକ

ନୂଆଦିଲ୍ଲୀ, ୨୬।୬: ଆୟରଲ୍ୟାଣ୍ଡ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ କ୍ରିକେଟ୍ ପ୍ରେମୀଙ୍କୁ ସାମାନ୍ୟ ନିରାଶ ହେବାକୁ ପଡ଼ିଛି। ଦଳର ନୂଆ ଅଧିନାୟକ ଶ୍ରେୟସ ଆୟର ଟସ୍…

ବରଗଡ଼ରେ ଚାଞ୍ଚଲ୍ୟ: ଏ-କ୍ଲାସ୍ କଣ୍ଟ୍ରାକ୍ଟରଙ୍କୁ ବନ୍ଧୁକ ମୁନରେ ଧମକ, ଥାନାରେ ଏତଲା ପରେ…

ବରଗଡ଼, ୨୬।୬ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଏକ ସାଙ୍ଘାତିକ ଘଟଣା ସାମ୍ନାକୁ ଆସିଛି। ଜଣେ ଜଣାଶୁଣା ଏ-କ୍ଲାସ କଣ୍ଟ୍ରାକ୍ଟର ସୁଜୟ ଶ୍ରୀମନ୍ତ ବିଶିଙ୍କୁ ବନ୍ଧୁକ ମୁନରେ…

ବାଣପୁରରେ ଦୁର୍ଘଟଣା: ଭାରସାମ୍ୟ ହରାଇ ବିଲ ମଝିକୁ ଓଲଟିଲା ଦ୍ରୁତଗାମୀ କାର୍, ୫ ମଦ୍ୟପ ଯୁବକ…

ବାଣପୁର, ୨୬।୬ (ଦିଲ୍ଲୀପ କୁମାର ସ୍ୱାଇଁ): ନାଚୁଣୀ ଥାନା ଅଧୀନ ଦେଓଗାଁ ଆଗୁଳଛକ ନିକଟ ବ୍ରିଜ୍‌ ପାଖରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଏକ…

ଦୁବାଇରେ ହଠାତ ବାଜିଲା ସାଇରନ୍‌! ମିସାଇଲ୍‌ ଆକ୍ରମଣର ଚେତାବନୀ, ଖେଳିଗଲା ଆତଙ୍କ

ଦୁବାଇ,୨୬।୬: ସଂଯୁକ୍ତ ଆରବ ଏମିରେଟ୍ସ (UAE) କର୍ତ୍ତୃପକ୍ଷଙ୍କ ପକ୍ଷରୁ ଶୁକ୍ରବାର ଦିନ ଦୁବାଇ ପାଇଁ ଏକ ମିସାଇଲ ଆକ୍ରମଣର ସତର୍କ ସୂଚନା (Alert) ଜାରି କରାଯାଇଛି। ଏହାକୁ…

ଚାଇନାର ୧୦୯ ମହଲା ବିଶିଷ୍ଟ ଅଟ୍ଟାଳିକା ‘CITIC  ଟାଓ୍ବାର’ ସହ ପିଟିହେଲା ବିମାନ, ସାମ୍ନାକୁ ଆସିଲା ଭୟଙ୍କର VIDEO

ବେଜିଂ,୨୬।୬: ଚାଇନାର ରାଜଧାନୀ ବେଜିଂରେ ଶୁକ୍ରବାର ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ବେଜିଂର ସବୁଠାରୁ ଉଚ୍ଚ ସ୍କାଈସ୍କ୍ରେପର (ଗଗନଚୁମ୍ବୀ ଅଟ୍ଟାଳିକା) ଅଟ୍ଟାଳିକା…

ଓଡ଼ିଶା କଂଗ୍ରେସର ନୂଆ ପ୍ରଭାରୀ ହେଲେ ଲାଲ୍‌ଜୀ ଦେଶାଇ: AICC ପକ୍ଷରୁ ବିଜ୍ଞପ୍ତି ଜାରି

ଭୁବନେଶ୍ୱର,୨୬।୬: ରାଜ୍ୟ କଂଗ୍ରେସ ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲାଲ୍‌ଜୀ ଦେଶାଇଙ୍କୁ ରାଜ୍ୟ କଂଗ୍ରେସର ନୂଆ ପ୍ରଭାରୀ ଭାବେ ନିଯୁକ୍ତ କରାଯାଇଛି। ସେ ପୂର୍ବତନ…

ଫିଲ୍ମ ପରେ ଏବେ କ୍ରିକେଟ ମଇଦାନରେ ଜନ ଆବ୍ରାହମଙ୍କ ଏଣ୍ଟ୍ରି, ହେଲେ ଏହି ଟିମ୍‌ର ମାଲିକ

ନୂଆଦିଲ୍ଲୀ, ୨୬।୬: ବଲିଉଡର ଆକ୍ସନ ଷ୍ଟାର୍ ଜନ ଅବ୍ରାହମ୍ ଏବେ କ୍ରିକେଟ୍ ପିଚ୍‌ରେ ନଜର ଆସିବେ। ସେ ପ୍ରଥମ ୟୁରୋପିଆନ୍ ଟି-୨୦ ପ୍ରିମିୟର ଲିଗ୍ (ETPL)ର ଫ୍ରାଞ୍ଚାଇଜ୍…

୩ ରଥରେ ଭକ୍ତ ଚଢ଼ିବା ଉପରେ କଟକଣା, ସୁଭଦ୍ରାଙ୍କ ପହଣ୍ଡି କାର୍ଯ୍ୟରେ ମହିଳାଙ୍କୁ ମନା

କୋରାପୁଟ,୨୬ା୬(ଅମିତାଭ ବେହେରା): ଶାବର ଶ୍ରୀକ୍ଷେତ୍ରରେ ପବିତ୍ର ରଥଯାତ୍ରା ସୁପରିଚାଳନା ଓ ସୁରୁଖୁରୁରେ ଆୟୋଜନ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଶୁକ୍ରବାର ସ୍ଥାନୀୟ ସଦଭାବନା ସଭାଗୃହରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri