ଇଦ୍‌ରେ ମହିଳାଙ୍କୁ ସାମିଲ ହେବା ମନା

କାବୁଲ,୨୨ା୪: ଆଫଗାନିସ୍ତାନରେ ତାଲିବାନ କ୍ଷମତା ହାସଲ କରିବା ପରେ ମହିଳାମାନଙ୍କ ଅଧିକାର ଉପରେ କ୍ରମାଗତ ଭାବେ ଅଙ୍କୁଶ ଲଗାଯାଉଛି। ଆଫଗାନିସ୍ତାନର ଦୁଇଟି ପ୍ରଦେଶରେ ଇଦ୍‌ ପାଳନରେ ମହିଳା ସାମିଲ ହୋଇପାରିବେ ନାହିଁ ବୋଲି ତାଲିବାନ ପକ୍ଷରୁ ନିଷେଧାଦେଶ ଜାରି କରାଯାଇଛି। ଇଦ୍‌ ଉଲ୍‌-ଫିତର ଅବସରରେ ମହିଳାମାନେ ଏକାଠି ବାହାରକୁ ଯାଇପାରିବେ ନାହିଁ ବୋଲି ବଗ୍‌ଲାନ ଏବଂ ତଖର ପ୍ରଦେଶର ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି। ପୂର୍ବରୁ ମହିଳାମାନଙ୍କ ଶିକ୍ଷା ଏବଂ ଚାକିରି ଉପରେ ତାଲିବାନ କଟକଣା ଲଗାଇଥିଲା। ୨୦୨୧ ଅଗଷ୍ଟରେ ତାଲିବାନ ଆଫଗାନିସ୍ତାନରେ କ୍ଷମତା ହାସଲ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri