ବଢ଼ିଚାଲିଛି ତାଲିବାନୀ ବର୍ବରତା

କାବୁଲ,୯।୧୨:ବ୍ୟଭିଚାର, ଚୋରି, ଡ୍ରଗ୍ସ ଚାଲାଣ ଓ ଅନ୍ୟ ଅପରାଧ ପାଇଁ ଆଫଗାନିସ୍ତାନର ଉତ୍ତରାଞ୍ଚଳସ୍ଥିତ ପରଓ୍ବାନ ପ୍ରଦେଶରେ ୨୭ ଜଣ ବର୍ବରତାର ଶିକାର ହୋଇଛନ୍ତି। ତାଲିବାନ ଶାସିତ ଏହି ଦେଶର ସୁପ୍ରିମକୋର୍ଟ ସେମାନଙ୍କୁ ସର୍ବସାଧାରଣରେ କଠୋର ଦଣ୍ଡ ଦେବା ପାଇଁ ରାୟ ଦେଇଛନ୍ତି। ଦୋଷୀଙ୍କ ମଧ୍ୟରେ ୧୫ ପୁରୁଷ ଥିବାବେଳେ ୯ ମହିଳା ସାମିଲ ଅଛନ୍ତି। ସର୍ବସାଧାରଣଙ୍କ ସମ୍ମୁଖରେ ସେମାନଙ୍କୁ ମାଡ଼ ମରାଯିବା ଲାଗି କୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିଲା। ସରକାରୀ ଓକିଲ ଅବଦୁଲ ରହିମ ରଶିଦ କହିଛନ୍ତି ଯେ, ଅପରାଧ ପାଇଁ ଅଭିଯୁକ୍ତମାନେ ୩ଟି କୋର୍ଟରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ପ୍ରତ୍ୟେକଙ୍କୁ ୨୫ରୁ ୩୯ ଥର ଶକ୍ତ ପ୍ରହାର କରାଯାଇଥିବାବେଳେ ସେମାନଙ୍କୁ ଚାରକର ଜେଲରେ ୨ ବର୍ଷ ଲେଖାଏ ଜେଲଦଣ୍ଡ ଭୋଗିବାକୁ ପଡ଼ିବ। ୨୦୨୧ ଅଗଷ୍ଟରେ ଆଫଗାନିସ୍ତାନ ତାଲିବାନୀ ଶାସକଙ୍କ ଅଧୀନକୁ ଚାଲିଆସିଥିଲା। ଦେଶର ମହିଳା ଓ ପୁରୁଷଙ୍କ ଲାଗି ସରକାର ଭିନ୍ନ ଭିନ୍ନ ଆଇନ ପ୍ରଣୟନ କରିଥିବାବେଳେ ମହିଳାଙ୍କ ବିରୋଧରେ ଏହି କଠୋରପନ୍ଥୀ ସରକାର ବହୁ କଟକଣା ଲଗାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାନସଭାରେ ଛତାମଖନା ଆଇଏସ୍‌ଏସ୍‌ ପ୍ରସଙ୍ଗ ଉଠାଇଲେ ବିଧାୟକ କଳିକେଶ

ବଲାଙ୍ଗୀର,୨୫ା୯(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂଦେଓ ବିଧାନସଭାରେ ବଲାଙ୍ଗୀରର ଛତାମଖନା ଇନ୍‌-ଷ୍ଟ୍ରିମ୍‌ ଷ୍ଟୋରେଜ୍‌ ଷ୍ଟ୍ରକଚର (ଆଇଏସ୍‌ଏସ୍‌)ର କ୍ଷତି, ଜଙ୍ଗଲ ନିଆଁ, କାମ୍ପା ପାଣ୍ଠି, ଜଙ୍ଗଲ…

ଟ୍ରମ୍ପଙ୍କ ବଡ଼ ଘୋଷଣା: ଷ୍ଟ୍ରେଟ ଅଫ ହର୍ମୁଜର ନାମ ବଦଳାଇ ରଖିଲେ ଏହି ନାଁ, ସାରା ବିଶ୍ୱ ଆଶ୍ଚର୍ଯ୍ୟ!

ଓ୍‌ବାଶିଂଟନ୍‌,୨୬।୯: ଇରାନ ଆମେରିକା ସମ୍ମୁଖରେ ଷ୍ଟ୍ରେଟ ଅଫ ହର୍ମୁଜକୁ ପୁଣିଥରେ ଖୋଲିବା ପାଇଁ ପ୍ରସ୍ତାବ ରଖିଛି। ଏହି ମଧ୍ୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼…

ଅଭିଜିତ ଦୀପକେ, ସୌରଭ ଦାସଙ୍କ ସମେତ ୩ ଜଣଙ୍କୁ ହାଇକୋର୍ଟ ଦେଲେ ଅଲ୍‌ଟିମେଟମ୍‌: ୨୪ ଘଣ୍ଟା ମଧ୍ୟରେ…

ନୂଆଦିଲ୍ଲୀ,୨୬।୯: ଦିଲ୍ଲୀ ହାଇକୋର୍ଟ କକରୋଚ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେ ଏବଂ ଦଳର ଅନ୍ୟ ତିନି ନେତା ଆଶୁତୋଷ ରାଙ୍କା, ରତ୍ନା ସିଂହ ଓ ସୌରଭ…

ଦେଶରେ ବ୍ୟାଙ୍କ ହଡ଼ତାଳ, ହେଲେ ଖୋଲା ରହିବ ଏହି ବ୍ୟାଙ୍କ

ନୂଆଦିଲ୍ଲୀ,୨୬।୯: ସେପ୍ଟେମ୍ବର ୨୮ରୁ ୩୦ ତାରିଖ ପର୍ଯ୍ୟନ୍ତ ସରକାରୀ କ୍ଷେତ୍ରର ବ୍ୟାଙ୍କଗୁଡ଼ିକର ଦେଶବ୍ୟାପୀ ୩ ଦିନିଆ ହଡ଼ତାଳ ଡାକ ମଧ୍ୟରେ ସାଧାରଣ ଲୋକ ଓ ଗ୍ରାମାଞ୍ଚଳର ଖାତାଧାରୀଙ୍କ…

ଅଭ୍ୟାସ ବେଳେ ହଠାତ୍‌ କାହିଁକି ରାଗିଗଲେ କୋହଲି? ଭାଇରାଲ ହେଉଛି ଭିଡିଓ

ନୂଆଦିଲ୍ଲୀ, ୨୬।୯: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ ସେପ୍ଟେମ୍ବର ୨୭ ତାରିଖରେ ତିରୁଭାନନ୍ତପୁରମରେ ଖେଳାଯିବ। ଏହି ମ୍ୟାଚ ପାଇଁ ଟିମ ଇଣ୍ଡିଆ ଗୁରୁବାରଠାରୁ…

ପାରାଦୀପକୁ ମେଗା ବନ୍ଦର ମାନ୍ୟତା: ସାମୁଦ୍ରିକ ଅଭିଳାଷକୁ ମିଳିବ ଅଧିକ ପ୍ରୋତ୍ସାହନ

ପାରାଦୀପ,୨୬।୯(ଶରତ ରାଉତ): ଭାରତ ସରକାର ଶୁକ୍ରବାର ଦେଶର ୪ଟି ପ୍ରମୁଖ ବନ୍ଦରକୁ ଆନୁଷ୍ଠାନିକ ଭାବେ ମେଗା ବନ୍ଦର ମାନ୍ୟତା ଦେଇଛନ୍ତି। ସେଥିମଧ୍ୟରେ ଓଡ଼ିଶାର ପାରାଦୀପ ବନ୍ଦର ରହିଛି।…

୨୦୫୦ ସୁଦ୍ଧା ଉତ୍ତରାଖଣ୍ଡର କୃଷି-ବନୀକରଣ ୭୦% ହ୍ରାସ ଘଟିପାରେ

ନୂଆଦିଲ୍ଲୀ, ୨୬ା୯: କ୍ରମାଗତ ଜଳବାୟୁ ଉଷ୍ମତା ଯୋଗୁ ୨୦୫୦ ସୁଦ୍ଧା ଉତ୍ତରାଖଣ୍ଡର ଛୋଟ ଛୋଟ କୃଷି-ବନୀକରଣ ଅଞ୍ଚଳରେ ୭୦ ପ୍ରତିଶତ ପର୍ଯ୍ୟନ୍ତ ହ୍ରାସ ଦେଖାଦେଇପାରେ ଏବଂ ବଡ଼…

୩୦ରେ ହେବ ଓଏସ୍‌ଏସ୍‌ଟିଇଟି

କଟକ,୨୬ା୯(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଏଲିଜିବିଲିଟି ଟେଷ୍ଟ-୨୦୨୬ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ସେପ୍ଟେମ୍ବର ୩୦ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?