କନ୍ୟାଙ୍କୁ ସେନା ହେଲିକପ୍ଟରରେ ଘରକୁ ନେଇ ଆସିଲେ ତାଲିବାନ କମାଣ୍ଡର, ବିବାହ ପାଇଁ ଶ୍ୱଶୁରଙ୍କୁ ଦେଲେ ୧୨ ଲକ୍ଷ

କାବୁଲ,୫ ।୭: ତାଲିବାନ କମାଣ୍ଡର ତାଙ୍କ ନବବିବାହିତ ପତ୍ନୀଙ୍କୁ ଘରକୁ ଆଣିବାକୁ ସେନା ହେଲିକପ୍ଟରର ବ୍ୟବହାର କରିଥିବା ଜଣାପଡିଛି । ଗଣମାଧ୍ୟମର ସୂଚନା ଅନୁଯାୟୀ, କନ୍ୟାଙ୍କୁ ପୂର୍ବ ଆଫଗାନିସ୍ତାନର ଲୋଗାରରୁ ଖୋସ୍ତ ଅଞ୍ଚଳକୁ ସେନା ହେଲିକପ୍ଟରରେ ନିଆଯାଇଥିଲା ।
ନ୍ୟୁଜ ଏଜେନ୍ସି ଏଏନଆଇର ସୂଚନା ଅନୁଯାୟୀ, ସ୍ଥାନୀୟ ମିଡିଆ ଖାମା ପ୍ରେସ ତାଲିବାନୀ ବ୍ୟକ୍ତିଙ୍କୁ ସୋସିଆଲ ମିଡିଆରେ ତାଲିବାନର ହକ୍କାନି ଶାଖାର କମାଣ୍ଡର ବୋଲି କହିଛି । ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଭିଡିଓରେ କମାଣ୍ଡର କନ୍ୟାଙ୍କ ଘର ନିକଟରେ ହେଲିକପ୍ଟରରୁ ଓହ୍ଲାଉଥିବା ଦେଖାଯାଇଛି । ଏହି ବିବାହ ପାଇଁ ତାଲିବାନ କମାଣ୍ଡର ନିଜ ଶ୍ୱଶୁରଙ୍କୁ ଯୌତୁକ ଭାବେ ୧୨ ଲକ୍ଷ ତାଲିବାନି ଟଙ୍କା ଦେଇଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

୫୯ ବର୍ଷ ପରେ ପୃଥିବୀର ସବୁଠୁ ନିକଟତର ହେବ ବୃହସ୍ପତି, କିପରି ଦେଖିବେ

ଓ୍ବାଶିଂଟନ୍‌,୨୫ା୯: ସୌରମଣ୍ଡଳର ବୃହତ୍ତମ ଗ୍ରହ ବୃହସ୍ପତି ସୋମବାର ପୃଥିବୀର ସବୁଠୁ ନିକଟତର ହେବାକୁ ଯାଉଛି। ପ୍ରାୟ ୫୯ ବର୍ଷ ପରେ ଏହି ବିଶାଳ ଗ୍ରହକୁ ଜ୍ୟୋତିର୍ବିଜ୍ଞାନୀମାନେ...

ଜି-୭ରେ ମୋଦି

ବିଆରିଜ୍‌,୨୬ା୮(ପି.ଟି.):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଫ୍ରାନ୍ସର ବିଆରିଜ୍‌ରେ ଆୟୋଜିତ ତିନିଦିନିଆ ଜି-୭ ସମ୍ମିଳନୀରେ ନିମନ୍ତ୍ରିତ ଅତିଥି ଭାବେ ଯୋଗଦେଇଛନ୍ତି। ସେ ବାହାରିନ୍‌ରୁ ଫ୍ରାନ୍ସ ଯାଇ ସମ୍ମିଳନୀରେ...

ଆଫଗାନିସ୍ତାନରେ ବୋମା ବିସ୍ଫୋରଣ: ୩୪ ମୃତ

କାବୁଲ,୩୧।୭: ଆଫଗାନିସ୍ତାନରେ ବୋମା ବିସ୍ଫୋରଣରେ ୩୪ ଜଣଙ୍କ ମୃତ୍ୟୁ ଘଟିଛି। ବୁଧବାର ହେରାତ୍‌-କନ୍ଧାହର ଜାତୀୟ ରାଜପଥ ନିକଟରେ ଏହି ବିସ୍ଫୋରଣ ଘଟିଛି। ମୃତକଙ୍କ ମଧ୍ୟରେ ଜଣେ...

ରୁଷିଆ-ୟୁକ୍ରେନ ଯୁଦ୍ଧ: ନଷ୍ଟ ହୋଇଥିବା ପ୍ରତିଟି କୋଠାରେ ୫୦-୧୦୦ ଲୋକଙ୍କର ହୋଇଛି ମୃତ୍ୟୁ

କ୍ୱିଭ,୧୦ ।୬: ପ୍ରାୟ ୩ ମାସରୁ ଊର୍ଦ୍ଧ୍ୱ ସମୟ ହେଲାଣି ଜାରି ରହିଛି ରୁଷିଆ-ୟୁକ୍ରେନ୍ ଯୁଦ୍ଧ । ଗୁରୁବାର ଏହି ଯୁଦ୍ଧର ୧୦୬ ଦିନରେ ସେବେରୋଦୋନେସ୍କରେ...

ପାକିସ୍ତାନର ନବ ନିର୍ବାଚିତ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ/ଇସଲାମାବାଦ,୧୪ ।୪: ପାକିସ୍ତାନରୁ ଇମ୍ରାନ ଖାଁ ସରକାର ବିଦା ହେବା ପରେ ଏବେ ପଦ ସମ୍ଭାଳିଛନ୍ତି ଶହବାଜ୍ ଶରିଫ୍ । ତେବେ ଶେହବାଜ୍ ପ୍ରଧାନମନତ୍ରୀ ଭାବେ...

ଆଫଗାନିସ୍ତାନର ଏୟାର ଷ୍ଟ୍ରାଇକ୍‌ରେ ୧୪ ତାଲିବାନ ଆତଙ୍କବାଦୀ ମୃତ

କାବୁଲ,୧୯।୧୧: ଆଫଗାନିସ୍ତାନର କୁନ୍ଦୁଜ ଅଞ୍ଚଳରେ ଲୁଚି ରହିଥିବା ତାଲିବାନ ଆତଙ୍କବାଦୀ ସଂଗଠନ ବିରୋଧରେ ଯବାନଙ୍କୁ ଏକ ବଡ଼ ସଫଳତା ମିଳିଛି। କୁନ୍ଦୁଜର ଆର୍ଚି ଜିଲାରେ ତାଲିବାନର...

ଗ୍ୟାସ ବିସ୍ଫୋରଣ: ଜଣେ ମୃତ ୧୨ ଆହତ

ବେଜିଂ,୨୦ା୭: ଚାଇନା ବନ୍ଦର ସହର ତିଆଞ୍ଜିନସ୍ଥିତ ଏକ ୬ ମହଲା ବିଶିଷ୍ଟ ଆବାସିକ କୋଠାରେ ଗ୍ୟାସ୍‌ ବିସ୍ଫୋରଣ ଘଟି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୨...

ବ୍ରିଟେନ ଆକାଶରେ ରହସ୍ୟମୟ ଧୂଆଁ

ଲଣ୍ଡନ,୧୮ା୪: ବ୍ରିଟେନ ଆକାଶରେ ଗୁରୁବାର ରାତି ୮ଟାରେ ଏକ ରହସ୍ୟଜନକ ବସ୍ତୁ ଜଳି ଜଳି ଯାଉଥିବାବେଳେ ତା’ ପଛପଟରୁ ଧୂଆ ବାହାରୁଥିବା ଦେଖିବାକୁ ମିଳିଥିଲା। ତାହା...

Advertisement
Archives

Model This Week