ବିନା ଭୟରେ କାର୍ଯ୍ୟରେ ଯୋଗ ଦିଅନ୍ତୁ ଆଫଗାନୀ ସରକାରୀ କର୍ମଚାରୀ: ତାଲିବାନ

କାବୁଲ,୧୭ ।୮: ତାଲିବାନ ଆଫଗାନୀସ୍ତାନର ରାଜଧାନୀ କାବୁଲର ସମସ୍ତ ସରକାରୀ କର୍ମଚାରୀଙ୍କ୍‌ୁ କାର୍ଯ୍ୟରେ ଯୋଗ ଦେବାକୁ କହିଛି । ତାଲିବାନ ମଙ୍ଗଳବାର ସମସ୍ତ ସରକାରୀ କର୍ମଚାରୀଙ୍କୁ ‘ସର୍ବକ୍ଷମା’ ଦେବାକୁ ଘୋଷଣା କରିଛି । ତାଲିବାନ କହିଛି ସମସ୍ତଙ୍କ ପାଇଁ ସର୍ବକ୍ଷମା ଘୋଷଣା କରାଯାଉଛି । ତେଣୁ ଆପଣ ଆପଣଙ୍କ ଦୈନନ୍ଦିନ ଜୀବନ ସମ୍ପୂର୍ଣ୍ଣ ବିଶ୍ୱାସର ସହ ଆରମ୍ଭ କରିପାରିବେ । ତାଲିବାନ କହିଛି କୌଣସି ସରକାରୀ କର୍ମଚାରୀ ଭୟ କରିବାର ଆବଶ୍ୟକତା ନାହିଁ । ଆପଣମାନଙ୍କର କିଛି କ୍ଷତି ହେବନାହିଁ । ସମସ୍ତେ କାର୍ଯ୍ୟରେ ଯୋଗ ଦିଅନ୍ତୁ କାହାକୁ କିଛି କୁହାଯିବ ନାହିଁ । ସୂଚନାଯୋଗ୍ୟ, ଆଫଗାନିସ୍ତାନକୁ ସମ୍ପୂର୍ଣ୍ଣ କବଜାକୁ ନେବା ପରେ ତାଲିବାନର ଭୟ ସେଠାରେ ପରିଲକ୍ଷିତ ହେଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ରୁ କ୍ଷେପଣାସ୍ତ୍ର ଉତ୍‌କ୍ଷେପଣ କଲେ କିମ୍‌, ଅନ୍ତର୍ଜାତୀୟସ୍ତରରେ ଚହଳ…

ପୋୟଙ୍ଗୟାଙ୍ଗ୍‌,୧୬।୯: ଉତ୍ତର କୋରିଆର ଏକ ଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ ଉନ୍‌ ଆମେରିକାର ବାରମ୍ବାର ବାରଣ ସତ୍ତ୍ୱେ ଆଣବିକ ଅସ୍ତ୍ରଶସ୍ତ୍ରର ପରୀକ୍ଷଣ ଜାରି ରଖିଛନ୍ତି। ଏବେ...

ପିସୋଚିନ ପହଞ୍ଚିଲା ଭାରତ ସରକାରଙ୍କ ବସ

କ୍ୱିଭ,୬ ।୩: ରୁଷିଆ-ୟୁକ୍ରେନ୍ ଯୁଦ୍ଧ ମଧ୍ୟରେ ୟୁକ୍ରେନର ପିସୋଚିନରେ ଫସି ରହିଥିବା ପ୍ରାୟ ୨୯୮ ଭାରତୀୟ ଛାତ୍ରଙ୍କୁ ସେଠାରୁ ଉଦ୍ଧାର କରାଯାଇଛି । ୟୁକ୍ରେନରେ ଥିବା...

ବିମାନରୁ ଖସି ପଡ଼ିଲେ ଫୁଟ୍‌ବଲ ଖେଳାଳି

କାବୁଲ, ୨୦।୮: : ତାଲିବାନ୍‌ ଶାସନରୁ ବଞ୍ଚିବା ପାଇଁ ଆଫଗାନିସ୍ତାନ ନାଗରିକମାନେ କଳବଳ କୌଶଳେ ଦେଶ ଛାଡ଼ୁଛନ୍ତି। କିନ୍ତୁ ଦେଶ ଛାଡ଼ିବା ଲାଗି ପ୍ରତ୍ୟେକଙ୍କ ପାଖରେ ଟଙ୍କା...

ୟୁକ୍ରେନ୍‌ରୁ ଫେରୁଛନ୍ତି ଭାରତୀୟ ଛାତ୍ରଙ୍କ ପ୍ରଥମ ଦଳ

କ୍ୱିଭ୍‌,୨୫।୨: ଲଗାତାର ଭାବେ ୟୁକ୍ରେନରେ ନିଜର ସ୍ଥିତିକୁ ମଜଭୂତ କରୁଛି ରୁଷିଆ। ତୁହାକୁ ତୁହା ଆକ୍ରମଣ କରି ଦେଶର ଅନେକ ଅଞ୍ଚଳକୁ ନିଜ ଦଖଲକୁ ନେଉଛି।...

ୟୁକ୍ରେନରେ ଆମେ ଜମି ପାଇଁ ଲଢୁଛୁ: ପୁଟିନ

ମସ୍କୋ,୯।୫: ୟୁକ୍ରେନ ସହିତ ଯୁଦ୍ଧ ମଧ୍ୟରେ ରୁଷିଆ ୭୭ତମ ବିଜୟ ଦିବସ ପାଳନ କରୁଛି। ଏହି ଦିନ ରୁଷିଆ ଦ୍ୱିତୀୟ ବିଶ୍ୱଯୁଦ୍ଧରେ ବିଜୟ ଘୋଷଣା କରିଥିଲା।...

ଦକ୍ଷିଣ ଆଫ୍ରିକାରେ କରୋନାର ମାରାତ୍ମକ ଭାରିଏଣ୍ଟ, ଇଂଲଣ୍ଡ-ଇସ୍ରାଏଲ ଲଗାଇଲେ ପ୍ରତିବନ୍ଧକ, ଭାରତ ସରକାର ସଜାଗ

ଜୋହାନସର୍ଗ,୨୬ ।୧୧: ଦକ୍ଷିଣ ଆଫ୍ରିକାରେ କରୋନା ଭାଇରସ ସଂକ୍ରମଣର ସବୁଠାରୁ ମାରାତ୍ମକ ଭାରିଏଣ୍ଟ ଦେଖାଦେଇଛି । ଯାହା ସାରା ଦେଶକୁ ଚିନ୍ତାରେ ପକାଇ ଦେଇଛି ।...

କରୋନା ଭାଇରସରେ ପୀଡ଼ିତ କାନାଡା ପ୍ରଧାନମନ୍ତ୍ରୀଙ୍କ ସହଧର୍ମିଣୀ

ଓଟାଓ୍ବା,୧୩।୩: କରୋନା ଭାଇରସ ଏବେ ପ୍ରାୟ ୧୧୭ ଦେଶକୁ ବ୍ୟାପିଥିବା ବେଳେ କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡେଙ୍କ ସହଧର୍ମିଣୀ ଶୋଫିଆ ଗ୍ରିଗୋଇରେ ଟ୍ରୁଡେ ମଧ୍ୟ ଏଥିରେ...

ନେପାଳରେ ୧୨ ବର୍ଷରେ ୭ ବିମାନ ଦୁର୍ଘଟଣା, ୧୬୬ ଜଣଙ୍କ ମୃତ୍ୟୁ…

କାଠମାଣ୍ଡୁ, ୨୯।୫ : ଦେଶରେ ନେପାଳର ତାରା ଏୟାରଲାଇନ୍ସର ବିମାନ ୯-ଏନଏଇଟି ସହିତ ଯୋଗାଯୋଗ ସମ୍ପର୍କ ଛିନ୍ନ ହୋଇଛି। ବିମାନଟି ପୋଖରାରୁ ଜୋମସୋମକୁ ଯାଉଥିଲା। ବିମାନରେ...

Advertisement
Archives

Model This Week