ତାଲିବାନ ସରକାରଙ୍କ ନୂଆ ନିର୍ଦ୍ଦେଶ, ଘରୋଇ ବିଶ୍ୱିଦ୍ୟାଳୟରେ ମହିଳାଙ୍କୁ ମିଳିବନି ପଞ୍ଜିକରଣ ଅନୁମତି

କାବୁଲ,୨୯ ।୧: ଆଫଗାନିସ୍ତାନର ତାଲିବାନ ସରକାର ଘରୋଇ ବିଶ୍ୱବିଦ୍ୟାଳୟରେ ମହିଳାମାନଙ୍କୁ ବୟସ୍କ ହେବା ପର୍ଯ୍ୟନ୍ତ ପ୍ରବେଶିକା ପରୀକ୍ଷାରେ ପଞ୍ଜିକରଣ ଅନୁମତି ନ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି । ଗଣମାଧ୍ୟମର ଏକ ରିପୋର୍ଟ ଅନୁଯାୟୀ, ଆସୋସିଏଶନ ଅଫ ପ୍ରାଇଭେଟ ୟୁନିଭର୍ସିଟି କହିଛି, ଯେ ତାଲିବାନର ଉଚ୍ଚଶିକ୍ଷା ମନ୍ତ୍ରଣାଳୟ ଏକ ଚିଠି ଲେଖି ମହିଳାଙ୍କ ନାମ ଲେଖାକୁ ସ୍ଥଗିତ ରଖିବାକୁ କହିଛନ୍ତି । ଏହି ଚିଠିରେ ଦର୍ଶାଯାଇଛି ଯେ ପରବର୍ତ୍ତି ସୂଚନା ନ ମିଳିବା ପର୍ଯ୍ୟନ୍ତ ମହିଳାମାନଙ୍କୁ ପଞ୍ଜିକରଣ ଅନୁମତି ଦିଆଯିବ ନାହିଁ । ଏହାର ଉଲ୍ଲଂଘନ କଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ।
ସୂଚନାଯୋଗ୍ୟ, ଘରୋଇ ବିଶ୍ୱବିଦ୍ୟାଳୟରେ ନାମଲେଖା ପାଇଁ ସରକାର ଅଲଗା ପରୀକ୍ଷା କରିଥାଆନ୍ତି, ଯାହାର ପରିଚାଳନା ଉଚ୍ଚଶିକ୍ଷା ମନ୍ତ୍ରଣାଳୟ କରିଥାଏ । ପ୍ରତିବର୍ଷ ମନ୍ତ୍ରଣାଳୟ ପ୍ରବେଶିକା ପରୀକ୍ଷାର ତାରିଖ ସ୍ଥିର କରିଥାଏ । ସୂଚନଯୋଗ୍ୟ, ଗତବର୍ଷ ୨୦ ଡିସେମ୍ବରରେ ତାଲିବାନ ଉଚ୍ଚ ଶିକ୍ଷା ମନ୍ତ୍ରଣାଳୟ ସାର୍ବଜନିକ ଓ ଘରୋଇ ବିଶ୍ୱିଦ୍ୟାଳୟରେ ମହିଳାଙ୍କ ଶିକ୍ଷାକୁ ବିରୋଧ କରିଥିଲା । ଏହି ପ୍ରତିବନ୍ଧକ ପରେ ଆମେରିକା, ବ୍ରିଟେନ, ଫ୍ୟାନ୍ସ, ଜର୍ମାନୀ, କାନାଡା, ଜାପାନ, ନେଦରଲ୍ୟାଣ୍ଡସ, ସ୍ପେନ, ସ୍ୱିଜରଲ୍ୟାଣ୍ଡ ଓ ୟରୋପୀୟ ସଂଘ ତାଲିବାନକୁ ଏମିତି ନ କରିବାକୁ ଚେତାବନୀ ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଏ କି ସଙ୍କେତ! ରାତାରାତି ରକ୍ତ ପରି ନାଲି ହୋଇଗଲା ସମୁଦ୍ର; ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୧୭ା୧୨: ଇରାନର ହରମୁଜ୍ ଦ୍ୱୀପର ଉପକୂଳବର୍ତ୍ତୀ ଅଞ୍ଚଳରେ ଏକ ଅଦ୍ଭୁତ ଏବଂ ଚମତ୍କାର ପରିବର୍ତ୍ତନ ଦେଖିବାକୁ ମିଳିଛି। ସାମ୍ପ୍ରତିକ ପ୍ରବଳ ବର୍ଷା ପରେ ଦ୍ୱୀପର ବେଳାଭୂମି...

ସାରା ଦେଶରେ ‘ନକଲି ପନିର’ ବିପଦ; ୮୩% ନମୁନା ବିଫଳ ହେବା ପରେ FSSAI’ର ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୭ା୧୨: ଦେଶରେ କ୍ଷୀର ଏବଂ କ୍ଷୀରଜାତ ଦ୍ରବ୍ୟରେ ବଢୁଥିବା ଭେଜାଲ ଓ ମିସ୍‌ବ୍ରାଣ୍ଡିଂ ସମସ୍ୟାର ସମାଧାନ ପାଇଁ ଭାରତୀୟ ଖାଦ୍ୟ ନିରାପତ୍ତା ଏବଂ ମାନକ ପ୍ରାଧିକରଣ...

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

ଖେଳ ବିଗାଡ଼ିଲା କୁହୁଡ଼ି: ଲକ୍ଷ୍ନୌରେ ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-୨୦ ମ୍ୟାଚ୍ ବାତିଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍ ବାତିଲ ହୋଇଯାଇଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ପ୍ରବଳ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri