ତାଲିବାନ ପାଖରେ ଚାଇନା ତିଆରି ଆଧୁନିକ ଅସ୍ତ୍ରଶସ୍ତ୍ର…

ଇସଲାମାବାଦ/ଓ୍ବାଶିଂଟନ,୨୩।୧ : ତାଲିବାନକୁ ଚାଇନା ଆଧୁନିକ ଅସ୍ତ୍ରଶସ୍ତ୍ର ଯୋଗାଉଛି। ଜାମେଷ୍ଟାଉନ ଫାଉଣ୍ଡେଶନ ଦ୍ୱାରା ପ୍ରକାଶିତ ଲେଖକ ଜାଫର ଇକବାଲ ୟୁସୁଫଜାଇଙ୍କ ପୁସ୍ତକ ‘ଦ ଟ୍ରବୁଲ ଟ୍ରାଙ୍ଗେଲ:ୟୁଏସ୍‌-ପାକିସ୍ତାନ ରିଲେଶନ ଅଣ୍ଡର ଦ ତାଲିବାନ ଶ୍ୟାଡୋ’ରେ ଉଲ୍ଲେଖ କରାଯାଇଛି। ୟୁସୁଫଜାଇଙ୍କ ଅନୁଯାୟୀ ଚାଇନା ଏହି ପଦକ୍ଷେପ ନେଇଛି କାରଣ ଏକ ଅସ୍ଥିର ଆଫଗାନିସ୍ତାନ ଚାଇନାର ସ୍ବାର୍ଥ ଏବଂ ବେଲ୍ଟ ଆଣ୍ଡ ରୋଡ ଇନିସିଏଟିଭ (ବିଆରଆଇ) ର ସଫଳତାରେ ବାଧା ସୃଷ୍ଟି କରିପାରେ। ରିପୋର୍ଟ ଅନୁଯାୟୀ, ଅନିଶ୍ଚିତତା ଏବଂ ଅଶାନ୍ତି ଆଫଗାନିସ୍ତାନକୁ ଆତଙ୍କବାଦୀଙ୍କ ଗଡ଼ରେ ପରିଣତ କରିପାରେ। ଏହା ଚାଇନାର ଜିନଝିଆଙ୍ଗ ଏବଂ ଚାଇନା-ପାକିସ୍ତାନ ଅର୍ଥନୈତିକ କରିଡର (ସିପିଇସି) ପ୍ରକଳ୍ପକୁ ଟାର୍ଗେଟ କରିପାରିବ। କିନ୍ତୁ ତାଲିବାନ ସଶକ୍ତ ହେଲେ ଚାଇନାର ଲାଭ ହେବ।

ସୂଚନାଯୋଗ୍ୟ, ଡିସେମ୍ବର ୧୨ରେ, ଇସଲାମିକ ଷ୍ଟେଟ ଆତଙ୍କବାଦୀ ସଂଗଠନର ସଦସ୍ୟମାନେ କାବୁଲର ଏକ ହୋଟେଲ ଉପରେ ଆକ୍ରମଣ କରିଥିଲେ ଯେଉଁଠାରେ ଅନେକ ଚାଇନା ନାଗରିକ ରହୁଥିଲେ। ଏହି ଆକ୍ରମଣରେ ୫ ଜଣ ଚାଇନା ନାଗରିକଙ୍କ ସମେତ ୧୮ ଜଣ ଆହତ ହୋଇଥିବାବେଳେ ତିନିଜଣ ଆକ୍ରମଣକାରୀ ସୁରକ୍ଷା ବାହିନୀଙ୍କ ଗୁଳିରେ ନିହତ ହୋଇଥିଲେ। ଆଫଗାନିସ୍ତାନରେ ସମସ୍ତ ପ୍ରକାର ଆତଙ୍କବାଦ ଏବଂ ଉଗ୍ରବାଦକୁ ମୁକାବିଲା କରିବା ପାଇଁ ଚାଇନା ତାଲିବାନକୁ ପର୍ଯ୍ୟାପ୍ତ ସହାୟତା ଯୋଗାଇବାକୁ ନିଷ୍ପତ୍ତି ନେଇଛି ବୋଲି ୟୁସୁଫଜାଇ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ ପମ୍ପ ସ୍ଥାନରେ ଧାନ ଚାଷ: ସାଟେଲାଇଟ ସର୍ଭେରେ ଧରାପଡିଲା ଗୁମର

ଛତ୍ରପୁର,୩୦।୧୨(ଦିଲ୍ଲୀପ ସାମଲ): ପେଟ୍ରୋଲ ପମ୍ପ ଅଛି, କିନ୍ତୁ ଧାନ ଚାଷ ହୋଇଥିବା ନେଇ ଚାଷୀ କରିଛି ପଞ୍ଜିକରଣ। ଶେଷରେ ରାଜ୍ୟ ସରକାରଙ୍କ ଓଡିଶା ରାଜ୍ୟ କମ୍ପ୍ୟୁଟର...

ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ ଯୋଗୁ ହଠାତ୍‌ ସ୍ଥଗିତ ରହିଲା ୨ଟି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌

ଢାକା,୩୦।୧୨: ଆଜି ସକାଳେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ପରଲୋକ ଯୋଗୁ ବାଂଲାଦେଶ କ୍ରିକେଟ ବୋର୍ଡ ମଙ୍ଗଳବାର, ଡିସେମ୍ବର ୩୦, ୨୦୨୫ରେ ହେବାକୁ ଥିବା ଉଭୟ...

ମୃତ୍ୟୁର ଗୋଟିଏ ଦିନ ପୂର୍ବରୁ ଖାଲେଦା ଜିଆ କରିଥିଲେ ନାମାଙ୍କନ, ଏବେ ଆଲୋଚନା ପୁଅଙ୍କୁ ମିଳିବକି ସହାନୁଭୁତି? ଜାଣନ୍ତୁ ବାଂଲାଦେଶ ରାଜନୀତିର…

ଢାକା,୩୦।୧୨: ଆସନ୍ତା ବର୍ଷ ଫେବୃଆରୀରେ ବାଂଲାଦେଶରେ ସାଧାରଣ ନିର୍ବାଚନ ହେବାକୁ ଯାଉଛି। ପୂର୍ବତନ ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ମୃତ୍ୟୁକୁ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)...

ବୈତରଣୀ ନଦୀ ପାର୍‌ ହୋଇଆସିଲା ହାତୀ: ଲୋକେ ଭୟଭୀତ

ହାଟଡ଼ିହୀ,୩୦।୧୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ହାତୀ ଉପଦ୍ରବ ଦେଖାଦେଇଛି। ହାତୀଟି ବ୍ଲକ ଅଧୀନ ବିଭିନ୍ନ ଗାଁ ଏବଂ ଛକ ବଜାରରେ ବୁଲୁଥିବାବେଳେ...

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ହୁକିଟୋଲାର ସୌନ୍ଦର୍ଯ୍ୟ

ମହାକାଳପଡ଼ା,୩୦ା୧୨ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଙ୍ଗୋପସାଗର ନୀଳ ଜଳରାଶି ସହ ବିଶାଳ ବାଲୁକା ଶଯ୍ୟା ଆଇଲାଣ୍ଡ ହୁକିଟୋଲା ସୌନ୍ଦର୍ଯ୍ୟ ପର୍ଯ୍ୟଟକଙ୍କୁ ଖୁବ୍‌...

ଭୟଙ୍କର ଦୁର୍ଘଟଣା: ନିୟନ୍ତ୍ରଣ ହରାଇ ଘାଇକୁ ଖସିଲା ବସ୍, ୭ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୩୦।୧୨: ଉତ୍ତରାଖଣ୍ଡରୁ ବଡ଼ ଦୁର୍ଘଟଣାର ଖବର ସାମ୍ନାକୁ ଆସିଛି । ଅଲମୋରା ଜିଲାରେ ଏକ ଯାତ୍ରୀବାହୀ ବସ ନିୟନ୍ତ୍ରଣ ହରାଇ ଘାଇକୁ ଖସି ଯାଇଥିଲା ।...

ଏହି ଦେଶଗୁଡ଼ିକରେ ନାଗରିକତା ପାଇବା ବହୁତ କଷ୍ଟକର, ଅପେକ୍ଷା କରିବାକୁ ପଡେ ୨୦ରୁ ୨୫ ବର୍ଷ

ନୂଆଦିଲ୍ଲୀ,୩୦।୧୨: ପ୍ରତିବର୍ଷ, ଭାରତରୁ ଲକ୍ଷ ଲକ୍ଷ ଲୋକ ସେମାନଙ୍କର ନାଗରିକତା ପରିତ୍ୟାଗ କରି ବିଦେଶରେ ବସବାସ କରନ୍ତି। ସରକାର ନିକଟରେ ଏହି ବିଷୟରେ ତଥ୍ୟ ପ୍ରକାଶ...

ୟାମିଙ୍କ ଇଚ୍ଛା

ମୁମ୍ବାଇ: ଆଦିତ୍ୟ ଧରଙ୍କ ଫିଲ୍ମ ‘ଧୁରନ୍ଧର’ ୨୦୨୫ର ସବୁଠାରୁ ବଡ଼ ଫିଲ୍ମ ହୋଇଛି। ଏହି ଫିଲ୍ମଟି ସାରା ବିଶ୍ୱରେ ୧୦୦୦ କୋଟିରୁ ଅଧିକ ଆୟ କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri