କାବୁଲରେ ସରକାର ଗଠନ ପାଇଁ ବଡ ସମାରୋହର ଆୟୋଜନ କରିପାରେ ତାଲିବାନ, ୬ ଦେଶକୁ ଦେଇଛି ନିମନ୍ତ୍ରଣ

କାବୁଲ,୬ ।୯: ଏବେ ସମସ୍ତଙ୍କ ନଜର ତାଲିବାନ ଉପରେ । ଆଫଗାନିସ୍ତାନ କବଜା କରିବା ପରେ ଏବେ ସେ କାବୁଲରେ ସରକାର ଗଠନ କରିବାକୁ ପ୍ରସ୍ତୁତିରେ ଲାଗି ପଡିଛି । ତେବେ ସରକାର ଗଠନ ପାଇଁ ତାଲିବାନ ବଡ ସମାରୋହର ଆୟୋଜନ କରୁଥିବା ସୂଚନା ମିଳିଛି । ଏଥିପାଇଁ ସେ ୬ ଦେଶକୁ ନିମନ୍ତ୍ରଣ ପଠାଇଛି । ସେମାନଙ୍କ ମଧ୍ୟରେ ରହିଛନ୍ତି, ପାକିସ୍ତାନ, ତୁର୍କି, କତ୍ତର, ରୁଷ, ଚାଇନା ଓ ଇରାନ । ଆଫଗାନିସ୍ତାନର ଶେଷ ପ୍ରାନ୍ତ ପଞ୍ଜଶିରଙ୍କୁ କବଜା କରିବା ପରେ ତାଲିବାନ ସରକାର ଗଠନ କରିବାକୁ ୬ ଦେଶକୁ ନିମନ୍ତ୍ରଣ ପଠାଇଛି । ତାଲିବାନର ପ୍ରବକ୍ତା ଜବିହୁଲ୍ଲା ମୁଜାହିଦ ସୋମବାର ଏକ ବୟାନରେ କହିଛନ୍ତି ପଞ୍ଜଶିର ଏବେ ତାଲିବାନ ନିୟ୍‌ନ୍ତ୍ରଣରେ ହଜାର ହଜାର ବୀର ତାଲିବାନୀ ରାତାରାତି ପଞ୍ଜଶିରର ୮ ଜିଲା ଉପରେ କବଜା କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବିଡେନଙ୍କ ଉପରେ ବର୍ଷିଲେ ଟ୍ରମ୍ପ

ଓ୍ବାଶିଂଟନ,୮।୯: ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ଯେତେ ପାଖେଇ ଆସୁଛି ପରସ୍ପର ମଧ୍ୟରେ ପ୍ରତିଯୋଗୀତା ସେତେ ବୃଦ୍ଧି ପାଇବାରେ ଲାଗିଛି। ରାଷ୍ଟ୍ରପତି ନିର୍ବାଚନ ପ୍ରଚାର ସମୟରେ ପୁଣିଥରେ...

ଗୃହଯୁଦ୍ଧ ମୁହାଁ ଇରାକ୍‌, ସପ୍ତାହ ମଧ୍ୟରେ ଦ୍ୱିତୀୟ ଥର ପାଇଁ ସଂସଦରେ ପ୍ରବେଶ କଲେ ପ୍ରଦର୍ଶନକାରୀ…

ବାଗଦାଦ୍‌, ୩୦।୭ : ଇରାକ୍‌ ଗୃହଯୁଦ୍ଧ ମୁହାଁ ହେବାରେ ଲାଗିଛି। ସପ୍ତାହ ମଧ୍ୟରେ ଦ୍ୱିତୀୟ ଥର ପାଇଁ ସଂସଦରେ ପ୍ରଦର୍ଶନକାରୀ ପ୍ରବେଶ କରିଛନ୍ତି। ଶନିବାର ଏକ...

ବୃଦ୍ଧା ମା’ଙ୍କ ଆଖି ତାଡିଦେଲେ, ହାତ ଗୋଡ ଭାଙ୍ଗି ମାରିଦେଲେ ବୋହୂ-ପୁଅ

ଦୁବାଇ, ୨୦।୬: ବୃଦ୍ଧା ମା’ଙ୍କୁ ହତ୍ୟା ଅଭିଯୋଗରେ ସାଉଦି ଆରବରେ ଗିରଫ ହୋଇଛନ୍ତି ଜଣେ ଭାରତୀୟ ଦମ୍ପତ୍ତି। ଉକ୍ତ ଦମ୍ପତ୍ତିଙ୍କ ନାଁରେ ସଙ୍ଗୀନ ଅଭିଯୋଗ ରହିଛି।...

ରୁଷିଆ ଜାହାଜକୁ ଧ୍ୱଂସ କଲା ୟୁକ୍ରେନ

କ୍ୱିଭ୍‌,୨୬।୩: ଗତ ଏକ ମାସ ଧରି ରୁଷିଆ-ୟୁକ୍ରେନ ମଧ୍ୟରେ ଯୁଦ୍ଧ ଚାଲିଛି। ବର୍ତ୍ତମାନ ପର୍ଯ୍ୟନ୍ତ ଏହି ଯୁଦ୍ଧରେ ହଜାର ହଜାର ଲୋକ ପ୍ରାଣ ହରାଇଥିବା ବେଳେ...

‘ଜେଲେନସ୍କିଙ୍କୁ ହତ୍ୟା କରିବେ ନାହିଁ, ପୁଟିନ ଦେଇଛନ୍ତି ପ୍ରତିଶ୍ରୁତି’

ଜେରୁଜେଲମ,୫।୨: ମାସ ମାସ ଧରି ଚାଲିଆସୁଥିବା ରୁଷିଆ-ୟୁକ୍ରେନ ଯୁଦ୍ଧ ଏପର୍ଯ୍ୟନ୍ତ ଶେଷ ହେଉନାହିଁ। ପାଶ୍ଚାତ୍ୟ ଦେଶରୁ ୟୁକ୍ରେନକୁ ଭାରୀ ଅସ୍ତ୍ର ମିଳୁଥିବାବେଳେ ରୁଷିଆ ମଧ୍ୟ କ୍ଷେପଣାସ୍ତ୍ର...

ଏଲିଜାବେଥ୍‌ଙ୍କ ଜନ୍ମଦିନ ସମ୍ମାନ ତାଲିକାରେ ଭାରତୀୟ ବଂଶୋଦ୍ଭବ

ଲଣ୍ଡନ, ୧୩ା୬: କରୋନା ମୁକାବିଲାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିବା ଭାରତୀୟ ବଂଶୋଦ୍ଭବ ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ନାଁ ବ୍ରିଟେନ ମହାରାଣୀ ଏଲିଜାବେଥ୍‌ ୨ୟଙ୍କ ଜନ୍ମଦିନ ସମ୍ମାନ ତାଲିକାରେ...

ରିମୋର୍ଟରେ ନିୟନ୍ତ୍ରିତ ହେଉଛି କୁକୁର: କମ୍ପନରୁ ବୁଝୁଛି ଇଶାରା

ଜେରୁଜେଲମ୍‌,୨୫।୭: ଇସ୍ରାଏଲ୍‌ରେ କୁକୁରକୁ ରିମୋର୍ଟ ସହାୟତାରେ ନିୟନ୍ତ୍ରିତ କରାଯିବା ଜ୍ଞାନକୌଶଳ ବାହାର କରାଯାଇଛି। ଏହାକୁ ବେନ୍‌-ଗୁରିୟନ୍‌ ବିଶ୍ୱବିଦ୍ୟାଳୟର ଗବେଷକ ତିଆରି କରିଛନ୍ତି। ଏହାର ଉପଯୋଗ କରି...

ନମ୍ବର ପ୍ଲେଟ୍‌ ଦାମ୍‌ ୭୦ କୋଟି

ଦୁବାଇ,୨୫।୪ : କାର୍‌ ନମ୍ବର ପ୍ଲେଟ୍‌ର ଦାମ୍‌ ୭୦ କୋଟି ଟଙ୍କା। ଏହା ବିଶ୍ୱର ତୃତୀୟ ସବୁଠୁ ମହଙ୍ଗା ନମ୍ବର ପ୍ଲେଟ୍‌ ବୋଲି କୁହାଯାଉଛି। ଏଏ୮...

Advertisement
Archives

Model This Week