ପୂର୍ବତନ ରାଷ୍ଟ୍ରପତିଙ୍କୁ ଭେଟିଲେ ତାଲିବାନ୍‌ ନେତା

କାବୁଲ,୧୯ା୮: ଆଫଗାନିସ୍ତାନର ପୂର୍ବତନ ରାଷ୍ଟ୍ରପତି ହମିଦ୍‌ କାର୍‌ଜାଇ ତାଲିବାନ୍‌ର ଜଣେ ବରିଷ୍ଠ ନେତାଙ୍କୁ ଭେଟିଛନ୍ତି। ଆମେରିକା ପକ୍ଷରୁ ଆତଙ୍କବାଦୀ ସଙ୍ଗଠନ ରୂପେ ଘୋଷଣା କରାଯାଇଥିବା ହକ୍କାନି ନେଟଓ୍ବର୍କ ମୁଖ୍ୟ ଅନସ୍‌ ହକ୍କାନିଙ୍କୁ କାର୍‌ଜାଇ ଓ ବରିଷ୍ଠ ନେତା ଅବ୍‌ଦୁଲ୍ଲା ଅବ୍‌ଦୁଲ୍ଲା ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ତାଲିବାନର ଶୀର୍ଷ ନେତା ମୁଲ୍ଲା ଅବ୍‌ଦୁଲ ଗନି ବରାଦରଙ୍କ ସହ ମୂଲଚାଲରେ ସହାୟକ ହେବ ବୋଲି କୁହାଯାଉଛି। ଅନସ୍‌ ହକ୍କାନି ହେଉଛନ୍ତି ତାଲିବାନ୍‌ର ବରିଷ୍ଠ ନେତା ସିରାଜୁଦ୍ଦିନ ହକ୍କାନିଙ୍କ ଭାଇ। ସିରାଜୁଦ୍ଦିନ ବାପା ଜଲାଲୁଦ୍ଦିନ ହକ୍କାନିଙ୍କ ମୃତ୍ୟୁ ପରେ ଏହି ନେଟ୍‌ଓ୍ବର୍କର ନୂଆ ନେତା ଭାବେ ଦାୟିତ୍ୱ ନେଇଥିଲେ। ପ୍ରକାଶ ଯେ, ୨୦୧୨ରେ ଆମେରିକା ହକ୍କାନି ନେଟ୍‌ଓ୍ବର୍କକୁ ଆତଙ୍କବାଦୀ ସଙ୍ଗଠନ ଘୋଷଣା କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜନମତ ସର୍ଭେରେ ବାଇଡେନ୍‌ ଆଗରେ

ଓ୍ବାଶିଂଟନ,୩ା୧୧: ଆମେରିକା ରାଷ୍ଟ୍ରପତି ନିର୍ବାଚନ ମଙ୍ଗଳବାର ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ପ୍ରଚାର ଜୋର୍‌ଦାର ହୋଇଛି। ରିପବ୍ଲିକାନ ପ୍ରାର୍ଥୀ ତଥା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ପ୍ରଚାର ଶେଷ...

ଆତଙ୍କବାଦୀ ଆକ୍ରମଣଠାରୁ ଅଧିକ ଭୟଙ୍କର କରୋନା ସଂକ୍ରମଣ: ଡବ୍ଲ୍ୟୁଏଚ୍‌ଓ

ଓ୍ବାଶିଂଟନ,୩୦।୪: ପୃଥିବୀରେ କରୋନା ସଂକ୍ରମଣ ନେଇ ଆତଙ୍କ ଦେଖାଦେଇଛି। ବର୍ତ୍ତମାନ ସୁଦ୍ଧା ପୃଥିବୀରେ ୩୨ ଲକ୍ଷ ୧୯ ହଜାର ୪୨୪ ଜଣ କରୋନା ଭୂତାଣୁ ଦ୍ୱାରା...

ଦେଶ ଛାଡିପାରିବେନି ମହିନ୍ଦା ରାଜପାକ୍‌ସେ

କଲମ୍ବୋ,୧୨।୫: ଶ୍ରୀଲଙ୍କାରେ ଦିନକୁ ଦିନ ସ୍ଥିତି ଭୟଙ୍କର ହେବାରେ ଲାଗିଛି। ଆନ୍ଦୋଳନ ନିଆଁରେ ଜଳୁଛି ପୂରା ଦେଶ। ସବୁଠି ଦେଖିବାକୁ ମିଳିଛି ହିଂସା। ରାଜନେତାମାନେ ଭୟରେ...

ମେଘାନ ପୁଣି ଗର୍ଭବତୀ

ଲଣ୍ଡନ,୧୫।୨: ବ୍ରିଟିଶ୍‌ ରାଜବଂଶରେ ଏବେ ଖୁସିର ସମୟ ଆସିଛି। ପ୍ରିନ୍ସ୍‌ ହ୍ୟାରି ଆଉ ଜଣେ ସନ୍ତାନର ପିତା ପାଲଟିବାକୁ ଯାଉଛନ୍ତି। ତାଙ୍କ ସ୍ତ୍ରୀ ମେଘାନ ମାର୍କେଲ...

୧୦ ଦିନରେ ନିର୍ମାଣ ହେଲା ୧୦୦୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲ

ବେଜିଂ,୩।୨: କରୋନା ଭୁତାଣୁ ସଂକ୍ରମଣ ଯୋଗୁ ଇତିମଧ୍ୟରେ ଚାଇନାରେ ୩୬୧ ଜଣଙ୍କ ମୃତ୍ୟୁ ଘଟିଛି। ସର୍ବାଧିକ ମୃତ୍ୟୁ ଘଟଣା କେନ୍ଦ୍ରୀୟ ଚାଇନାର ହୁବେଇ ପ୍ରଦେଶରେ ଘଟିଛି।...

ରହସ୍ୟରେ ରହିଯିବ କରୋନା ଉତ୍ପତ୍ତି, ଆମେରିକା ବି ପଛେଇଲା…

ଓ୍ବାଶିଂଟନ,୩୦।୧୦: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ରୁଷିଆ ଏବଂ ଚାଇନାରେ ସଂକ୍ରମଣ ବଢୁଥିବାରୁ ପୁଣି ଲକ୍‌ ଡାଉନ୍‌ ଘୋଷଣା କରାଯାଇଛି। କରୋନା ସଂକ୍ରମଣ...

ପୁଣି ୨ କ୍ଷେପଣାସ୍ତ୍ର ପରୀକ୍ଷା କଲେ ଏକଛତ୍ରବାଦୀ ଶାସକ …

ସିଓଲ, ୧୭।୧ : ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ୍‌ ଉନ୍‌ ପୁଣି ଥରେ ୨ଟି କ୍ଷେପଣାସ୍ତ୍ର ପରୀକ୍ଷା କରିଛନ୍ତି। ଏନେଇ ଦକ୍ଷିଣ କୋରିଆ...

ପାକିସ୍ତାନ ଧୂଳିଝଡ଼ ଭାରତ ମୁହାଁ: ଉତ୍ତର ଭାରତରେ ଆଲର୍ଟ ଜାରି

ଇସଲାମାବାଦ୍‌/ନୂଆଦିଲ୍ଲୀ,୧୨।୬: ପାକିସ୍ତାନ ଏବଂ ଆଫଗାନୀସ୍ତାନରୁ ଧୂଳିଝଡ଼ ଭାରତ ମୁହାଁ ହୋଇଛି। ଏହା ବୁଧବାର ଅପରାହ୍ନ ସୁଦ୍ଧା ଉତ୍ତରଭାରତରେ ପହଞ୍ଚିବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ...

Advertisement
Archives

Model This Week