ବିଶ୍ୱର ପ୍ରଭାବଶାଳୀ ବ୍ୟକ୍ତିଙ୍କ ତାଲିକାରେ ତାଲିବାନ୍‌ ପ୍ରତିଷ୍ଠାତା

କାବୁଲ,୧୫।୯: ତାଲିବାନ୍‌ ଉପ ପ୍ରତିଷ୍ଠାତା ତଥା ବର୍ତ୍ତମାନ ଆଫଗାନିସ୍ତାନର ଉପ ପ୍ରଧାନମନ୍ତ୍ରୀ ମୁଲା ଅବଦୁଲ ଘନି ବରାଦରଙ୍କୁ ଚଳିତ ବର୍ଷର ବିଶ୍ୱର ୧୦୦ ପ୍ରଭାବଶାଳୀ ବ୍ୟକ୍ତିବିଶେଷଙ୍କ ତାଲିକାରେ ସ୍ଥାନ ଦେଇଛି ଟାଇମ ମାଗାଜିନ୍‌। ଏହି ତାଲିବାନ୍‌ ନେତାଙ୍କୁ ପରୋପକାରୀ ସାମରିକ ନେତା ଓ ଜଣେ ଧାର୍ମିକ ବ୍ୟକ୍ତି ବୋଲି ମାଗାଜିନ୍‌ରେ ଦର୍ଶାଯାଇଛି।

ବୁଧବାର ଚଳିତ ୨୦୨୧ ବର୍ଷର ବିଶ୍ୱର ୧୦୦ ପ୍ରଭାବଶାଳୀ ନେତାଙ୍କ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ, ଉପ ରାଷ୍ଟ୍ରପତି କମଳା ହାରିସ, ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ, ସସେକ୍ସ ଯୁବରାଜ ହ୍ୟାରି ଓ ମେଘାନ ଏବଂ ପୂର୍ବତନ ଆମେରିକୀୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଭଳି ଅନ୍ତର୍ଜାତୀୟ ନେତା ରହିଛନ୍ତି। ତେବେ ଜୋ ବାଇଡେନ ଓ ସି ଜିନପିଙ୍ଗଙ୍କ ଭଳି ନେତାଙ୍କ କ୍ୟାଟେଗୋରିରେ ବରାଦରଙ୍କୁ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

NASAର ବଡ଼ ଘୋଷଣା: ଚନ୍ଦ୍ରରେ ନିର୍ମାଣ କରିବ ଘାଟି

ଓ୍ବାଶିଂଟନ୍‌,୨୭।୫: ଆମେରିକାର ମହାକାଶ ସଂସ୍ଥା ନାସା, ଚନ୍ଦ୍ରରେ ଏକ ଘାଟି ନିର୍ମାଣ କରିବ ବୋଲି ଘୋଷଣା କରିଛି। ନାସା ପ୍ରଶାସକ ଜାରେଡ ଆଇଜାକମ୍ୟାନ କହିଛନ୍ତି ଯେ, ଏହି…

୩ ବ୍ୟାଙ୍କ ଅଫିସରଙ୍କୁ ଗିରଫ କଲା ଇଓଡବ୍ଲ୍ୟୁ

ଭୁବନେଶ୍ୱର,୨୭।୫(ତ୍ରିନାଥ ମହାନ୍ତି): ଜାଲ ଦସ୍ତାବିଜ୍‌ ଦେଇ ଏସ୍‌ବିଆଇର ୪ଟି ଶାଖାରୁ ବ୍ୟକ୍ତିଗଣ ଋଣ ନାମରେ ୬କୋଟି ୮୮ଲକ୍ଷ ୨୯ ହଜାର ଟଙ୍କା ଠକେଇ ମାମଲାରେ କ୍ରାଇମ୍‌ବ୍ରାଞ୍ଚର ଅର୍ଥନୈତିକ…

IPL ଇତିହାସରେ ପ୍ରଥମଥର ପାଇଁ ଘଟିଲା ଏମିତି: ସବୁ ଦଳର ଖେଳାଳି…

ନୂଆଦିଲ୍ଲୀ,୨୭।୫: IPL 2026 ଲିଗ ମାର୍ଚ୍ଚ ୨୮ରେ ଆରମ୍ଭ ହୋଇଥିଲା। ଏହି ଟୁର୍ନାମେଣ୍ଟ ଏବେ ଏହାର ଦ୍ୱିତୀୟ ମାସ ସମାପ୍ତ ହେବାକୁ ଯାଉଛି। ଏହି ସିଜିନ ଏକ…

ତୈଳଦର ଅହେତୁକ ବୃଦ୍ଧି ନେଇ ବିଜୁ ଯୁବ ଛାତ୍ର ଜନତା ଦଳର ପ୍ରତିବାଦ

ପାଟଣାଗଡ଼,୨୭ା୫(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ବିଜେଡି ଦଳ ପକ୍ଷରୁ ପେଟ୍ରୋଲ, ଡିଜେଲ ଓ ଅତ୍ୟାବଶ୍ୟକ ସାମଗ୍ରୀର ଅହେତୁକ ଦରବୃଦ୍ଧି କୁନେଇ ବୁଧବାର ସ୍ଥାନୀୟ ବିଜୁ ଯୁବ…

ରେଲେଓ଼୍ବ ଷ୍ଟେଶନରେ ମହଙ୍ଗା ହେଲା ଖାଦ୍ୟ; ଜାଣନ୍ତୁ କେଉଁ ଖାଦ୍ୟ କେତେ ବଢିଲା…

ନୂଆଦିଲ୍ଲୀ,୨୭।୫: ରେଳ ଷ୍ଟେସନରେ ମହଙ୍ଗା ହେଲା ଖାଦ୍ୟ; ନୂତନ ଦର ଜୁନ ୧ ରୁ ଲାଗୁ ହେବା ନେଇ ବଡ଼ ଘୋଷଣା। ଏହି ନୂତନ ସଂଶୋଧନ ପରେ,…

ସ୍କୁଟିରେ ଚାଲାଣ ହେଉଥିଲା ବ୍ରାଉନସୁଗାର, ମାଡ଼ି ବସିଲା ପୋଲିସ

ଧାମନଗର,୨୭ା୫(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଦିନକୁ ଦିନ ବ୍ରାଉନସୁଗାର ବା ନିଶା କାରବାର ବୃଦ୍ଧି ପାଉଥିବା ବେଳେ ଏହା ଉପରେ ଲଗାମ ଲଗାଇବାକୁ ପୋଲିସକୁ…

୮୦% ଭିନ୍ନକ୍ଷମ ସୁନୀଲଙ୍କୁ ମିଳୁନି ଭତ୍ତା: ପଚାରିବାରୁ ସରପଞ୍ଚଙ୍କ ଦେଲେ ଏଭଳି ମନ୍ତବ୍ୟ, କହିଲେ ମୋ ନିଜ ଭାଉଜଙ୍କର ମଧ୍ୟ…

ଥୁଆମୂଳ ରାମପୁର, ୨୭ା୫ (ଦୁର୍ଗା କୀର୍ତ୍ତି): ସରକାର ଗରିବ, ଅସହାୟ ଓ ଭିନ୍ନକ୍ଷମମାନଙ୍କ ସାମାଜିକ ସୁରକ୍ଷା ପାଇଁ କୋଟି କୋଟି ଟଙ୍କାର ଯୋଜନା ପ୍ରଣୟନ କରୁଥିବା ବେଳେ,…

ବାଇଜୁ ମାଲିକଙ୍କୁ ବଡ଼ ଝଟ୍‌କା: ୬ ମାସ ଜେଲ୍‌, ଏହାସହ…

ନୂଆଦିଲ୍ଲୀ,୨୭।୫: ଭାରତର ସବୁଠାରୁ ହାଇ-ପ୍ରୋଫାଇଲ ଷ୍ଟାର୍ଟଅପ ମଧ୍ୟରେ ଗଣିତ ଏଡଟେକ କମ୍ପାନୀ ବାଇଜୁର ପ୍ରତିଷ୍ଠାତା ବାଇଜୁ ରବିନ୍ଦ୍ରନ ଫସିଯାଇଛନ୍ତି। ସିଙ୍ଗାପୁରର ଏକ କୋର୍ଟରେ ରବିନ୍ଦ୍ରନଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri