Posted inଜାତୀୟ

ଭାରତ ସରକାରଙ୍କୁ ତାଲିବାନ୍‌ର ଚିଠି…

ନୂଆଦିଲ୍ଲୀ/କାବୁଲ,୨୯।୯: ଆଫଗାନିସ୍ତାନରେ କ୍ଷମତା ଦଖଲ ପରେ ତାଲିବାନ୍‌ ପ୍ରଥମ ଥର ପାଇଁ ଭାରତ ସରକାରଙ୍କ ସହିତ ଆଲୋଚନା ପାଇଁ ପ୍ରୟାସ କରିଛି। ତାଲିବାନ୍‌ ଭାରତ ସରକାରଙ୍କ ସହିତ ଔପଚାରିକ ଭାବେ କଥାବାର୍ତ୍ତା ଆରମ୍ଭ ପାଇଁ ଚିଠି ଲେଖିଛି। ଦୁଇ ଦେଶ ମଧ୍ୟରେ ବିମାନ ସେବା ପୁଣି ଆରମ୍ଭ କରିବାକୁ ଚିଠିରେ ଅନୁରୋଧ କରାଯାଇଛି।

ଆଫଗାନିସ୍ତାନ ବେସାମରିକ ବିମାନ ଚଳାଚଳ କର୍ତ୍ତୃପକ୍ଷ ଏନେଇ ଅପିଲ୍‌ କରିଥିବା ଚିଠିରେ ଉଲ୍ଲେଖ କରାଯାଇଛି। ଭାରତୀୟ ବିମାନ ଚଳାଚଳ ମହାନିର୍ଦ୍ଦେଶକ ଅରୁଣ କୁମାରଙ୍କୁ ଏହି ଚିଠି ଆଫଗାନିସ୍ତାନର ତାଲିବାନ୍‌ ସରକାରଙ୍କ କାର୍ଯ୍ୟକାରୀ ବିମାନ ଚଳାଚଳ ମନ୍ତ୍ରୀ ଅଲହାଜ୍‌ ହମିଦୁଲ୍ଲା ଅଖୁନ୍ଦଜାଦା ଲେଖିଛନ୍ତି। କାବୁଲ ବିମାନ ବନ୍ଦର ପୁଣି କାର୍ଯ୍ୟକ୍ଷମ ହୋଇଥିବା ଚିଠିରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁମ୍ବାଇର ‘ସବୁଠୁ ଧନୀ ଗଣେଶ’; ୬୬ କେଜି ସୁନାରେ ସଜ୍ଜିତ ଗଣପତି; ୭୦୩ କୋଟିରୁ ଅଧିକ ଟଙ୍କାର ବୀମା

ମୁମ୍ବାଇ,୧୪।୯: ମୁମ୍ବାଇର ଗଣେଶୋତ୍ସବ କଥା ଉଠିଲେ ଲାଲବାଗଚା ରାଜାଙ୍କ ନାଁ ନିଶ୍ଚିତ ଭାବେ ଆସେ। ତେବେ ମାୟାନଗରୀରେ ଆଉ ଜଣେ ଗଣପତି ଅଛନ୍ତି, ଯାହାଙ୍କ ଦରବାରରେ ଭକ୍ତି…

ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା: ୧୭ ଯାଏ ଲାଗିରହିବ…

ଭୁବନେଶ୍ୱର,୧୪ା୯ (ସୌମ୍ୟରଞ୍ଜନ ରାଉତ):ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓଡ଼ିଶା ଅତିକ୍ରମ କରି ରବିବାର ସନ୍ଧ୍ୟାସୁଦ୍ଧା ଦକ୍ଷିଣ ଛତିଶଗଡ଼ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିବା ସହ ପଶ୍ଚିମ-ଉତ୍ତର…

ଗଣେଶ ଚତୁର୍ଥୀର ଶୁଭ ସଂଯୋଗ, ଗ୍ରହ ଚଳନରେ ଏହି ରାଶିଙ୍କ ଖୋଲିବ ଭାଗ୍ୟ!

ଆଜି ପବିତ୍ର ଗଣେଶ ଚତୁର୍ଥୀ । ଦିନସାରା ଚନ୍ଦ୍ର ତୁଳା ରାଶିରେ ଅବସ୍ଥାନ କରିବେ; ଯଦିଓ ନକ୍ଷତ୍ର ଚିତ୍ରାରୁ ସ୍ୱାତୀକୁ ପରିବର୍ତ୍ତନ ହେବ, ତଥାପି ରାଶିର କୌଣସି…

ବିରୂପା ନଦୀକୁ ଡେଇଁଲେ ଦମ୍ପତ୍ତି, ସ୍ତ୍ରୀ ଉଦ୍ଧାର, ସ୍ବାମୀ ଏବେ ବି…

ବରୀ,୧୪।୯(ମହେନ୍ଦ୍ର ସ୍ବାଇଁ/ଶୁଭାଶିଷ ରାଉତ ): ବିରୂପା ନଦୀର ବାଲିକୁଦା ସେତୁ ଉପରୁ ଜଣେ ଦମ୍ପତ୍ତି ଡେଇଁ ପଡିଛନ୍ତି। ସ୍ଥାନୀୟ ଲୋକମାନେ ଉଭୟଙ୍କୁ ଉଦ୍ଧାର କରିବା ପାଇଁ ଚେଷ୍ଟା…

ପଛଘୁଞ୍ଚା ଦେଉଛି ଚାଇନା! LAC ନିକଟରେ ସୈନ୍ୟ ମୁତୟନ ହ୍ରାସ କଲା ଚାଇନା

ନୂଆଦିଲ୍ଲୀ,୧୪।୯: ୨୦୨୬ ବ୍ରିକ୍ସ (BRICS) ସମ୍ମିଳନୀ ଶେଷ ହେବା ପରେ, ‘ଲାଇନ ଅଫ ଆକ୍ଚୁଆଲ କଣ୍ଟ୍ରୋଲ’ (LAC) ନିକଟରେ ଭାରତ ଏବଂ ଚାଇନା ମଧ୍ୟରେ ଦୀର୍ଘ ଦିନ…

ଘରେ ଶୋଇଥିଲେ ବ୍ୟବସାୟୀ: ହଠାତ୍‌ ଲାଗିଲା ନିଆଁ, ଆଉ ତା’ପରେ…

ରାଉରକେଲା,୧୪।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ ଥାନା ଅନ୍ତର୍ଗତ ମଧୁସୂଦନ ପଲ୍ଲୀରେ ରବିବାର ବିଳମ୍ବିତ ରାତିରେ ଘରେ ଶୋଇଥିବା ବେଳେ ନିଆଁରେ ପୋଡ଼ି ଜଣେ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।…

ଦାୟିତ୍ୱରୁ ଦୂରେଇ ଯାଉଛି ପୋଲିସର ମାନବାଧିକାର ସୁରକ୍ଷା ସେଲ୍‌

କଟକ ସଦର, ୧୪/୯ (ସୁଶାନ୍ତ କୁମାର ଜେନା): ବିଭିନ୍ନ ଫୌଜଦାରୀ ମାମଲାର ରାୟକୁ ସୁପ୍ରିମକୋର୍ଟ ଓ ହାଇକୋର୍ଟ ସମୟକୁ ସମୟ ସମୀକ୍ଷା କରି ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ…

ଆସନ୍ତାକାଲି ନୂଆଖାଇ: ପୂଜା ପାଇଁ ଘର ଘର ବୁଲି ଚାଉଳ ସଂଗ୍ରହ

କେସିଙ୍ଗା, ୧୪।୯ (ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇକୁ ନେଇ ସବୁଠି ଉତ୍ସାହ ଓ ଆନନ୍ଦର ପରିବେଶ। ଆସନ୍ତାକାଲି ନୂଆଖାଇ ପାଳନ ହେବାକୁ ଥିବାବେଳେ ଗରିବଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?