Advertisement

ଇସ୍‌ଲାମିକ୍‌ ଆଇନ କାର୍ଯ୍ୟ କରିବାକୁ ତାଲିବାନ୍‌ ସରକାରଙ୍କ ନିର୍ଦ୍ଦେଶ

କାବୁଲ,୧୫ା୧୧: ତାଲିବାନ୍‌ର ପ୍ରଥମ ପାଳି ଶାସନ ବେଳେ ଆଫାଗାନିସ୍ତାନବାସୀ ଅଣନିଃଶ୍ୱାସୀ ହୋଇପଡିଥିଲେ। ତାଲିବାନ୍‌ର ଦ୍ୱିତୀୟ ଶାସନ ପାଳିରେ ମଧ୍ୟ ଫେରୁଛି ବର୍ବରତା। ୨୦୨୧ ଅଗଷ୍ଟ ୧୫ରେ କାବୁଲ ଦଖଲ ପରେ ଅନ୍ତର୍ଜାତୀୟ ସ୍ବୀକୃତି ଆଶାରେ ତାଲିବାନ୍‌ ଶାସକ ପୂର୍ବାପେକ୍ଷା ନରମ ଆଭିମୁଖ୍ୟ ଦେଖାଇଥିଲେ। ହେଲେ ତାଲିବାନ୍‌ର ମୁଖ୍ୟ ମୁଖପାତ୍ର ଜାବିହୁଲ୍ଲା ମୁଜାହିଦ ସରକାରଙ୍କ ପରିବର୍ତ୍ତିତ ଆଭିମୁଖ୍ୟ ସମ୍ପର୍କରେ ଟୁଇଟ୍‌ କରିଛନ୍ତି। ଏଥିରେ ସେ କହିଛନ୍ତି, ଇସ୍‌ଲାମୀୟ ଆଇନକୁ ସମ୍ପୂର୍ଣ୍ଣ ଭାବେ କାର୍ଯ୍ୟକାରୀ କରିବା ପାଇଁ ବିଚାରପତିମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏପରିକି ଚୋର, ଅପହରଣକାରୀ ଓ ଦେଶଦ୍ରୋହୀଙ୍କ ଫାଇଲ ଯାଞ୍ଚ କରିବାକୁ ବିଚାରପତିଙ୍କୁ କୁହାଯାଇଛି। ଏଥିଯୋଗୁ ଆଗାମୀ ଦିନରେ ସର୍ବସାଧାରଣରେ ମୃତ୍ୟୁଦଣ୍ଡ ଦେବା, ଅଙ୍ଗ ଛେଦନ, ଟେକାମାଡ଼ କରି ହତ୍ୟା ଭଳି ଦୃଶ୍ୟ ଦେଖିବାକୁ ମିଳିପାରେ।


Enter your email to get our daily news in your inbox.

All Right Reserved By Dharitri.Com

ରାଷ୍ଟ୍ରପତିଙ୍କ ପଳାୟନ ପରେ ପୁଣି ବିଗିଡ଼ିଲା ଶ୍ରୀଲଙ୍କା ପରିସ୍ଥିତି: ସଂସଦରେ ବିକ୍ଷୋଭକାରୀଙ୍କ ପ୍ରଦର୍ଶନ

କଲମ୍ବୋ,୧୩।୭: ଶ୍ରୀଲଙ୍କାରେ ଆର୍ଥିକ-ରାଜନୈତିକ ସଙ୍କଟ ପରିସ୍ଥିତି ଗଭୀର ହେବାରେ ଲାଗିଛି। ଇତିମଧ୍ୟରେ ରାଷ୍ଟ୍ରପତି ଗୋଟାବାୟା ରାଜପକ୍ସେ ନିଜ ପଦରୁ ଇସ୍ତଫା ଦେବା ପରେ ମଙ୍ଗଳବାର ସପରିବାର...

ସୁରକ୍ଷା ପରିଷଦରେ ଭାରତର ସ୍ଥାୟୀ ସଦସ୍ୟତାକୁ ଫ୍ରାନ୍ସର ସମର୍ଥନ…

ଜେନେଭା,୧୯।୧୧ : ବ୍ରିଟେନ ପରେ ଫ୍ରାନ୍ସ ମିଳିତ ଜାତିସଂଘ ସୁରକ୍ଷା ପରିଷଦରେ ଭାରତର ସ୍ଥାୟୀ ସଦସ୍ୟତା ପ୍ରସଙ୍ଗ ମଧ୍ୟ ଉଠାଇଛି। ମିଳିତ ଜାତିସଂଘରେ ଫ୍ରାନ୍ସର ଡେପୁଟି...

ଚାଇନାରେ ଇମ୍ରାନ ଉଠାଇଲେ କଶ୍ମୀର ପ୍ରସଙ୍ଗ

ବେଜିଂ,୮ା୨: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଚାଇନା ଗସ୍ତକରି ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗଙ୍କୁ ଭେଟିଛନ୍ତି। ଏହି ଅବସରରେ ଇମ୍ରାନ କଶ୍ମୀର ପ୍ରସଙ୍ଗ ଉଠାଇଛନ୍ତି। ଏ ନେଇ...

ଜାମାଇକାର ଟୋନି-ଅନ୍‌ ସିଂ ମିସ୍‌ ଓ୍ବାଲର୍‌ଡ

ଲଣ୍ଡନ,୧୫ା୧୨ : ଜାମାଇକାର ଟୋନି-ଅନ୍‌ ସିଂ(୨୩) ଶନିବାର ୨୦୧୯ର ମିସ୍‌ ଓ୍ବାଲର୍‌ଡ ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ଲଣ୍ଡନରେ ଅନୁଷ୍ଠିତ ଏକ ବର୍ଣ୍ଣାଢ୍ୟ ସମାବେଶରେ ବିଶ୍ୱର...

ବିକ୍ରମ ଲ୍ୟାଣ୍ଡିଂ ସାଇଟ୍‌ର ଫଟୋ ପଠାଇବ ନାସା

ନୂଆଦିଲ୍ଲୀ/ନ୍ୟୁୟର୍କ,୧୩-୯ :ଚନ୍ଦ୍ରୟାନ-୨କୁ ନେଇ ଇସ୍ରୋ ପକ୍ଷରୁ ଅହରହ ପ୍ରୟାସ ଜାରି ରହିଥିବାବେଳେ ଯୋଗଯୋଗ ଲାଗି ପ୍ରସ୍ତୁତି ଚାଲିଛି। ସମୟ ସରିଆସୁଥିବାବେଳେ ନାସା ଏଥିଲାଗି ସହଯୋଗର ହାତ...

୧୪୦ ଦିନ ପରେ ଭାରତ ପାଇଁ ଏୟାରସ୍ପେସ୍‌ ଖୋଲିଲା ପାକିସ୍ତାନ

ନୂଆଦିଲ୍ଲୀ/ଇସଲାମାବାଦ୍‌,୧୬।୭: ବାଲାକୋଟ୍‌ ଏୟାର ଷ୍ଟ୍ରାଇକ୍‌ ପରେ ପାକିସ୍ତାନ ଭାରତ ପାଇଁ ଏହାର ଏୟାରସ୍ପେସ୍‌କୁ ବନ୍ଦ ରଖିଥିଲା। ତେବେ ୧୪୦ ଦିନ ପରେ ମଙ୍ଗଳବାର ଏହାକୁ ଖୋଲିଦିଆଯାଇଛି।...

ଇସ୍ତଫା ଦେଲେ ଶ୍ରୀଲଙ୍କା କେନ୍ଦ୍ରୀୟ ବ୍ୟାଙ୍କ ଗଭର୍ନର

କଲମ୍ବୋ,୪।୪: ଶ୍ରୀଲଙ୍କା ଗୁରୁତର ଆର୍ଥିକ ସଙ୍କଟର ସମ୍ମୁଖୀନ ହୋଇଥିବା ବେଳେ ଏହାର କେନ୍ଦ୍ରୀୟ ବ୍ୟାଙ୍କ ମୁଦ୍ରାନୀତି ସମ୍ପର୍କିତ ନିଷ୍ପତ୍ତି ନେବାର ଦିନକ ପୂର୍ବରୁ ଗଭର୍ନର ଅଜିଥ...

ନିଜକୁ ଦେବାଳିଆ ଘୋଷଣା କଲା ଶ୍ରୀଲଙ୍କା

କଲମ୍ବୋ,୧୨।୪: ଶ୍ରୀଲଙ୍କାରେ ଆର୍ଥିକ ସଙ୍କଟ ବେଳକୁ ବେଳ ଖରାପ୍‌ ହେବାରେ ଲାଗିଛି। ବର୍ତ୍ତମାନ ସଙ୍କଟରେ ଫସିରହିଥିବା ଶ୍ରୀଲଙ୍କା ମଙ୍ଗଳବାର ନିଜକୁ ଦେବାଳିଆ ଘୋଷଣା କରିଛି। ଅନ୍ୟ...

Advertisement
Archives

Model This Week