ଟଙ୍କା ଉଠାଣ ଉପରେ କଟକଣା ଲଗାଇଲା ତାଲିବାନ୍‌

କାବୁଲ, ୨୯ା୮: ଆଫଗାନିସ୍ତାନରେ ବ୍ୟାଙ୍କରୁ ଟଙ୍କା ଉଠାଣ ଉପରେ କଟକଣା ଲଗାଇଛି ତାଲିବାନ୍‌। ଲୋକେ ସପ୍ତାହକୁ ଅତିବେଶୀରେ ୨ ଶହ ଡଲାର (ପ୍ରାୟ ୧୪ ହଜାର ୭ଶହ ଟଙ୍କା) ଉଠାଇପାରିବେ । ଏନେଇ ଆଫଗାନିସ୍ତାନ ସେଣ୍ଟ୍ରାଲ ବ୍ୟାଙ୍କ ଦେ ଆଫଗାନିସ୍ତାନ ବ୍ୟାଙ୍କ(ଡିଏବି) ସମସ୍ତ ଘରୋଇ ଏବଂ ଅନ୍ତର୍ଜାତୀୟ ବ୍ୟାଙ୍କଗୁଡ଼ିକୁ ନିର୍ଦ୍ଦେଶ ଜାରି କରିଛି। ଦେଶରେ ଆର୍ଥିକ ସମସ୍ୟା ଦେଖାଯାଇଥିବାରୁ ଅସ୍ଥାୟୀ ଭାବେ ଏପରି କଟକଣା ଲାଗୁ କରାଯାଇଛି ବୋଲି ଡିଏବି ପକ୍ଷରୁ କୁହାଯାଇଛି। କାବୁଲରେ ତାଲିବାନ୍‌ ପ୍ରବେଶ ପରେ ସେଠାରେ ବ୍ୟାଙ୍କିଙ୍ଗ ସେବା ବାଧାପ୍ରାପ୍ତ ହେବାରୁ ଲୋକଙ୍କ ସମସ୍ୟା ଆହୁରି ବଢ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଝାରସୁଗୁଡ଼ାରେ ଅଘୋଷିତ ବିଦ୍ୟୁତ୍‌ କାଟ୍‌, ତେଜିଲା ଅସନ୍ତୁଷ୍ଟ

ଝାରସୁଗୁଡ଼ା, ୮ା୬(ଆଶିଷ ରଞ୍ଜନ ଦାଶ)- ଝାରସୁଗୁଡ଼ା ଜିଲାରେ ପ୍ରବଳ ଗ୍ରୀଷ୍ମପ୍ରବାହ ଓ ଅସହ୍ୟ ଗୁଳୁଗୁଳି ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଏଭଳି ସ୍ଥିତିରେ ଅଘୋଷିତ ବିଦ୍ୟୁତ୍‌ କାଟ୍‌…

ଦିଗପହଣ୍ଡି ଦୁର୍ଘଟଣା: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ସହାୟତା

ଦିଗପହଣ୍ଡି,୮ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଘଟିଥିବା ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଦୁଇ ଜଣଙ୍କ ପରିବାର ପାଇଁ ରାଜ୍ୟ ସରକାର ସହାୟତା ଘୋଷଣା…

ଗ୍ରାହକଙ୍କୁ ବଡ଼ ଝଟ୍‌କା! ଆହୁରି ମହଙ୍ଗା ହେବ ଏଲ୍‌ପିଜି ଗ୍ୟାସ୍ ସିଲିଣ୍ଡର, କେନ୍ଦ୍ର ସରକାର ସ୍ପଷ୍ଟ କରି କହିଲେ…..

ନୂଆଦିଲ୍ଲୀ,୮।୬: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଯୋଗୁଁ ଭାରତରେ ଲୋକମାନେ ମଧ୍ୟ ମୂଲ୍ୟ ବୃଦ୍ଧିର ଶିକାର ହେଉଛନ୍ତି । ଗତ କିଛି ଦିନ ମଧ୍ୟରେ…

ଭାରତ ପାଇଁ ଖେଳିବା ପୂର୍ବରୁ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଚେତାବନୀ: ଆଗକୁ…

ନୂଆଦିଲ୍ଲୀ,୮।୬: ମାତ୍ର ୧୫ ବର୍ଷ ବୟସରେ ବିଶ୍ୱର ସବୁଠାରୁ ଚର୍ଚ୍ଚିତ କ୍ରିକେଟର ପାଲଟିଛନ୍ତି ବୈଭବ ସୂର୍ଯ୍ୟବଂଶୀ। IPLରେ ଚହଳ ସୃଷ୍ଟି କରିବା ଠାରୁ ଆରମ୍ଭ କରି ଟିମ…

ଭିଜିଲାନ୍ସ ହାବୁଡ଼ରେ ପଡିଗଲେ ମନରେଗା ସହାୟିକା, ବିଲ୍‌ କରାଇ ଦେବା କହି ନେଉଥିଲେ ଏତେ ଟଙ୍କା ଲାଞ୍ଚ

ଭବାନୀପାଟଣା,୮।୬(ଉତ୍ତମ କୁମାର ଦାଶ): ଭିଜିଲାନ୍ସ ଜାଲରେ କଳାହାଣ୍ଡି ଜଳବିଭାଜିକା ବିଭାଗର କର୍ମଚାରୀ ତଥା ମନରେଗା ସହାୟିକା ପ୍ରିୟଙ୍କା ଜେନା। ଫାର୍ମ ପଣ୍ଡ କାମରେ ବିଲ୍‌ କରାଇ ଦେବା…

କଳାଅନ୍ଧାର କରି ମାଡ଼ି ଆସିଲା କାଳବୈଶାଖୀ: ଘଡ଼ଘଡ଼ି ସହ ପ୍ରବଳ ବର୍ଷା

ଭୁବନେଶ୍ୱର, ୮।୬: ରାଜ୍ୟର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀର ପ୍ରଭାବ ଜାରି ରହିଥିବା ବେଳେ ସୋମବାର ଅପରାହ୍ନରେ ପୁଣିଥରେ ଟ୍ୱିନ୍ ସିଟି କଟକ ଓ ଭୁବନେଶ୍ୱରକୁ କାଳବୈଶାଖୀ ମାଡ଼ି…

ଗୋଇସରରେ ଜଳକଷ୍ଟ:ପାଣି ପାଇଁ ଧାରଣା ଦେଲେ ମହିଳା

ବରଗଡ଼,୮।୬(ପ୍ରେମାନନ୍ଦ ଖମାରୀ): ତାତି ଥମିବାର ନାଁ ନେଉ ନାହିଁ। ଘରେ ହେଉ ଅବା ବାହାରେ ଯେଉଁଠି ରହିଲେ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏଭଳି ସ୍ଥଳେ…

ହାତୀ ଛୁଆର ମିଳିଲା କଙ୍କାଳ: ତାରସିଂ ରେଞ୍ଜରେ ୩ ମାସରେ ୩ ହାତୀ ମୃତ୍ୟୁ

ଭଞ୍ଜନଗର,୮।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ତାରସିଂ ରେଞ୍ଜ ଗାୟଗଣ୍ଡା ନିକଟସ୍ଥ ପାଇଛାଲିଆ ଘଞ୍ଚ ଜଙ୍ଗଲ ଭିତରୁ ସୋମବାର ଏକ ହାତୀ ଛୁଆର କଙ୍କାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri