Taliban Restrictions in Afghanistan: ଆଫଗାନିସ୍ତାନରେ ଗୀତ ଶୁଣିବାରୁ ୧୦ ଗିରଫ…

କାବୁଲ,୮।୨ : ତାଲିବାନ ଆଫଗାନିସ୍ତାନରେ ଶାସନ କରିବା ପରେ ସାଧାରଣ ଲୋକଙ୍କ ଉପରେ ପ୍ରତିବନ୍ଧକ ଲଗାଇବା ଜାରି ରଖିଛି। ତାଲିବାନ ଅନେକ ପ୍ରତିବନ୍ଧକ ଲଗାଇଛି ଏବଂ ନିକଟରେ ଗୀତ ଶୁଣିବା ପାଇଁ ଲୋକଙ୍କୁ ଗିରଫ କରାଯାଉଛି।

ଆଫଗାନିସ୍ତାନର ୟେଙ୍ଗୀ କାଲା ଜିଲାରେ ଗୀତ ଶୁଣିବା ଏବଂ ବାଦ୍ୟଯନ୍ତ୍ର ବଜାଇବା ଅଭିଯୋଗରେ ୧୦ ଜଣଙ୍କୁ ଗିରଫ କରାଯାଇଛି ବୋଲି ତାଖର ପ୍ରଦେଶର ସୂତ୍ରରୁ ପ୍ରକାଶ। ତାଲିବାନ ଗତ ଦୁଇ ବର୍ଷ ଧରି ଆଫଗାନିସ୍ତାନର ଲୋକଙ୍କ ଉପରେ ପ୍ରତିବନ୍ଧକ ଲଗାଇ ଚାଲିଛି।

ଲୋକମାନେ କହିଛନ୍ତି ସେମାନେ ଏବେ ନିଜ ଘରେ ମଧ୍ୟ ସୁରକ୍ଷିତ ନୁହନ୍ତି। ତାଲିବାନ ସଦସ୍ୟମାନେ ୟେଙ୍ଗି କାଲା ଜିଲାର ସଫି ମଙ୍ଗଲ ଗ୍ରାମରେ ଚଢ଼ାଉ କରି ଗୀତ ଶୁଣୁଥିବା ଅଭିଯୋଗରେ ଗିରଫଦାରୀ କରାଯାଇଛି।

ସ୍ଥାନୀୟ ତାଲିବାନ ଅଧିକାରୀମାନେ ମଧ୍ୟ ଏହା ନିଶ୍ଚିତ କରିଛନ୍ତି। ସେ କହିଛନ୍ତି, ନାଚ, ଗୀତ ଶୁଣିବା ଏବଂ ବାଦ୍ୟଯନ୍ତ୍ର ବଜାଇବା ପାଇଁ ସେମାନଙ୍କୁ ଅଟକ ରଖାଯାଇଛି। ତାଲିବାନ ଆଫଗାନିସ୍ତାନର ଲୋକଙ୍କୁ ସଙ୍ଗୀତ ବଜାଇବା ଏବଂ ନାଚିବାକୁ ବାରଣ କରିଛି।

ତାଲିବାନ ଶାସନରେ କାହାକୁ ବାଦ୍ୟଯନ୍ତ୍ର ବଜାଇବା, ଗୀତ ଗାଇବା କିମ୍ବା ନାଚିବାକୁ ଅନୁମତି ଦିଆଯାଇ ନାହିଁ। ଏହି ନିୟମ ବିବାହ ସମାରୋହରେ ମଧ୍ୟ ପ୍ରଯୁଜ୍ୟ। ଯଦି ଏପରି କରାଯାଏ ତେବେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ତାଲିବାନ ମଧ୍ୟ ମହିଳାମାନଙ୍କୁ ସାରା ଦେଶରେ ବିୟୁଟି ପାର୍ଲର ଚଳାଇବାକୁ ବାରଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କେରଳରେ ଯୁବ ଚାଷୀଙ୍କ ମୃତ୍ୟୁ ଘଟଣା: ପ୍ରଶାସନ ପରେ ବଢୁଛି ସହାୟତାର ହାତ

ଲୋଇସିଂହା,୬।୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ସନଅଗାଁ(କ) ଗ୍ରାମର ଯୁବ ଚାଷୀ ବଳରାମ ପଧାନ ତାଙ୍କ ଖରିଫ ଧାନ ବିକ୍ରି ଟଙ୍କା କୌଣସିକାରଣବଶତଃ କେରଳରେ ଥିବା…

ଯାତ୍ରା ମାଲିକ ନାଣ୍ଡୁଙ୍କ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ସାଇଙ୍କ ମା’, କହିଲେ ମୋ ପୁଅକୁ…

ଭୁବନେଶ୍ୱର,୬।୨: ଅନନ୍ତ ନାରାୟଣ ଧଳ ଓରଫ ନାଣ୍ଡୁ ବାବୁଙ୍କ ପିଛା ଛାଡ଼ୁନାହିଁ ବିବାଦ। ପୁଣି ଥରେ ବିବାଦର ଅଡ଼ୁଆ ସୂତାରେ ଛନ୍ଦି ହୋଇଛନ୍ତି ତୁଳସୀ ଗଣନାଟ୍ୟର ମାଲିକ…

“ମହିଳାଙ୍କୁ ବାଧ୍ୟ କରାଯାଇପାରିବ ନାହିଁ”: ନାବାଳିକାଙ୍କୁ ୩୦ ସପ୍ତାହର ଗର୍ଭପାତ ପାଇଁ ଅନୁମତି ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୬।୨: ମହିଳାଙ୍କ ପ୍ରଜନନ ସ୍ଵାଧୀନତାକୁ ଗୁରୁତ୍ୱ ଦେଇ ମାନ୍ୟବର ସୁପ୍ରିମକୋର୍ଟ ଶୁକ୍ରବାର ଏକ ବଡ଼ ନିଷ୍ପତ୍ତି ଶୁଣାଇଛନ୍ତି। ଜଣେ ଯୁବତୀଙ୍କୁ ତାଙ୍କ ଇଚ୍ଛା ବିରୁଦ୍ଧରେ ମାତୃତ୍ୱ ଗ୍ରହଣ…

ପାକିସ୍ତାନର ଦୋମୁହାଁ ନୀତି: କ୍ରିକେଟରେ ରାଜନୀତି, ‘ଡଲାର’ ପାଇଁ ଭାରତୀୟ ବଂଶୋଦ୍ଭବଙ୍କୁ ଭବ୍ୟ ସ୍ୱାଗତ

ନୂଆଦିଲ୍ଲୀ,୬।୨: ପାକିସ୍ତାନର ଦୋମୁହାଁ ଚରିତ୍ର ଏବେ ସାରା ବିଶ୍ୱ ଆଗରେ ପୁଣିଥରେ ପ୍ରକଟ ହୋଇଛି। ଗୋଟିଏ ପଟେ ପାକିସ୍ତାନ ଭାରତ ବିରୋଧରେ କ୍ରିକେଟକୁ ଅସ୍ତ୍ର କରି ଟି-୨୦…

ଅବକାରୀ ଥାନାଠାରୁ ଅନତି ଦୂରରେ ଚାଲିଛି ଚୋରାମଦ କାରବାର, ପ୍ରତିବାଦରେ ମହିଳା…

ଧର୍ମଶାଳା,୬ା୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଜାରକା ଅଞ୍ଚଳର ଶତାଧିକ ମହିଳା ଚୋରା ମଦ ବିକ୍ରି ପ୍ରତିବାଦରେ ଧର୍ମଶାଳା ଅବକାରୀ ଥାନା ସମ୍ମୁଖରେ ଧାରଣା ଦେଇଛନ୍ତି। ଜାରକା…

ପ୍ରାକ ବଜେଟ ବୈଠକରେ ହେଲା ଜରୁରୀ ଆଲୋଚନା: ମଧ୍ୟବିତ୍ତଙ୍କ ପାଇଁ ଏଥର ଫୋକସ୍‌ରେ ରହିବ…

ଭୁବନେଶ୍ୱର,୬।୨: ଆସନ୍ତା ୨୦ ଫେବୃୟାରୀରେ ବିଧାନସଭାରେ ରାଜ୍ୟ ବଜେଟ ଉପସ୍ଥାପନ ହେବ। ଏହା ପୂର୍ବରୁ ଓଡ଼ିଶାବାସୀଙ୍କ ଠାରୁ ମଧ୍ୟ ରାୟ ଲୋଡିଛନ୍ତି ରାଜ୍ୟ ସରକାର। ମୁଖ୍ରମନ୍ତ୍ରୀ କହିଛନ୍ତି,…

RCB ମହିଳା ଟିମକୁ ଶୁଭେଚ୍ଛା ଜଣାଉ ଜଣାଉ ପୁରୁଷ ଟିମକୁ ଏମିତି କହିଲେ ବିଜୟ ମାଲ୍ୟା, ଯାହା ହେଉଛି ଭାଇରାଲ

ନୂଆଦିଲ୍ଲୀ,୬।୨: ମହିଳା ପ୍ରିମିୟର ଲିଗ ୨୦୨୬ର ଫାଇନାଲ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଦିଲ୍ଲୀ କ୍ୟାପିଟାଲ୍ସକୁ ପରାସ୍ତ କରି ଟାଇଟଲ ଜିତିଛି। ସ୍ମୃତି ମନ୍ଧାନାଙ୍କ ନେତୃତ୍ୱରେ RCB…

ଆମେରିକା ସହିତ ‘ସିକ୍ରେଟ୍‌ ଟାରିଫ୍‌ ଡିଲ୍‌’ କରିବାକୁ ଯାଉଛି ବାଂଲାଦେଶ, ଭାରତ ପାଇଁ ବଢିଲା ଟେନସନ୍‌

ନୂଆଦିଲ୍ଲୀ,୬।୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ଆମେରିକା ସହିତ ଏକ ଗୁପ୍ତ ଟାରିଫ୍‌ ଚୁକ୍ତି କରିବାକୁ ଯୋଜନା କରୁଛି। ଦେଶର ସଂସଦୀୟ ନିର୍ବାଚନର ମାତ୍ର ତିନି ଦିନ ପୂର୍ବରୁ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri