ଛାତ୍ରୀଙ୍କୁ ସ୍କୁଲ ଆସିବା ମନା

ଇସ୍ତାନବୁଲ୍‌, ୧୮।୯: ଆଫଗାନିସ୍ତାନରେ ଶନିବାରଠାରୁ ଷଷ୍ଠରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା ଆରମ୍ଭ ହେବାକୁ ଯାଉଥିବା ବେଳେ କେବଳ ଛାତ୍ର ଏବଂ ପୁରୁଷ ଶିକ୍ଷକମାନଙ୍କୁ ସ୍କୁଲ ଆସିବାକୁ ତାଲିବାନ ଶିକ୍ଷା ମନ୍ତ୍ରଣାଳୟ ନିର୍ଦ୍ଦେଶ ଦେଇଛି। ଛାତ୍ରୀ ଏବଂ ଶିକ୍ଷୟିତ୍ରୀମାନଙ୍କୁ ସ୍କୁଲ ଆସିବା ଲାଗି ଅନୁମତି ମିଳିନାହିଁ। ତାଲିବାନ୍‌ ଶାସନରେ ବାଳିକା ଓ ମହିଳାମାନଙ୍କ ଉପରେ କଟକଣା କଡ଼ାକଡ଼ି ହୋଇଛି। ପୂର୍ବରୁ ତାଲିବାନ ପ୍ରଥମରୁ ଷଷ୍ଠଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଙ୍କୁ ସ୍କୁଲ ଯିବା ଲାଗି ଅନୁମତି ଦେଇଥିଲା। ଗତ ମାସରେ ତାଲିବାନ ଆଫଗାନିସ୍ତାନ ଦଖଲ କରିବା ପରେ ମହିଳା ଓ ଯୁବତୀମାନଙ୍କ ସ୍କୁଲ୍‌ ଓ କାର୍ଯ୍ୟସ୍ଥଳକୁ ଯିବା ଉପରେ ନିଷିଦ୍ଧାଦେଶ ଜାରି କରିଥିଲା। କେତେକ ପ୍ରଦେଶରେ ସ୍ବାସ୍ଥ୍ୟସେବା ଓ ଶିକ୍ଷା କ୍ଷେତ୍ରକୁ ବାଦ୍‌ ଦେଲେ ଅନ୍ୟ କାର୍ଯ୍ୟ ଲାଗି ମହିଳାମାନଙ୍କୁ ଅନୁମତି ଦିଆଯାଉ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସୀମାରେ ଉତ୍ତେଜନା ହ୍ରାସ ପାଇଁ ଭାରତ-ଚାଇନା ମଧ୍ୟରେ ୫ ସୁତ୍ରୀ ସହମତି

ମସ୍କୋ,୧୧।୯: ପୂର୍ବ ଲଦାଖର ବାସ୍ତବ ନିୟନ୍ତ୍ରଣ ରେଖା(ଏଲଏସି)ରେ ଭାରତ-ଚାଇନା ମଧ୍ୟରେ ସୀମା ବିବାଦ ଲାଗି ରହିଥିବା ବେଳେ ଦୁଇଦେଶ ବୈଦେଶିକ ମନ୍ତ୍ରୀଙ୍କ ମଧ୍ୟରେ ସାକ୍ଷାତ ଆଲୋଚନା...

ଗୋଟିଏ ଦିନରେ ୮୬ ଦେଶରେ ୩୪୬୬ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଓ୍ବାଶିଂଟନ,୫।୫: ଗୋଟିଏ ଦିନରେ ପୃଥିବୀର ୮୬ ଦେଶରେ କରୋନା ସଂକ୍ରମଣ ଯୋଗୁ ୩୪୬୬ ଜଣଙ୍କ ମୃତ୍ୟୁ ଘଟିଛି। ୨୪ ଘଣ୍ଟାରେ ୧୩୬ ଦେଶରେ ୭୧ ହଜାର...

୨୦୨୨ ସୁଦ୍ଧା ପୃଥିବୀର ୭୦ ପ୍ରତିଶତ ଜନସଂଖ୍ୟାଙ୍କୁ ଦିଆଯିବ କରୋନା ଟିକା: ଡବ୍ଲ୍ୟୁଏଚ୍‌ଓ

ଜେନେଭା, ୬।୧୦: ଆଉ ୨ ବର୍ଷ ମଧ୍ୟରେ ଅର୍ଥାତ୍‌ ୨୦୨୨ ସୁଦ୍ଧା ପୃଥିବୀର ୭୦ ପ୍ରତିଶତ ଲୋକଙ୍କୁ କରୋନା ପ୍ରତିଷେଧକ ଟିକା ଦିଆଯିବ। ଏସମ୍ପର୍କରେ ବିଶ୍ୱ...

ବିସ୍କୁଟ ଖାଇଲେ ୪୦ ଲକ୍ଷ ଟଙ୍କା ଦରମା ଦେବ ଏହି କମ୍ପାନୀ: ଏମିତି କରିପାରିବେ ଆବେଦନ

ଚାକିରିରେ କେବଳ ବିସ୍କୁଟ ଖାଇଲେ ମିଳିବ ମୋଟା ଅଙ୍କର ଅର୍ଥ ରାଶି। ଲକ୍ଷେ କି ୨ ଲକ୍ଷ ନୁହେଁ ମିଳିବ ୪୦ ଲକ୍ଷ ଟଙ୍କା। ବିଶ୍ୱାସ...

ଭାରତ-ଚାଇନା ସୀମା ବିବାଦ: ଟ୍ରମ୍ପ୍‌ ସାଜିବେ କି ମଧ୍ୟସ୍ଥି !

ଓ୍ବାଶିଂଟନ, ୨୧।୬: ଭାରତ ଚାଇନା ମଧ୍ୟରେ ସୀମା ବିବାଦ ବଢ଼ିବାରେ ଲାଗିଛି। ଏପରିସ୍ଥଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଦୁଇ ଦେଶ ମଧ୍ୟରେ ମଧ୍ୟସ୍ଥି ସାଜିବା...

୨୩ରେ ଅଣଏନ୍‌ଡିଏ ଦଳ ବୈଠକ

ନୂଆଦିଲ୍ଲୀ,୧୭।୫:ଉପା ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଆସନ୍ତା ୨୩ରେ ଅଣଏନ୍‌ଡିଏ ଦଳଗୁଡ଼ିକର ନେତାଙ୍କୁ ନେଇ ଏକ ବୈଠକ କରିବେ। ଏଥିଲାଗି ଧର୍ମନିରପେକ୍ଷ ଦଳଗୁଡ଼ିକୁ ସେ ନିମନ୍ତ୍ରଣ କରଛନ୍ତି।...

ଚାଇନାରେ ଲଗାତାର ୨ ଥର ଭୂକମ୍ପ: ୧୧ ଜଣଙ୍କ ମୃତ୍ୟୁ

ବେଜିଂ, ୧୮।୬: ଚାଇନାର ସିଚୁଆନ୍‌ ପ୍ରଦେଶରେ ଲଗାତାର ୨ଥର ଭୂକମ୍ପ ଅନୁଭୁତ ହୋଇଛି। ଏଥିରେ ୧୧ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୧୨୨ଜଣ ଲୋକ ଆହତ ହୋଇଥିବା...

୫୯ ବର୍ଷ ଧରି ବିପଦ ଶଙ୍କୁଳ ଅବସ୍ଥାରେ ବ୍ରିଜ୍‌ ପାରି ହେଉଛନ୍ତି ଲୋକେ

ଇସଲାମାବାଦ୍‌, ୧।୬: ପାକିସ୍ତାନରେ ରହିଛି ପୃଥିବୀର ସବୁଠାରୁ ବିପଦ ଶଙ୍କୁଳ ବ୍ରିଜ୍‌। ଏହା କାଠ ପଟା ଏବଂ ଲୁହା ଜଞ୍ଜିରରେ ନିର୍ମିତ। ୧୯୬୦ରେ ଏହି ଝୁଲା...

Advertisement


Archives

Model This Week