ତାଲିବାନ ତା’ର ଇତିହାସ ଦୋହରାଇବ ନାହିଁ: ଚାଇନା

ବେଜିଂ,୨୦ା୮: ଆଫଗାନିସ୍ତାନକୁ ତାଲିବାନ କବ୍‌ଜା କରିବା ପରେ ପାକିସ୍ତାନ ଓ ଚାଇନା ଏହି ଗୋଷ୍ଠୀକୁ ସମର୍ଥନ ଦେଇଆସୁଛନ୍ତି। ଏପରି କି ଚାଇନା ମୁହଁରେ ତାଲିବାନ୍‌ ପ୍ରଶଂସାର ପାତ୍ର ପାଲଟିଛି। ତାଲିବାନ୍‌ ପୂର୍ବାପେକ୍ଷା ଅଧିକ ସ୍ପଷ୍ଟ ଏବଂ ଯୁକ୍ତିସଙ୍ଗତ ଲାଗୁଛି ବୋଲି ଚାଇନା ବହିର୍ବ୍ୟାପାର ମନ୍ତ୍ରଣାଳୟ ମୁଖପାତ୍ର ହୁଆ ଚୁନିଙ୍ଗ୍‌ ଗୁରୁବାର କହିଛନ୍ତି। ଏହି ଗୋଷ୍ଠୀ ସହ ବେଜିଂ ଆଲୋଚନା କରୁଛି ଏବଂ ଆଫଗାନିସ୍ତାନରେ କ୍ଷମତା ଦଖଲ କରିବା ପରେ ସେମାନଙ୍କ କାର୍ଯ୍ୟ ଉପରେ ବିଚାର କରିବାକୁ ପରାମର୍ଶ ଦେଇଛି। ତାଲିବାନ ନିଜ ପ୍ରତିଶ୍ରୁତି ରଖିବ ଓ ଏହାର ପୁରୁଣା ଇତିହାସକୁ ଦୋହରାଇବ ନାହିଁ ବୋଲି ଆଶା ଥିବା ଚୁନିଙ୍ଗ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ସହ ଡିଲ୍‌ରେ ପାକିସ୍ତାନର ଲଟେରୀ! ଟ୍ରମ୍ପ ଦେବେ ବଡ଼ ପ୍ୟାକେଜ୍‌, ଜାଣନ୍ତୁ କଣ

ଇସଲାମବାଦ,୧୫।୬: ଆମେରିକା ଏବଂ ଇରାନ ମଧ୍ୟରେ ଦୀର୍ଘ ଦିନ ଧରି ଚାଲିଥିବା ଉତ୍ତେଜନା ଏବେ କମିବା ପରି ମନେ ହେଉଛି । ଦୁଇ ରାଷ୍ଟ୍ର ମଧ୍ୟରେ ଏକ…

ରଜ ସଂକ୍ରାନ୍ତିରେ ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଭକ୍ତଙ୍କ ସମାଗମ: ଅବ୍ୟବସ୍ଥାକୁ ନେଇ ଅସନ୍ତୋଷ

ତିହିଡି, ୧୫।୬ (କାଳନ୍ଦୀ ବେହେରା): ଭଦ୍ରକ ଜିଲାର ଆରଡିସ୍ଥିତ ପ୍ରସିଦ୍ଧ ଶୈବପୀଠ ଆଖଣ୍ଡଳମଣି ମନ୍ଦିରରେ ରଜ ସଂକ୍ରାନ୍ତି ଅବସରରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ଘଟିଛି। ବାବା ଆଖଣ୍ଡଳମଣିଙ୍କ…

ପୋଡାମରାଇ-ଆଳକଣା ପୋଷ୍ଟ ଅଫିସରେ ମହାଘୋଟାଲା ଆଶଙ୍କା! ପୋଷ୍ଟମାଷ୍ଟର ନିଖୋଜ, ଡାକଘର ଆଗରେ ଜମାକାରୀ….

ଆଳି,୧୫।୬(ବନମାଳୀ ସେନାପତି ): କେନ୍ଦ୍ରାପଡ଼ା ଜିଲା ଆଳି ପୋଷ୍ଟଅଫିସ ଅଧୀନରେ ଥିବା ପୋଡାମରାଇ -ଆଳକଣା ଶାଖା ଡାକଘରେ ତାଲା ଝୁଲାଇ ଦେଇ ଫେରାର ହୋଇ ଯାଇଛନ୍ତି ପୋଷ୍ଟମାଷ୍ଟର…

ଅଶୋଧିତ ତୈଳ ମୂଲ୍ୟ ହ୍ରାସ:ଆମେରିକା-ଇରାନ ଚୁକ୍ତି ପରେ ପ୍ରଥମ ଜାହାଜ ଭାବେ ହର୍ମୁଜ ଛାଡ଼ିଲା ‘ଦିଶା’

ଓ୍ବାଶିଂଟନ,୧୫।୬: ପାକିସ୍ତାନ ଏବଂ କତାର ମଧ୍ୟସ୍ଥତା ମାଧ୍ୟମରେ ଶେଷରେ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ହୋଇଛି। ବିବାଦ ଯୋଗୁ ମାସ ମାସ ଧରି…

କଳପଡ଼ା ରଜ ମହୋତ୍ସବ ବନ୍ଦ ଘଟଣା:ଅନୁମତି ପତ୍ର ଦେଇ ଫେରାଇନେଲା ପୋଲିସ ପ୍ରଶାସନ

କଟକ ସଦର,୧୫।୬(ସୁଶାନ୍ତ କୁମାର ଜେନା) ୪୨ ମୌଜା ଅନ୍ତର୍ଗତ କଳପଡ଼ା ରଜ ମହୋତ୍ସବ ବନ୍ଦ ଘଟଣା ଉପରେ ୟୁନିୟନ ଫର କଟକ ସଦର ଡେଭଲପମେଣ୍ଟର ସଭାପତି ଘଟଣାର…

୨୦ ଜୁନରେ ଓଡ଼ିଶା ଗସ୍ତରେ ଆସିବେ ମୋଦି: ଜାଣନ୍ତୁ କାର୍ଯ୍ୟସୂଚୀ..

ଭୁବନେଶ୍ୱର, ୧୫।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆସନ୍ତା ୨୦ ଜୁନ ଓଡ଼ିଶା ଗସ୍ତର ବିସ୍ତୃତ କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଏକ ଦିନିକିଆ ଗସ୍ତରେ ସେ ଓଡ଼ିଶା ଆସି…

ଆମେରିକା-ଇରାନ ମଧ୍ୟରେ ଶାନ୍ତି ଚୁକ୍ତିକୁ ଭାରତର ସ୍ବାଗତ: ପ୍ରଧାନମନ୍ତ୍ରୀ ମୋଦି କହିଲେ, ମୁଁ ଏହି ଚୁକ୍ତିକୁ…

ନୂଆଦିଲ୍ଲୀ,୧୫।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଶାନ୍ତି ଚୁକ୍ତିକୁ ସ୍ବାଗତ କରିଛନ୍ତି। ଏହି ଚୁକ୍ତି ଏହି ଅଞ୍ଚଳରେ ଶାନ୍ତି ଏବଂ ସ୍ଥିରତା…

ବହୁ ଖୋଜାଖୋଜିି ପରେ ବି ମିଳିଲେନି: ଏବେ ଜଙ୍ଗଲରେ…

ଭଞ୍ଜନଗର, ୧୫।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ତାରସିଂ ଥାନା ପୋଲିସ ସୋମବାର ବ୍ରାହ୍ମଣପଦର ନିକଟସ୍ଥ ଜଙ୍ଗଲରୁ ଜଣେ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri