ମହିଳାଙ୍କ ଡ୍ରାଇଭିଂ ଲାଇସେନ୍ସ ଉପରେ ପ୍ରତିବନ୍ଧକ ଲଗାଇଲା ତାଲିବାନ

କାବୁଲ,୫।୫:ଆଫଗାନିସ୍ତାନରେ ତାଲିବାନୀ ଶାସନ ପରେ ସବୁଠାରୁ ଅଧିକ କ୍ଷତି ମହିଳାମାନେ ସହୁଛନ୍ତି। ମହିଳାଙ୍କ ଉପରେ ସମସ୍ତ ପ୍ରତିବନ୍ଧକ ଲଗାଇବା ପରେ ତାଲିବାନ ସେମାନଙ୍କ ବିରୋଧରେ ଆଉ ଏକ ନିଷ୍ପତ୍ତି ନେଇଛି। ବର୍ତ୍ତମାନ ଆଫଗାନିସ୍ତାନର ମହିଳାମାନଙ୍କୁ ଡ୍ରାଇଭିଂ ଲାଇସେନ୍ସ ପ୍ରଦାନ କରିବା ଉପରେ ପ୍ରତିବନ୍ଧକ ଲଗାଇଛି ତାଲିବାନ। ତାଲିବାନ ଶାସନର ଆଗମନ ପୂର୍ବରୁ କାବୁଲ ସମେତ ଆଫଗାନିସ୍ତାନର ଅନେକ ବଡ ସହରରେ ମହିଳାମାନେ ଗାଡି ଚଳାଉଥିବାର ଦେଖାଯାଉଥିଲା। କିନ୍ତୁ ତାଲିବାନ ଶାସନରେ ଏହାକୁ ସମ୍ପୂର୍ଣ୍ଣ ନିଷେଧ କରାଯାଇଛି। ତେବେ ତାଲିବାନର ନୂତନ ଆଦେଶ ଏଭଳିି ଏକ ସମୟରେ ଆସିଛି ଯେତେବେଳେ ସମଗ୍ର ଦେଶ ଏକ ଦୁଃସ୍ଥିତିର ସମ୍ମୁଖୀନ ହେଉଛି। ଏହି ସମୟରେ ଆଫଗାନିସ୍ତାନରେ ଖାଦ୍ୟ ଶସ୍ୟ ଏବଂ ଅନ୍ୟାନ୍ୟ ଜରୁରୀ ସାମଗ୍ରୀର ଅଭାବ ଦେଖାଦେଇଛି। ସୂଚନାଯୋଗ୍ୟ, ଗତ ବର୍ଷ ଅଗଷ୍ଟରେ ତାଲିବାନ ଆଫଗାନିସ୍ତାନର ଅଶ୍ରଫ ଘାନି ସରକାରକୁ ହଟାଇଦେବା ପରେ ନିଜ ସରକାର ଗଠନ କରିଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଲିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡି ରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ରାହୁ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ: ମେଷ ସମେତ ୪ ରାଶିଙ୍କ ଉପରେ ମାଡ଼ି ଆସୁଛି ଭୟଙ୍କର ସଙ୍କଟ! ସତର୍କ ନ ରହିଲେ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ସହିତ ସେମାନଙ୍କର ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ପ୍ରଭାବଶାଳୀ ବୋଲି ମନେ କରାଯାଏ। ମଙ୍ଗଳଙ୍କୁ ସାହସ, ଶକ୍ତି, ଆତ୍ମବିଶ୍ୱାସ ଏବଂ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri