ପାକିସ୍ତାନରେ ତାଲିବାନ ଆତଙ୍କ: ଲୋକଙ୍କୁ କଲେ ବନ୍ଧକ…

ଇସଲାମାବାଦ,୧୯।୧୨ : ପାକିସ୍ତାନରେ ତାଲିବାନ ଆତଙ୍କବାଦୀମାନେ ଆତଙ୍କ ସୃଷ୍ଟି କରିଛନ୍ତି। ସେମାନେ ଏକ ଆତଙ୍କବାଦ ବିରୋଧୀ କେନ୍ଦ୍ରକୁ ନିଜ ନିୟନ୍ତ୍ରଣକୁ ନେଇଛନ୍ତି। ସେହିପରି ପଶ୍ଚିମ ପାକିସ୍ତାନର ଖାଇବର ପସ୍ତୁନଖ୍ବା ପ୍ରଦେଶର ବନ୍ନୁ ଜିଲାର କିଛି ଲୋକଙ୍କୁ ବନ୍ଧକ ରଖିଛନ୍ତି। ଏହି ଘଟଣାରେ ଜଣେ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟିଥିବା ବେଳେ ବହୁ ଲୋକ ଆହତ ହୋଇଛନ୍ତି।

ତେବେ ଏନେଇ ପାକିସ୍ତାନ ସରକାର ନୀରବ ରହିଛନ୍ତି। ନଭେମ୍ବର ଠାରୁ ତେହେରିକ ଇ ତାଲିବାନ ପାକିସ୍ତାନ(ଟିଟିପି) ଆତଙ୍କବାଦୀମାନେ ଆକ୍ରମଣ ଜୋରଦାର କରିଛନ୍ତି। ନିଜ ସାଥିଙ୍କୁ ମୁକ୍ତ କରିବା ଲାଗି ସେମାନେ ୧୫-୨୦ ଲୋକଙ୍କୁ ବନ୍ଧକ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ମଧ୍ୟରେ ଶାନ୍ତି ଚୁକ୍ତିକୁ ଭାରତର ସ୍ବାଗତ: ପ୍ରଧାନମନ୍ତ୍ରୀ ମୋଦି କହିଲେ, ମୁଁ ଏହି ଚୁକ୍ତିକୁ…

ନୂଆଦିଲ୍ଲୀ,୧୫।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଶାନ୍ତି ଚୁକ୍ତିକୁ ସ୍ବାଗତ କରିଛନ୍ତି। ଏହି ଚୁକ୍ତି ଏହି ଅଞ୍ଚଳରେ ଶାନ୍ତି ଏବଂ ସ୍ଥିରତା…

ପୋଖରୀର ଦୂଷିତ ପାଣି ପିଉଛନ୍ତି ଗ୍ରାମବାସୀ

ମହାକାଳପଡ଼ା,୧୫ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟ୍‌ଛେଲା ଗ୍ରାମରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି। ମହିଳାମାନେ ପାନୀୟଜଳ ସମସ୍ୟା ଯୋଗୁ ଗଡ଼ିଆ, ପୋଖରୀର…

ଆମେରିକା-ଇରାନ ଚୁକ୍ତି ଭାରତର ବଲ୍ଲେ-ବଲ୍ଲେ: ପାଇବ ସର୍ବାଧିକ ଲାଭ

ନୂଆଦିଲ୍ଲୀ,୧୫।୬: ମାସ ମାସର ସଂଘର୍ଷ ପରେ, ଶେଷରେ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ହୋଇଛି। ଡୋନାଲ୍ଡ ଟ୍ରମ୍ପ ଏବଂ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଶେହବାଜ…

ସର୍ଟସର୍କିଟ୍‌ରୁ ଅଗ୍ନିକାଣ୍ଡ: ୩ ବଖରା ଘର ଜଳିପୋଡ଼ି ଛାରଖାର

ତିହିଡି,୧୫।୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନସ୍ଥ କୋଠାର ପଞ୍ଚାୟତର ମହନ୍ତ ସାହିରେ ସୋମବାର ଏକ ଅଭାବନୀୟ ଅଗ୍ନିକାଣ୍ଡ ଘଟିଛି। ଗ୍ରାମର ସୁବାସ ଚନ୍ଦ୍ର ସେଠୀ…

ଘାସ କାଟିବାକୁ ଯାଇଥିଲେ ମହିଳା, ନିଶାଦେଇ ଗଣବଳାତ୍କାର କଲେ ୫ ଯୁବକ: ଆଉ ତା’ପରେ…

ମୁଜାଫରନଗର(ଉତ୍ତର ପ୍ରଦେଶ), ୧୫ା୬ (ପି.ଟି.):ଉତ୍ତର ପ୍ରଦେଶର ମୁଜାଫରନଗର ଜିଲାରେ ଜଣେ ୨୪ ବର୍ଷୀୟା ମହିଳାଙ୍କୁ ନିଶାଦ୍ରବ୍ୟ ପିଆଇ ୫ ଜଣ ଯୁବକ ଗଣବଳାତ୍କାର କରିଥିବା ରବିବାର ପୋଲିସ…

ଚାଷଜମିରେ କାଳ ସାଜିଲା ବଜ୍ରପାତ, ନାବାଳକଙ୍କ ଜୀବନ ଗଲା,୨ ଗୁରୁତର ହୋଇ…

ଅମରପାଲି,୧୫ା୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କମିରା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ ଘଟିଥିବାବେଳେ ଆଉ ଦୁଇଜଣ ଯୁବକ…

ହଜାର ହଜାର ଟଙ୍କା ବଢିଲା ସୁନା-ରୁପା ଦର: ୧୦ ଗ୍ରାମ ପିଛା ଅଛି…

ନୂଆଦିଲ୍ଲୀ,୧୫।୬: ବିଶ୍ୱ ସ୍ତରରେ ଘଟୁଥିବା ଭୂରାଜନୈତିକ ପରିବର୍ତ୍ତନର ସିଧାସଳଖ ପ୍ରଭାବ ଆଜି ଘରୋଇ ଅଳଙ୍କାର ବଜାର ଉପରେ ପଡ଼ିଛି। ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି…

ବଜ୍ରପାତରେ ଚାଲିଗଲା ଯୁବକଙ୍କ ଜୀବନ

କଳାହାଣ୍ଡି,୧୫ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଗୋକୁଳେଶ୍ୱର ଗ୍ରାମର ଜଣେ ଯୁବକଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ମୃତ ଯୁବକ ଜଣଙ୍କ ହେଲେ ଗୋଲକ ଗଉଡ଼(୧୮)। ରବିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri