ଆଜି ସରକାର ଗଠନ କରିବ ତାଲିବାନ

କାବୁଲ,୪।୯: ତାଲିବାନ୍‌ ୨.୦ ସରକାରର ରୂପରେଖ ଚୂଡ଼ାନ୍ତ ହୋଇଥିବା ବେଳେ କୌଣସି ସମୟରେ ଏନେଇ ଆନୁଷ୍ଠାନିକ ଘୋଷଣା କରାଯାଇପାରେ ବୋଲି ଶୁକ୍ରବାର ସଙ୍ଗଠନ ପକ୍ଷରୁ କୁହାଯାଇଥିଲା। ଆଫଗାନିସ୍ତାନ ଉପରେ ସାରା ବିଶ୍ୱ ନଜର ରହିଥିବାରୁ ସମସ୍ତେ ଏହାକୁ ଅପେକ୍ଷା କରିଥିଲେ। ହେଲେ ଶେଷ ମୁହୂର୍ତ୍ତରେ ସରକାର ଗଠନ ଦିନକ ପାଇଁ ବିଳମ୍ବିତ ହୋଇଛି। ତାଲିବାନ୍‌ ଶନିବାର ସରକାର ଗଢ଼ିବ ବୋଲି ସଙ୍ଗଠନର ମୁଖପାତ୍ର ଜାବିହୁଲ୍ଲା ମୁଜାହିଦ୍‌ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ଭୂକମ୍ପ, ଘଣ୍ଟାକ ଭିତରେ ୩ ଥର ଥରି ଉଠିଲା, ଜାରି ହେଲା ସୁନାମୀ ସତର୍କତା

ମାନିଲା,୮।୬: ସୋମବାର (ଜୁନ ୮) ସକାଳେ ଫିଲିପାଇନ୍ସରେ ପ୍ରବଳ ଭୂମିକମ୍ପ ଅନୁଭୂତ ହୋଇଥିଲା। ଗୋଟିଏ ଘଣ୍ଟା ମଧ୍ୟରେ ଭୂମି ତିନିଥର ଥରି ଉଠିଥିଲା। ଭୂମିକମ୍ପର ତୀବ୍ରତା ରିକ୍ଟର…

ପ୍ରେମିକାଙ୍କୁ ହତ୍ୟା କରି ଜଙ୍ଗଲରେ ପୋତିଥିଲେ ପ୍ରେମିକ, ୨୬ ଦିନ ପରେ…

କେନ୍ଦୁଝର/ବଡ଼ବିଲ୭।୬(ନରେଶ ଚନ୍ଦ୍ର ପଟ୍ଟନାୟକ/ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଧୀନ ଝାଡ଼ଗାଁରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ପ୍ରେମିକାଙ୍କୁ ଗଳାକାଟି ହତ୍ୟା ପରେ ପ୍ରେମିକ ଜଙ୍ଗଲରେ…

କ୍ରଶରରେ ବିସ୍ଫୋରଣ: ଜଣେ ମୃତ, ଏକାଧିକ ଆହତ ଚର୍ଚ୍ଚା

ଢେଙ୍କାନାଳ,୭ା୬(ରତନ ନାୟାର): ଢେଙ୍କାନାଳ ଜିଲା ଗଁଦିଆ ତହସିଲ ନିହଲପ୍ରସାଦ ଥାନା କଷ୍ଟିପାଳ ଅଞ୍ଚଳରେ ଥିବା ଏକ କ୍ରଶରରେ ରବିବାର ଅପରାହ୍ନରେ ବିସ୍ଫୋରଣ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା…

ବାଘ ଛାଲ ଜବତ, ଧରାପଡ଼ିଲେ ଦୁଇ ଅଭିଯୁକ୍ତ

ପାତ୍ରପୁର,୭।୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡ଼ା ଥାନା ପୋଲିସ ଶନିବାର ୨ଟି କଲରାପତିରିଆ ବାଘ ଛାଲ ଜବତ କରିଛି। ଏପରିକି ପୋଲିସ ବନ୍ଧୁକ ବ୍ୟାଗ, ଧାରୁଆ…

ଇସ୍ରାଏଲର ପାଲଟା ଆକ୍ରମଣ; ହିଜବୋଲାର କମାଣ୍ଡ ସେଣ୍ଟର ଧ୍ବସଂ, ନେତାନ୍ୟାହୁ…

ଜେରୁଜେଲମ, ୭।୬: ଇସ୍ରାଏଲ ଏବଂ ଲେବାନନ ମଧ୍ୟରେ ଚାଲିଥିବା ସଂଘର୍ଷ ଏବଂ ଉତ୍ତେଜନା ମଧ୍ୟରେ, ରବିବାର ଏକ ନୂତନ ଘଟଣା ସାମ୍ନାକୁ ଆସିଛି । ଇସ୍ରାଏଲୀ ସେନା…

୧୨ ଜିଏମ୍‌ଏପିଭି ବିଦ୍ୟାଳୟ ନୂତନ ଭବନର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ, ଦଶମ ଶ୍ରେଣୀ ଛାତ୍ରୀଙ୍କ ସହ କଲେ ଆଲୋଚନା

କୋରାପୁଟ,୭ା୬(ଅମିତାଭ ବେହେରା): କୋରାପୁଟ ଜିଲାର ୧୨ ଚୟନିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ(ଜିଏମଏପିଭି)ର ନୂତନ ଭବନ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭର୍ଚୁଆଲ…

ସ୍ବାସ୍ଥ୍ୟକେନ୍ଦ୍ର କୋଠା ତୁରନ୍ତ କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ

ଛତ୍ରପୁର,୭ା୬(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ସୁନ୍ଦରପୁର ଗ୍ରାମରେ ନିର୍ମିତ ନୂତନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର କୋଠା ଶୀଘ୍ର କାର୍ଯ୍ୟକ୍ଷମ କରିବାକୁ ବିଧାୟକ କୃଷ୍ଣଚନ୍ଦ୍ର ନାୟକ…

ଶୌଚ ହେବାକୁ ଆସି ଥୁବା-ହଞ୍ଜର ନାଳରେ ବୁଡିଗଲେ ମହିଳା, ଚାଲିଗଲା ଜୀବନ

ନନ୍ଦପୁର/ପାଡୁଆ,୭।୬(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଥୁବା-ହଞ୍ଜର୍ ନାଳରୁ ରବିବାର ଅପରାହ୍ନରେ ଜଣେ ମହିଳାଙ୍କ ମୃତଦେହ ନନ୍ଦପୁର ଅଗ୍ନିଶମ ବାହିନୀ ଓ ନନ୍ଦପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri