ରଙ୍ଗିନ ଅଣ୍ଡାକୁ ନେଇ ଚର୍ଚ୍ଚା

କେନ୍ଦୁଝର, ୨୪।୪ (ସ୍ବ.ପ୍ର.): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ରାଇସୁଆଁ ମୁସଲିମ ବସ୍ତିର ଅଙ୍ଗନଓ୍ବାଡି କେନ୍ଦ୍ରରେ ପିଲାଙ୍କୁ ମିଳିଥିବା ଅଣ୍ଡାକୁ ନେଇ ଚର୍ଚ୍ଚାର ବିଷୟ ହୋଇଛି। ଏହି ରଙ୍ଗିନ ଅଣ୍ଡାର ଫଟୋ ମଧ୍ୟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି ା ପିଲା ମାନଙ୍କୁ ଦିଆଯାଇଥିବା ଅଣ୍ଡା ମଧ୍ୟରୁ ଜଣେ ଶିଶୁଙ୍କୁ ମିଳିଥିବା ଅଣ୍ଡା ଭାଂଗି ଦେଖି ପରିବାର ଲୋକ ଚକିତ ହୋଇ ପଡିଥିଲେ ା ଏହା ଭିତର ରଙ୍ଗିନ ଦେଖାଯାଉଛି ା ଅଣ୍ଡାଟି ପଚିଯାଇ ଏଭଳି ଦେଖାଯାଉଥିବା ଆଶଙ୍କା କରାଯାଉଛି ା ଏଣୁ ଏହି ଅଣ୍ଡା ସହିତ ବଣ୍ଟନ ହୋଇଥିବା ଅନ୍ୟ ଅଣ୍ଡା ସବୁର ଯାଞ୍ଚ କରି ପଦକ୍ଷେପ ନେବାକୁ ସ୍ଥାନୀୟ ଅଭିଭାବକ ମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜନଗହଳିପୂର୍ଣ୍ଣ ସ୍ଥାନରୁ ମଦ ଦୋକାନ ସ୍ଥାନାନ୍ତର ଦାବି, ମଦ୍ୟପଙ୍କ ଉପଦ୍ରବରେ…

ବଞ୍ଚୋ,୨ା୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ସହରର ଜନଗହଳିପୂର୍ଣ୍ଣ ଅଞ୍ଚଳରେ ଥିବା ବିଦେଶୀ ମଦ ଦୋକାନକୁ ଏକ ଉପଯୁକ୍ତ ଓ ଖୋଲା ସ୍ଥାନକୁ ସ୍ଥାନାନ୍ତର କରିବା ଦାବିରେ ଗୁରୁବାର ଆନନ୍ଦପୁର…

ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା

ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ…

ଇନ୍‌ଷ୍ଟାଗ୍ରାମରୁ ପ୍ରେମ, ବିବାହ ପାଇଁ ଜିଦ୍‌ କରିବାରୁ ପ୍ରେମିକାଙ୍କୁ ହତ୍ୟା, ପୋଲିସ ଆଗରେ ପ୍ରେମିକ କହିଲେ ପୂରା ଘଟଣା…

ହାଟଡିହୀ/ଛେନାପଦୀ,୧ା୭(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): ପଶ୍ଚିମବଙ୍ଗ ପ୍ରେମିକାକୁ ଓଡ଼ିଶା ଡକାଇ ଝାଡ଼ଖଣ୍ଡ ପ୍ରେମିକ କେନ୍ଦୁଝର ଜିଲା ସୋସୋ ଥାନା ଅଞ୍ଚଳରେ ଗତ ମଙ୍ଗଳବାର ହତ୍ୟା କରିଥିବା ଘଟଣାରେ ପର୍ଦାଫାଶ…

ଆଜିଠାରୁ ଅନିର୍ଦ୍ଦିଷ୍ଟକାଳ ଯାଏ ରୋଗୀସେବା ବନ୍ଦ, ହନ୍ତସନ୍ତ ହେଉଛନ୍ତି ରୋଗୀ

ବଞ୍ଚୋ/ଆନନ୍ଦପୁର,୧।୭(ପ୍ରଦୋଷ ବିଶ୍ୱାଳ/ସୁଶାନ୍ତ କୁମାର ସାହୁ ): ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନ (ଓମ୍‌ସା)ର ୮ ଦଫା ଦାବି ପୂରଣ ନ ହେବା ପ୍ରତିବାଦରେ ଜାତୀୟ ଡାକ୍ତର ଦିବସ…

ଆନନ୍ଦପୁର ବ୍ଲକରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ହାତାହାତି: ବିଡିଓଙ୍କ ବିରୋଧରେ ଉଠିଥିବା ଅଭିଯୋଗକୁ…

ବଞ୍ଚୋ, ୧।୭ (ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ବ୍ଲକ ପରିସରରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ଘଟିଥିବା ହାତାହାତି ଘଟଣାକୁ ନେଇ ବ୍ଲକ ବିକାଶ ଅଧିକାରୀ (ବିଡିଓ)ଙ୍କ ବିରୋଧରେ…

ଶୌଚ ପାଇଁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ମହିଳା, ଶୁଣ୍ଢରେ କଚାଡ଼ି…

ଆନନ୍ଦପୁର, ୩୦।୬(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ହଡ଼ଗଡ଼ ବନାଞ୍ଚଳରେ ପୁଣି ଦନ୍ତା ଆତଙ୍କ ଦେଖାଯାଇଛି । ମଙ୍ଗଳବାର ଭୋର ପ୍ରାୟ ୫ଟା ସମୟରେ କଣ୍ଟିପାଳ ପଞ୍ଚାୟତ…

ସ୍ତ୍ରୀଙ୍କୁ ଖୋଜିଖୋଜି ଜଗତସିଂହପୁରରୁ ହାଟଡିହୀରେ ପହଞ୍ଚିଲେ ସ୍ବାମୀ: ତା’ପରେ ଯାହା ଘଟିଲା…

ହାଟଡିହୀ/ଛେନାପଦି,୨୯l୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ଅଞ୍ଚଳରେ ସୋମବାର ଏକ ଫ୍ୟାମିଲି ଡ୍ରାମା ଦେଖିବାକୁ ମିଳିଛି l ଯାହାକି ମୁଖ୍ୟ ଆଲୋଚନାର ବିଷୟ ସାଜିଛି l ଜଗତସିଂହପୁର…

ଦଧିବାମନ ଜୀଉଙ୍କ ଚତୁର୍ଦ୍ଧା ମୂର୍ତ୍ତିଙ୍କ ଦେବସ୍ନାନ ପୂର୍ଣ୍ଣିମା ନୀତି ସମ୍ପନ୍ନ

ପାଟଣା, ୨୯।୬ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ରାଜନଗରସ୍ଥିତ ପ୍ରାଚୀନ ଶ୍ରୀଶ୍ରୀ ଦଧିବାମନ ଜୀଉ ମନ୍ଦିରରେ ସୋମବାର ପବିତ୍ର ଦେବସ୍ନାନ ପୂର୍ଣ୍ଣିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri