Posted inଜାତୀୟ

ମହାରାଷ୍ଟ୍ର ରାଜନୀତିରେ ଚର୍ଚ୍ଚା, ପୁଣି ଏକାଠି ହେବେ କି ଭାଜପା-ଶିବସେନା ! ଫଡନାଭୀସଙ୍କୁ ପ୍ରଶଂସା କଲେ ଉଦ୍ଧବ…

ମୁମ୍ବାଇ,୨୯।୧୦ : ମହାରାଷ୍ଟ୍ରରେ ଭାଜପା ଏବଂ ଶିବସେନା ପୁଣି ଏକାଠି ହେବେ! ଉଦ୍ଧବ ଠାକରେ ଦେବେନ୍ଦ୍ର ଫଡନାଭୀସଙ୍କୁ ନେଇ ଦେଇଥିବା ବଡ଼ ସଙ୍କେତରୁ ରାଜ୍ୟ ରାଜନୀତିରେ ଚର୍ଚ୍ଚା ଆରମ୍ଭ ହୋଇଛି। ଉଦ୍ଧବଙ୍କ ବିବୃତ୍ତି ଏବେ ଆଲୋଡ଼ନ ସୃଷ୍ଟି କରିଛି। ମହାରାଷ୍ଟ୍ର ରାଜନୀତିରେ ଶିବସେନା ଏବଂ ଭାରତୀୟ ଜନତା ପାର୍ଟି ମଧ୍ୟରେ ବିବାଦ ଦେଖାଦେଇଥିଲେ ମଧ୍ୟ ଉଦ୍ଧବ ଠାକରେ ଏବଂ ଦେବେନ୍ଦ୍ର ଫଡନାଭୀସ ପୁଣି ଥରେ ରାଜନୈତିକ ସମ୍ପର୍କର ନରମ ମନୋଭାବ ପ୍ରଦର୍ଶନ କରିଛନ୍ତି।

ନିକଟରେ ରାଜନୀତିରେ ତିକ୍ତତା ଦୂର କରିବା ପାଇଁ ଫଡନାଭୀସ ମନ୍ତବ୍ୟ ଦେଇଥିଲେ। ଏହାପରେ ବର୍ତ୍ତମାନ ଶିବସେନା ମୁଖପତ୍ର ସାମନା ମାଧ୍ୟମରେ ଉଦ୍ଧବ ଫଡନାଭୀସଙ୍କ ଏହି ବିବୃତ୍ତିକୁ ସ୍ବାଗତ କରିଛନ୍ତି। ଉଦ୍ଧବ ଠାକରେ ଏଭଳି ଏକ ବଡ ବିବୃତ୍ତି ଦେଇ ଭାଜପା ପାଇଁ ନିଜର ଆଭିମୁଖ୍ୟକୁ ପରିବର୍ତ୍ତନ କରି କୋମଳତା ଆଣିଛନ୍ତି। ତାଙ୍କ ମୁଖପାତ୍ର ସାମନାରେ ଏକ ସମ୍ପାଦକୀୟରେ ଉଦ୍ଧବ ଭାଜପା ସହ ବୁଝାମଣାକୁ ସ୍ବାଗତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

ଏନ୍‌ଏଚ୍‌ଏଆଇର ବଡ଼ ଘୋଷଣା: ଏପ୍ରିଲ ୧ରୁ ବଢ଼ିବ…

ନୂଆଦିଲ୍ଲୀ,୩୦ା୩: ଏପ୍ରିଲ ୧ରୁ ଫାସ୍‌ଟାଗ୍‌ ବାର୍ଷିକ ଦେୟ ବଢ଼ିବ ବୋଲି ଭାରତର ଜାତୀୟ ରାଜପଥ କର୍ତ୍ତୃପକ୍ଷ (ଏନ୍‌ଏଚ୍‌ଏଆଇ) ପକ୍ଷରୁ ଘୋଷଣା କରାଯାଇଛି। ଗତବର୍ଷ ଆରମ୍ଭ ହୋଇଥିବା ଏହି…

ଲିଭ-ଇନ୍‌ରେ ରହୁଥିଲେ ମିଳିବ ବିବାହିତ ମାନ୍ୟତା, ଏଥର ଜନଗଣନାର ନୂଆ ନିୟମ ବିଷୟରେ ଜାଣନ୍ତୁ…

ନୂଆଦିଲ୍ଲୀ,୩୦।୩: ଦେଶର ସର୍ବବୃହତ ପ୍ରଶାସନିକ କାର୍ଯ୍ୟ, ଜନଗଣନା, ଏବେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଇ ଗତି କରୁଛି। ସରକାର ୨୦୨୭ ଜନଗଣନାକୁ ଦୁଇଟି ପର୍ଯ୍ୟାୟରେ କରିବାକୁ ନିଷ୍ପତ୍ତି ନେଇଛନ୍ତି,…

ଏଣିକି ଗୁଳିର ଜବାବ ଗୁଳିରେ ଦେବୁ: ଲୋକ ସଭାରେ କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୩୦।୩: ଲୋକ ସଭାରେ ‘ନକ୍ସଲମୁକ୍ତ ଭାରତ’ ସମ୍ପର୍କରେ ଆଲୋଚନାରେ ଭାଗ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି ଯେ,…

ତହସିଲଦାରଙ୍କୁ ବିଧାୟିକା ସ୍ବାମୀଙ୍କ ହତ୍ୟା ଧମକ ମାମଲା: ୱାରେଣ୍ଟ ପାଇଁ କୋର୍ଟରେ ଆବେଦନ କଲା ପୋଲିସ

ଭବାନୀପାଟଣା,୩୦।୩(ଉତ୍ତମ କୁମାର ଦାଶ): ସରକାରୀ କାର୍ଯ୍ୟରେ ବାଧା ସୃଷ୍ଟି କରିବା ଏବଂ ତହସିଲଦାରଙ୍କୁ ହତ୍ୟା ଧମକ ଦେବା ଅଭିଯୋଗରେ କଳାହାଣ୍ଡି ଜିଲା ନର୍ଲା ବିଜେଡି ବିଧାୟିକା ମନୋରମା…

ପାକିସ୍ତାନର ଖୋଲିଗଲା ପୋଲ୍‌: ଯୁଦ୍ଧ ନାଁରେ କରୁଛି ଏହି କାମ, ସାମ୍ନାକୁ ଆସିଲା ସାଂଘାତିକ କଥା

ନୂଆଦିଲ୍ଲୀ,୩୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ସହିତ ଚାଲିଥିବା ସଂଘର୍ଷରେ ଯୁଦ୍ଧବିରାମ ପାଇଁ ପାକିସ୍ତାନ ପଦକ୍ଷେପ ନେଉଛି। ମଧ୍ୟପ୍ରାଚ୍ୟରେ ଉତ୍ତେଜନା ମଧ୍ୟରେ ପାକିସ୍ତାନ ନିଜକୁ ଏକ ଶାନ୍ତି…

ଯୁଦ୍ଧ ଭିତରେ ବଡ଼ ଡିଲ୍‌ କରିଦେଲେ ମୋଦି-ପୁଟିନ୍‌, ଭାରତୀୟ ଯୁବପିଢ଼ିଙ୍କୁ ମିଳିବ ବଡ଼ ଫାଇଦା!

ନୂଆଦିଲ୍ଲୀ,୩୦।୩: ଭାରତ ଏବଂ ରୁଷିଆ ମଧ୍ୟରେ ବନ୍ଧୁତା ଆଉ କେବଳ ଅସ୍ତ୍ରଶସ୍ତ୍ର କିଣା ବିକ୍ରୟ ପର୍ଯ୍ୟନ୍ତ ସୀମିତ ନାହିଁ। ଦୁଇ ଦେଶ ଭବିଷ୍ୟତର ପ୍ରଯୁକ୍ତିବିଦ୍ୟାକୁ ମିଳିତ ଭାବରେ…

ଇରାନକୁ ଭୟଙ୍କର ଧମକ ଦେଲେ ଟ୍ରମ୍ପ, ଶୁଣିକି ଥରହର ହେଲା…..

ତେହରାନ,୩୦ା୩: ଇରାନ ସହିତ ଚାଲିଥିବା ସାମରିକ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଏକ ଧମକ ଦେଇଛନ୍ତି। ଡୋନାଲ୍ଡ ଟ୍ରମ୍ପ ସ୍ପଷ୍ଟ ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri