ପ୍ରିୟଙ୍କାଙ୍କ ଭାରତ ବାହୁଡ଼ାକୁ ନେଇ ଚର୍ଚ୍ଚା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ପ୍ରୟଙ୍କା ଚୋପ୍ରା ଜୋନାସଙ୍କ ଭାରତ ଫେରିବାକୁ ନେଇ ସିନେପ୍ରେମୀଙ୍କ ମହଲରେ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ୩ ବର୍ଷ ପରେ ପ୍ରିୟଙ୍କା ଭାରତ ଫେରିଛନ୍ତି। ଏ ନେଇ ସେ ଉତ୍ସାହିତ ଥିବା ସୋସିଆଲ ମିଡିଆ ପୋଷ୍ଟ ଜରିଆରେ ଜଣାଇଥିଲେ। ମଙ୍ଗଳବାର ସକାଳେ ପ୍ରିୟଙ୍କା ମୁମ୍ବାଇ ଏୟାରପୋର୍ଟରେ ପହଞ୍ଚିବା ପରେ ତାଙ୍କର ବହୁ ପ୍ରଶଂସକଙ୍କ ଭିଡ଼ ଦେଖିବାକୁ ମିଳିଥିଲା। ନିଜ ଫ୍ୟାନ୍ସଙ୍କୁ ନୂଆ ଫିଲ୍ମ ଭେଟି ଦେବା ଲାଗି ପ୍ରିୟଙ୍କା ଭାରତ ଆସିଥିବା ଆଲୋଚନା ହେଉଛି। ଏଥିସହ ଆଗାମୀ ପ୍ରୋଜେକ୍ଟ ବାବଦରେ ପ୍ରିୟଙ୍କା ଫିଲ୍ମ ନିର୍ଦ୍ଦେଶକ ସଞ୍ଜୟ ଲିଲାଭଂସାଲି ଏବଂ ବିଶାଳ ଭରଦ୍ୱାଜ୍‌ଙ୍କୁ ଭେଟିବାକୁ ଯିବେ ବୋଲି ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି। କିନ୍ତୁ ଏ ନେଇ ପ୍ରିୟଙ୍କା ନିଜର କୌଣସି ପ୍ରତିକ୍ରିୟା ଦେଇ ନାହାନ୍ତି। ଫିଲ୍ମ ‘ସାତ୍‌ ଖୁନ୍‌ ମାଫ୍‌’ ଓ ‘କମିନେ’ ରେ ପ୍ରିୟଙ୍କାହ ବିଶାଳଙ୍କ ସହ କାମ କରିସାରିଥିବାବେଳେ ‘ଗୋଲିଓକି ରାସ୍‌ ଲିଳା ରାମ-ଲିଲା’ରେ ସଞ୍ଜୟ ଲିଲା ଭଂସାଲିଙ୍କ ସହ ମଧ୍ୟ ପ୍ରିୟଙ୍କା କାମ କରିସାରିଛନ୍ତି। ପ୍ରିୟଙ୍କା ଏବେ ବଲିଉଡ୍‌ ବ୍ୟତୀତ ହଲିଉଡ୍‌ରେ ବେଶ୍‌ ସକ୍ରିୟ। ଶେଷଥର ପାଇଁ ପ୍ରିୟଙ୍କା ନେଟ୍‌ଫ୍ଲିକ୍ସରେ ପ୍ରସାରିତ ଫିଲ୍ମ ‘ହ୍ବାଇଟ୍‌ ଟାଇଗର’ରେ ଦେଖାଯାଇଥିଲେ। ଏଥିରେ ପ୍ରିୟଙ୍କାଙ୍କ ସହ ରାଜକୁମାର ରାଓ ମଧ୍ୟ ସ୍କ୍ରିନ୍‌ ଶେୟାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୪ ଦିନରେ ୪ କିଲୋ ଓଜନ ହ୍ରାସ, ହସ୍ପିଟାଲ୍‌ରେ ହ୍ରିତିକ୍‌ ରୋଶନଙ୍କ ଗର୍ଲଫ୍ରେଣ୍ଡ

ବଲିଉଡ ଅଭିନେତା ହ୍ରିତିକ ରୋଶନଙ୍କ ଗର୍ଲଫ୍ରେଣ୍ଡ ସବା ଆଜାଦ ଆଜିକାଲି କଷ୍ଟକର ପରିସ୍ଥିତି ଦେଇ ଗତି କରୁଛନ୍ତି। ସବା ସାଇକ୍ଲୋସ୍ପୋରା କାଏଟାନେନ୍ସିସ ନାମକ ଏକ ରୋଗର ଶିକାର…

ଯୁଦ୍ଧ ଭିତରେ ପୁଟିନ୍‌ଙ୍କ ବଡ଼ ଘୋଷଣା, ଏପ୍ରିଲ ୧ରୁ ପେଟ୍ରୋଲ ରପ୍ତାନୀ ବନ୍ଦ; ଭାରତକୁ ଝଟ୍‌କା!

ମସ୍କୋ,୨୮।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ଜଡିତ ବିବାଦ ମଧ୍ୟରେ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଏବଂ ବିଶ୍ୱ ଅନିଶ୍ଚିତତା ଭିତରେ ରୁଷିଆ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି।…

ଯୁଦ୍ଧରୁ ବାହାରିବାକୁ ଛଟପଟ ହେଲାଣି ଆମେରିକା! ଜେଡି ଭାନ୍ସ ଏବଂ ନେତାନ୍ୟାହୁଙ୍କ ମଧ୍ୟରେ ବିବାଦ ଆରମ୍ଭ; ଟ୍ରମ୍ପଙ୍କୁ ଫସାଇଲା ଇସ୍ରାଏଲ

ଓ୍ବାଶିଂଟନ,୨୮।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ସମ୍ପର୍କରେ ଫାଟ ସୃଷ୍ଟି ହେବାର ରିପୋର୍ଟ ସାମ୍ନାକୁ ଆସିବା ଆରମ୍ଭ ହୋଇଛି। ଏକ…

ସ୍ଥିର ଗୁଣବତ୍ତା ବିଶ୍ୱସନୀୟତାକୁ ଦୃଢ଼ କରେ

୧୬ ବର୍ଷରୁ ଅଧିକ ସମୟ ଧରି ଭୁବନେଶ୍ୱରରେ ପ୍ରତିଷ୍ଠିତ ‘ଏକରରାଇଜ୍‌ ପ୍ରମୋଟର୍ସ ପ୍ରା. ଲି.’ ଓଡ଼ିଶାର ଆବାସିକ ରିୟଲ ଇଷ୍ଟେଟ୍‌ ପରିଦୃଶ୍ୟକୁ ପରିବର୍ତ୍ତନ କରିବାରେ ଆଗରେ ରହିଛି।…

ଟ୍ରମ୍ପ-ନେତାନ୍ୟାହୁଙ୍କ ବିରୋଧରେ ଯୁଦ୍ଧ ଘୋଷଣା କଲା ଆଉ ଏକ ଦଳ, ଥରିଲା ବିଶ୍ୱ!

ନୂଆଦିଲ୍ଲୀ,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ୟେମେନର ଇରାନ-ସମର୍ଥିତ ହୁଥି ଗୋଷ୍ଠୀ; ଯାହା ଏପର୍ଯ୍ୟନ୍ତ ପ୍ରାୟତଃ ନୀରବ ରହିଥିଲା ସକ୍ରିୟ ଭାବରେ ସଂଘର୍ଷରେ ପ୍ରବେଶ କରିବାକୁ ପ୍ରସ୍ତୁତ…

ଯୁଦ୍ଧର ପ୍ରଭାବ: ବେଳକୁ ବେଳ ମହଙ୍ଗା ହେଉଛି ରାସ୍ତା କଡ଼ର ଖାଦ୍ୟ, ସାଧାରଣ ଜନତା ଚିନ୍ତାରେ

ନୂଆଦିଲ୍ଲଈ,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଯୋଗୁ, ରାଜଧାନୀ ଦିଲ୍ଲୀ ଏବଂ ଏନସିଆରର ବାସିନ୍ଦାମାନେ ଗ୍ୟାସ ସିଲିଣ୍ଡର କିଣିବା ପାଇଁ ସଂଘର୍ଷ କରୁଛନ୍ତି; ଲୋକମାନେ ଲମ୍ବା ଧାଡ଼ିରେ ଠିଆ…

ହର୍ମୁଜର ନାଁ ବଦଳେଇଦେଲେ ଟ୍ରମ୍ପ! କଲେ ବଡ଼ ଘୋଷଣା; ବିଶ୍ୱରେ ପଡିଲା ଚହଳ

ଓ଼୍ବାଶିଂଟନ,୨୮।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ହର୍ମୁଜ ପ୍ରଣାଳୀକୁ ନେଇ ଏକ ବିବାଦ ଦେଖାଦେଇଛି। ଆମେରିକାର ରାଷ୍ଟ୍ରପତି ଟ୍ରମ୍ପ କହିଛନ୍ତି ଯେ ଇରାନକୁ ହର୍ମୁଜ ପ୍ରଣାଳୀକୁ…

ଜଳସ୍ତର ନିମ୍ନଗାମୀ: ବଢ଼ିଲାଣି ତାତି,ସଙ୍କଟ ହେଲାଣି ପାନୀୟ ଜଳ

ମହାକାଳପଡ଼ା,୨୮ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଦୀର୍ଘଦିନଧରି ପାନୀୟ ଜଳ ସଙ୍କଟ ଦେଖାଦେଇଛି। ଅଞ୍ଚଳରେ ଜଳସ୍ତର ନିମ୍ନଗାମୀ ଯୋଗୁ ନଳକୂପରୁ ଅଧିକାଂଶ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri