ବୟଫ୍ରେଣ୍ଡ୍‌ଙ୍କ ସହିତ ମୋବାଇଲ୍‌ରେ କଥା ହେବାରୁ ମିଳିଲା ଏଭଳି ଦଣ୍ଡ…

କାବୁଲ,୨୮।୪: ମୋବାଇଲରେ ବୟଫ୍ରେଣ୍ଡ୍‌ଙ୍କ ସହିତ କଥା ହେବା ଜଣେ ଯୁବତୀଙ୍କୁ ମହଙ୍ଗା ପଡ଼ିଛି। ତାଙ୍କୁ ଜନଗହଳିପୂର୍ଣ୍ଣ ସ୍ଥାନରେ ସର୍ବସମ୍ମୁଖରେ ୪୦ ଥର ଚାବୁକ୍‌ମାଡ଼ ହୋଇଛି। ଏଭଳି ଘଟଣା ଆଫଗାନିସ୍ତାନରେ ଘଟିଛି। ଆମେରିକା ସୈନ୍ୟଙ୍କ ସ୍ବଦେଶ ଫେରିବା ଘୋଷଣା ପରେପରେ ଦେଶରେ ପୁଣି ତାଲିବାନ ମୌଳବାଦୀ ସଂଗଠନର ଶକ୍ତି ବୃଦ୍ଧି ପାଇଛି। ସଂଗଠନ ପକ୍ଷରୁ ଦେଶରେ ମୌଳବାଦୀ ଆଇନ ଜାରି କରିବାର ଉଦ୍ୟମ ଆରମ୍ଭ ହୋଇଛି। ସମସ୍ତଙ୍କ ଆଗରେ ଯୁବତୀ ଜଣଙ୍କୁ ଚାବୁକ୍‌ ମାଡ଼ ଦିଆ ଯାଉଥିଲେ ମଧ୍ୟ କେହି ଏହାର ପ୍ରତିରୋଧ ମଧ୍ୟ କରି ନ ଥିତ୍ଲେ। ଏବେ ଏହାର ଭିଡ଼ିଓ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଏହି ଘଟଣା ହେରାତ ପ୍ରଦେଶର ହପ୍ତାଗୋଲା ଗାଁରେ ଘଟିଥିବା କୁହାଯାଉଛି। ଭିଡ଼ିଓରେ ଯୁବତୀ ଜଣକ ଚାବୁକ୍‌ ମାଡ଼ରେ ଯନ୍ତ୍ରଣାରେ ଥରି ଉଠୁଥିଲେ ମଧ୍ୟ କେହି ଜଣେ ମଧ୍ୟ ଦେଖଣାହାରୀ ଉଁ କି ଚୁଁ ହୋଇ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜୈଶ୍‌ ଓ ଲଶ୍କର ଶିବିର ଉପରେ ଆମେରିକା ଡ୍ରୋନ୍‌ର ନଜର

ଓ୍ବାଶିଂଟନ,୧୪।୭: ବାଲାକୋଟ ଏୟାର ଷ୍ଟ୍ରାଇକ୍‌ ପରେ ପାକିସ୍ତାନରେ ଥିବା ଜୈଶ୍‌-ଇ-ମହମ୍ମଦ୍‌ ତଥା ଲଶ୍କର-ଇ-ତୋଏବା ଆଦି ଆତଙ୍କବାଦୀ ସଂଗଠନ ସେମାନଙ୍କର ଶିବିରକୁ ସ୍ଥାନାନ୍ତର କରିଥିଲେ। ଏସବୁ ଶିବିର...

କେଶ କାଟିବା ସମୟରେ ବାରିକ ବାରମ୍ବାର ସିଞ୍ଚନ କଲେ ପାଣି: ରାଗରେ ଗ୍ରାହକ କଲେ ଏମିତି

ସେଲୁନର ଏକ ଭିଡିଓ ଶୋସିଆଲ ମିଡିଆରେ ଏବେ ଖୁବ୍‌ ଭାଇରାଲ ହେବାରେ ଲାଗିଛି। ଯାହାକୁ ଦେଖିବା ପରେ କେହିବି ନିଜ ହସକୁ ରୋକି ପାରିବେ ନାହିଁ।...

ବ୍ରିଟେନର ସ୍ବରାଷ୍ଟ ମନ୍ତ୍ରୀ ହେଲେ ଭାରତୀୟ ମୂଳର ପ୍ରୀତି ପଟେଲ

ଲଣ୍ଡନ, ୨୫।୭: ବ୍ରିଟେନର ଗୃହମନ୍ତ୍ରୀ ଭାବେ ଦାୟିତ୍ୱ ନେଇଛନ୍ତି ଭାରତୀୟ ମୂଳର ପ୍ରୀତି ପଟେଲ। ବୁଧବାର ନୂଆ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନସନ ତାଙ୍କୁ ଏହି ଦାୟିତ୍ୱ...

ରଖେ ହରି ମାରେ କିଏ; ମୃତ ମା’ କୋଳରୁ ଉଦ୍ଧାର ହେଲା ଶିଶୁ

ଗାଜା ସିଟି,୧୯।୫: କଥାରେ ଅଛି ରଖେ ହରି ମାରେ କିଏ। ଏହାର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ଇସ୍ରାଏଲର ଏୟାର ଷ୍ଟ୍ରାଇକରେ ସମ୍ପୂର୍ଣ୍ଣ ଧ୍ୱଂଶ ହୋଇଯାଇଥିବା...

ସ୍ଥାପତ୍ୟ କହେ କରୁଣ କାହାଣୀ

ମାନବ ଇତିହାସରେ ଦ୍ୱିତୀୟ ବିଶ୍ୱଯୁଦ୍ଧ ହେଉଛି ଏକ କଳଙ୍କିତ ଅଧ୍ୟାୟ। ଏହା ନେଇଥିଲା ଲକ୍ଷ ଲକ୍ଷ ନିରୀହ ଜୀବନ। ଉଭୟ ନାଜି ଓ ସୋଭିଏଟ ୟୁନିୟନ୍‌...

ଗୋଟିଏ ଗଛରେ ଫଳିଛି ୧୪ ପ୍ରକାରର ଆମ୍ବ

ଆମ୍ବ ଚାଷୀଙ୍କ ସ୍ବତନ୍ତ୍ର ପରୀକ୍ଷଣ ସଫଳ ହୋଇଛି। ଧାରି ତାଲୁକର ଜଣେ କୃଷକ ଗୋଟିଏ ଗଛରେ ୧୪ଟି ପ୍ରକାରର ଆମ୍ବ ଫଳାଇଛନ୍ତି। କେବଳ ଏତିକି ନୁହେଁ,...

ନାଇଜେରିଆ ଇଦୋର ରେଲୱେ ଷ୍ଟେଶନରୁ ୩୦ ଲୋକଙ୍କୁ ଅପହରଣ କଲେ ବନ୍ଧୁକଧାରୀ

ଅବୁଜା,୯ ।୧: ନାଇଜେରିଆର ଦକ୍ଷିଣ ଭାଗରେ ଇଦୋରେ ଅଜ୍ଞାତ ବନ୍ଧୁକଧାରୀମାନେ ଏକ ରେଳୱେ ଷ୍ଟେଶନ ଉପରେ ଆକ୍ରମଣ କରିଛନ୍ତି । ସେଠାରୁ ସେମାନେ ଅତିକମରେ ୩୨...

ମୃତ ଗର୍ଭବତୀଙ୍କ ଶବକୁ ଅନ୍ତିମ ସଂସ୍କାର ବଦଳରେ ଗଛରେ ବାନ୍ଧିଦେଲେ ଗ୍ରାମବାସୀ

କୁର୍ନୋଲ, ୨୯।୬- ଆନ୍ଧ୍ରପ୍ରଦେଶର କୁର୍ନୋଲ ଜିଲାରେ ଏକ ଚରମ ଅମାନବୀୟ ଘଟଣା ଏବେ ସାମ୍ନାକୁ ଆସିଛି। ଜଣେ ଗର୍ଭବତୀଙ୍କ ମୃତ୍ୟୁ ହେବାପରେ ଗ୍ରାମବାସୀ ଓ ପରିବାର...

Advertisement
Archives

Model This Week