ଟ୍ରମ୍ପ ଆତ୍ମସମର୍ପଣ କରିବା ନେଇ ଚର୍ଚ୍ଚା, ନ୍ୟୁୟର୍କରେ ପୋଲିସ ଛାଉଣୀ…

ଓ୍ବାଶିଂଟନ,୩।୪ : ମଙ୍ଗଳବାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସମ୍ଭାବ୍ୟ ଆତ୍ମସମର୍ପଣ ନେଇ ନ୍ୟୁୟର୍କ ପୋଲିସ ସମ୍ପୂର୍ଣ୍ଣ ପ୍ରସ୍ତୁତି ଚଳାଇଛି। ନ୍ୟୁୟର୍କ ପୋଲିସ ଛାଉଣୀରେ ପରିଣତ ହୋଇଛି। ମିଡିଆ ରିପୋର୍ଟ ଅନୁଯାୟୀ, ଟ୍ରମ୍ପ ଟାୱାର ଚାରିପାଖରେ ପୋଲିସ ମେଟାଲ ବ୍ୟାରିକେଡିଂ କରିଛି। ଏଥିସହ ମ୍ୟାନହଟନ କ୍ରାଇମ କୋର୍ଟ ନିକଟରେ ରାସ୍ତା ଅବରୋଧ କରାଯାଇଛି। ପୂର୍ବତନ ରାଷ୍ଟ୍ରପତିଙ୍କୁ ମଙ୍ଗଳବାର ଅପରାହ୍ନରେ କୋର୍ଟ ପରିସରରେ ହାଜର କରାଯିବ ବୋଲି କଚହାଯାଉଛି।

ଟ୍ରମ୍ପଙ୍କ ବିରୋଧରେ ପର୍ନ ଷ୍ଟାରଙ୍କୁ ଅର୍ଥ ଦେବାର ଅଭିଯୋଗ ପ୍ରମାଣିତ ହୋଇଛି। ତାଙ୍କ ବିରୋଧରେ ହୋଇଥିବା ଅଭିଯୋଗର ଯାଞ୍ଚ ପାଇଁ ଏକ ଗ୍ରାଣ୍ଡ ଜଜ ଜୁରୀ ଅନୁମତି ପ୍ରଦାନ କରିଥିଲେ। ଏଭଳି ପରିସ୍ଥିତିରେ ସେ ଆମେରିକାର ପ୍ରଥମ ପୂର୍ବତନ ରାଷ୍ଟ୍ରପତି ଯିଏକି ଅପରାଧିକ ଅଭିଯୋଗର ସମ୍ମୁଖୀନ ହୋଇଥିଲେ।

ରିପବ୍ଲିକାନ କଂଗ୍ରେସ ମହିଳା ମାରଜୋରୀ ଟେଲର ଗ୍ରୀନଙ୍କ ସମେତ ଶୀର୍ଷ ସମର୍ଥକମାନେ କହିଛନ୍ତି ଯେ ସେମାନେ ବିରୋଧ କରିବାକୁ ମଙ୍ଗଳବାର ନ୍ୟୁୟର୍କ ଯିବେ। ଜଣେ କୋର୍ଟ ଅଧିକାରୀ କହିଛନ୍ତି ଯେ ଅପରାଧିକ ତଥା ସର୍ବୋଚ୍ଚ ନ୍ୟାୟାଳୟ ଥିବା ଡାଉନ ଟାଉନ କୋର୍ଟ ଟ୍ରମ୍ପଙ୍କ ଉପସ୍ଥିତି ପୂର୍ବରୁ କିଛି କୋର୍ଟ ବନ୍ଦ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଓମ୍‌ସାର ଆନ୍ଦୋଳନ: ଆଉଟ୍‌ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ

ରାଇକିଆ,୨୬ା୧୨(ପ୍ରଦୀପ ବେହେରା): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...

କାନ୍ଦି କାନ୍ଦି ପୋଲିସ ଷ୍ଟେଶନ ପହଞ୍ଚିଲା ୩ ବର୍ଷର ଶିଶୁ, କହିଲା କେମିତି ହୋମ ଓ୍ବାର୍କ କରିବି ଅଙ୍କଲ…

ରାଜାପୁର,୨୬।୧୨: ମଧ୍ୟପ୍ରଦେଶ ଶୁଜାପୁର ଜିଲାରେ ଏକ ଆକର୍ଷଣୀୟ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଚେରି ନାମକ ଜଣେ ୩ ବର୍ଷୀୟ ସ୍କୁଲ ଛାତ୍ରୀ ତାଙ୍କ ସ୍କୁଲ...

ବିଜେଡି ପ୍ରତିଷ୍ଠା ଦିବସରେ ଏକତାର ମନ୍ତ୍ର ଦେଲେ ପ୍ରଫୁଲ୍ଲ ଘଡ଼େଇ, କହିଲେ ନବୀନ ପଟ୍ଟନାୟକଙ୍କୁ…

ଭୁବନେଶ୍ୱର,୨୬।୧୨:  ଆଜି ବିଜୁ ଜନତା ଦଳ ୨୯ତମ ପ୍ରତିଷ୍ଠା ଦିବସ ପାଳୁଛି ।  ପ୍ରତିଷ୍ଠା ଦିବସ ପାଇଁ ଶଙ୍ଖ ଭବନ ସଜେଇ ହୋଇଥିବା ବେଳେ ନବୀନ...

୭ ଦଫା ଦାବି ନେଇ ରାଜରାସ୍ତାକୁ ଓହ୍ଲାଇଲା କୃଷକ ସଙ୍ଗଠନ: ପଦ୍ମପୁର ବନ୍ଦ ଡାକରା

ପଦ୍ମପୁର,୨୬।୧୨(ପ୍ରଦୀପ୍ତ ଦାଶ):ଚଳିତ ବର୍ଷ ରାଜ୍ୟ ସରକାରଙ୍କ ଧାନ ସଂଗ୍ରହ ନୀତି ବାଟବଣା ହୋଇଯାଇଛି। ଡବଲ ଇଞ୍ଜିନ ଲୋକଙ୍କ ସରକାର କହି କହି କେବଳ ବାହାସ୍ଫୋଟ ମାରୁଛନ୍ତି।...

ବାଂଲାଦେଶରେ ପ୍ରତି ୫ ଜଣରେ ଜଣେ ଥିଲେ ହିନ୍ଦୁ, ହେଲେ ପ୍ରତିବର୍ଷ କମୁଛି ହିନ୍ଦୁଙ୍କ ସଂଖ୍ୟା, ଗତ ୩ ବର୍ଷରେ…

ଢାକା,୨୬।୧୨: ବାଂଲାଦେଶ ଆଜି ବିଶ୍ୱର ସବୁଠାରୁ ଘନ ଜନସଂଖ୍ୟା ବିଶିଷ୍ଟ ଦେଶମାନଙ୍କ ମଧ୍ୟରୁ ଗୋଟିଏ। ୱାଲର୍‌ଡମିଟର ଅନୁଯାୟୀ, ଏହାର ମୋଟ ଜନସଂଖ୍ୟା ୧୭୬.୬ ନିୟୁତ ଅତିକ୍ରମ...

Bangladesh elections: ତାରିକ ଫେରିବା ପରେ ହାତ ମିଳାଇଲେ ଦୁଇ ଭାରତ ବିରୋଧୀ ଦଳ, ଜାଣନ୍ତୁ କ’ଣ କହୁଛି ରାଜନୈତିକ ସମିକରଣ

ଢାକା,୨୬।୧୨: ବାଂଲାଦେଶରେ ଫେବୃଆରୀରେ ଜାତୀୟ ର୍ନିବାଚନ ହେବାକୁ ଯାଉଛି, ଯାହା ରାଜନୈତିକ କାର୍ଯ୍ୟକଳାପକୁ ବୃଦ୍ଧି କରୁଛି। ଏହାକୁ ଦୃଷ୍ଟିରେ ରଖି, ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର...

ଛାତିଥରା…ସ୍ତ୍ରୀ ଉପରେ ପେଟ୍ରୋଲ ଢାଳି ଜୀଅନ୍ତା ଜାଳିଦେଲେ ସ୍ବାମୀ, ପରେ ଝିଅକୁ ବି ଠେଲିଦେଲେ

ନୂଆଦିଲ୍ଲୀ,୨୬।୧୨: ତେଲେଙ୍ଗାନାର ହାଇଦ୍ରାବାଦରୁ ଏକ ଭୟଙ୍କର ଘଟଣା ସାମ୍ନାକୁ ଆସିଛି । ଏଠାରେ ସନ୍ଦେହ ହେତୁ ଜଣେ ମାନସିକ ବିକୃତ ବ୍ୟକ୍ତି ନାଲ୍ଲାକୁଣ୍ଟା ଅଞ୍ଚଳରେ ତାଙ୍କ...

Bangladesh Violence: ବାଂଲାଦେଶ ଫେରୁ ଫେରୁ ତାରିକ ଅହମଦଙ୍କୁ କାହିଁକି ଫୋନ କଲେ ୟୁନୁସ? ପିତାଙ୍କ କବର ସ୍ଥଳକୁ ଯିବେ ‘ଡାର୍କ ପ୍ରିନ୍ସ’

ଢାକା,୨୬।୧୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର କାର୍ଯ୍ୟକାରୀ ସଭାପତି ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ପୁଅ ତାରିକ ରହମାନ ୧୭ ବର୍ଷ ପରେ ଗୁରୁବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri