ମା’ ହେଲେ ତମନ୍ନା: ନମିତା ଅଗ୍ରଓ୍ବାଲ୍‌ଙ୍କ ଘରକୁ ଆସିଲା ନୂଆ ଅତିଥି

ଓଲିଉଡ୍‌ ଅଭିନେତ୍ରୀ ତଥା ଲୋକପ୍ରିୟ କଣ୍ଠଶିଳ୍ପୀ ନମିତା ଅଗ୍ରୱାଲଙ୍କ ବୋହୂ ତମନ୍ନା ବ୍ୟାସ ମା’ ହୋଇଛନ୍ତି। ସେ ଏବଂ ସ୍ବାମୀ ସିଦ୍ଧାର୍ଥ ଅଗ୍ରଓ୍ବାଲ୍‌ ଇନ୍‌ଷ୍ଟ୍ରଗାମରେ ଏକ ଭିଡିଓ ଶେୟାର କରି ଏହି ଖୁସିଖବର ପ୍ରଶଂସକଙ୍କ ସହ ଶେୟାର କରିଛନ୍ତି। ତମନ୍ନା ଏକ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି। କିଛିଦିନ ତଳେ ନମିତା ଏକ ପାର୍ଟିରେ ତାଙ୍କ ଘରକୁ ନୂଆ ଅତିଥି ଆସିବାର ଅଛି ବୋଲି ପ୍ରଶଂସକଙ୍କୁ ସୂଚନା ଦେଇଥିଲେ।
୨୦୨୪ ମସିହା ଜାନୁୟାରୀରେ ସିଦ୍ଧାର୍ଥ ଟିଭିର ମୁଖ୍ୟ କାର୍ଯ୍ୟନିର୍ବାହୀ ସିଦ୍ଧାର୍ଥ ତମନ୍ନାଙ୍କୁ ବିବାହ କରିଥିଲେ। ତମନ୍ନା ଓଲିଉଡ୍‌ରେ ନିଜ ଅଭିନୟ ସହ ପ୍ରଶଂକଙ୍କ ହୃଦୟ ଜିତିଛନ୍ତି। ବ୍ଲାକମେଲ, ସୁପର ବୟ ଭାଇନା କଣ କଲା ସେ, ନିଝୁମ ରାତିର ସାଥି, ପ୍ରେମ କୁମାର, ଭଳି ଫିଲ୍ମରେ ଅଭିନୟ କରି ଓଡ଼ିଶାର ଘରେ ଘରେ ପରିଚୟ ହାସଲ କରିଛନ୍ତି।

 

View this post on Instagram

 

A post shared by Tamanna Vyas (@tamannaofficial_)

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କୁ ଜୋରଦାର ଝଟ୍‌କା ଦେଲେ ପୁଟିନ-ମୋଦି! ବିଶ୍ୱରେ ଚହଳ

ନୂଆଦିଲ୍‌ଲୀ,୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ତାଙ୍କ ଆଗମନ ଭାରତ ପାଇଁ ଖୁସିର ଖବର ଆଣିଛି। ଗୁରୁବାର ଆମେରିକୀୟ...

ପ୍ରଶଂସକଙ୍କ ପାଇଁ ଖୁସିଖବର: ଦକ୍ଷିଣ ଆଫ୍ରିକା ODI ସିରିଜ ପରେ ଟି-୨୦କୁ ଫେରିବେ ରୋହିତ!

ନୂଆଦିଲ୍ଲୀ,୫।୧୨: ରୋହିତ ଶର୍ମା ଭାରତୀୟ ଘରୋଇ କ୍ରିକେଟ ପ୍ରତି ଏତେ ପ୍ରତିବଦ୍ଧତା ଦେଖାଉଛନ୍ତି ଯେ ସେ କେବଳ ଲିଷ୍ଟ ଏ କ୍ରିକେଟ ନୁହେଁ ବରଂ ଟି-୨୦...

ପ୍ରଶ୍ନପତ୍ର ଲିକ୍‌: ବାତିଲ ହେଲା ଏଏନ୍‌ଏମ୍‌ ପରୀକ୍ଷା, ନିରାଶରେ ଫେରିଲେ ପରୀକ୍ଷାର୍ଥୀ

ଗଜପତି,୫।୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଏଏନ୍‌ଏମ୍‌ ପରୀକ୍ଷା ବାତିଲ ହୋଇଛି। ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ନେଇ ଆଜି ବିଧାନସଭା ଗୃହରେ କଂଗ୍ରେସ ବିଧାୟକ ରାଜନ...

ମହୁଲି ଭାଟି ଉପରେ ପୋଲିସର ଚଢ଼ାଉ, ମଦ ରନ୍ଧା ସାମଗ୍ରୀରେ ଲଗାଇଦେଲା ନିଆଁ

ପାଟଣା,୫ା୧୨(ବୀରକିଶୋର ଦାଶ): ବେଆଇନଦେଶୀ ମହୁଲି ଭାଟି ଉପରେ ପୋଲିସ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ମହୁଲି ମଦ ସହ ପୋଚ ନଷ୍ଟ କରିଛି। କେନ୍ଦୁଝର ଜିଲାତୁରୁମୁଙ୍ଗା...

ଓ୍ବାସିମ ଆକ୍ରମଙ୍କୁ ଟପିଲେ ଷ୍ଟାର୍କ

ବ୍ରିସବେନ,୫ା୧୨: ଅଷ୍ଟ୍ରେଲିଆ-ଇଂଲଣ୍ଡ ମଧ୍ୟରେ ଗୁରୁବାରଠାରୁ ଦ୍ୱିତୀୟ ଆଶେସ ଟେଷ୍ଟ ଆରମ୍ଭ ହୋଇଯାଇଛି। ଟେଷ୍ଟ କ୍ରିକେଟରେ ଅଷ୍ଟ୍ରେଲିଆର ଫାଷ୍ଟ ବୋଲର ମିଚେଲ ଷ୍ଟାର୍କ ସବୁଠୁ ସଫଳ ବାମହାତୀ...

ସାମ୍ନାକୁ ଆସିଲା ବିରାଟ-ରୋହିତଙ୍କ ସୁରକ୍ଷାରେ ବଡ଼ ତ୍ରୁଟି, ଟିମଙ୍କ ସହ ବୁଲିଲେ ଅପରାଧି!

ରାୟପୁର,୫।୧୨: ରାୟପୁରରେ ଖେଳାଯାଇଥିବା ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଏକଦିବସୀୟ ମ୍ୟାଚ ସମୟରେ ଖେଳାଳିଙ୍କ ସୁରକ୍ଷାରେ ବଡ଼ ଅବହେଳାର ପର୍ଦ୍ଦାଫାସ ହୋଇଛି। ଏହି...

ୟୁକ୍ରେନ ସହିତ ଶେଷ ହେବ ଯୁଦ୍ଧ: ମୋଦିଙ୍କ ସହ ବୈଠକରେ ବଡ଼ ସଙ୍କେତ ଦେଲେ ପୁଟିନ, କହିଲେ…

ନୂଆଦିଲ୍ଲୀ,୫।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଦିଲ୍ଲୀର ହାଇଦ୍ରାବାଦ ହାଉସରେ ସାକ୍ଷାତ ହୋଇଛି। ବୈଠକ ସମୟରେ ଏକ ପ୍ରମୁଖ ଭୂରାଜନୈତିକ...

ଲୁହା ଜଞ୍ଜିରରେ ଛାତ୍ରଙ୍କ ଗୋଡ଼କୁ ବାନ୍ଧିବା ଘଟଣାରେ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ପ୍ରଧାନ ଶିକ୍ଷକ-ସହକାରୀ ଶିକ୍ଷକ

ନୀଳଗିରି, ୫।୧୨ (ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଳକ ବେଗୁନିଆ ପଞ୍ଚାୟତ ବେଗୁନିଆ ୟୁପି ବିଦ୍ୟାଳୟ ଛାତ୍ରାବାସରେ ଜଣେ ଚତୁର୍ଥ ଶ୍ରେଣୀର ଛାତ୍ରଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri