ତମନ୍ନାଙ୍କ ବୋଲ୍ଡ ଲୁକ

ମୁମ୍ବାଇ: ତେଲଗୁ, ତାମିଲ ଓ ହିନ୍ଦୀ ସହ ଆଉ କିଛି ଭାଷାର ଫିଲ୍ମରେ ନଜର ଆସିଛନ୍ତି ତମନ୍ନା ଭାଟିଆ । ସେ ତାଙ୍କ ଅଭିନୟକୁ ନେଇ ଯେତିକି ଚର୍ଚ୍ଚିତି ସେତିକି ଚର୍ଚ୍ଚିତ ତାଙ୍କ ଷ୍ଟାଇଲିସ ଲୁକକୁ ନେଇ । କୋଟି କୋଟି ଦର୍ଶକଙ୍କ ପସନ୍ଦର ଏହି ନାୟିକା ସବୁବେଳେ ତାଙ୍କ ଫ୍ୟାନଙ୍କ ସହ ଯୋଡି ହୋଇ ରହିବାକୁ ପସନ୍ଦ କରିଥାଆନ୍ତି । ଏଥିପାଇଁ ତମନ୍ନା ସୋସିଆଲ ମିଡିଆରେ ଖୁବ ଆକ୍ଟିଭ । କିଛି କିଛି ସମୟ ବ୍ୟବଧାନରେ ସେ ସୋସିଆଲ ମିଡିଆରେ ଫଟୋ ଓ ଭିଡିଓ ଶେୟାର କରି ଦର୍ଶକଙ୍କ ନିକଟତର ହୋଇଥାଆନ୍ତି । ନିକଟରେ ଏମିତି କିଛି ଫଟୋ ତମନ୍ନା ଶେୟାର କରିଛନ୍ତି ଯାହାକୁ ଦେଖି ପ୍ରଶଂସକ ଆଖି ଫେରାଇବା ମୁସ୍କିଲ ହୋଇ ପଡିଛି । ନିକଟରେ ସେ ଏକ ଫଟୋ ଶୁଟ୍ କରିଥିବା ବେଳେ ଏଥିରେ ତାଙ୍କ ବୋଲ୍ଡ ଅବତାର ଦେଖିବାକୁ ମିଳିଛି । ପିଙ୍କ କଲର ସାର୍ଟ ସହ ମିନିସ୍କଟରେ ନଜର ଆସିଛନ୍ତି ଅଭିନେତ୍ରୀ । ଆଉ ଲାଇଟ ମେକଅପରେ ନିଜର ଲୁକକୁ କମ୍ପ୍ଲିଟ କରିଛନ୍ତି । ହେଲେ ଟିକେ ବୋଲଡ ହେବାକୁ ଯାଇ ତମନ୍ନା ସାର୍ଟର ବଟମ ଖୋଲି ଦେଇଛନ୍ତି । ଆଉ ତମନ୍ନାଙ୍କ ଏହି ଫଟୋ ତାଙ୍କ ପ୍ରଶଂସକଙ୍କୁ ବେଶ ପସନ୍ଦ ଆସିଛି ।
ୱେବ ସିରିଜରେ ଡେବ୍ୟୁ କରି ସାରିଥିବା ତମନ୍ନା ଖୁବଶୀଘ୍ର ମୁଭି ‘ବୋଲୋ ଚୁଡିୟାଁ’ରେ ନବାଜୁଦ୍ଦିନ ସିଦ୍ଦିକିଙ୍କ ସହ ନଜର ଆସିବେ ବୋଲି ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ଯୁଦ୍ଧ ବିରତି ପରେ ବି ଚାଲିଛି ଯୁଦ୍ଧ: ଲେବାନନ ଉପରେ ଆକ୍ରମଣ କଲା ଇସ୍ରାଏଲ, ଇରାନ ନେଲା ପ୍ରତିଶୋଧ

ଜେରୁଜେଲମ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ହେବାର କିଛି ଘଣ୍ଟା ପରେ, ମଧ୍ୟପ୍ରାଚ୍ୟରେ ପରିସ୍ଥିତି ପୁଣି ଖରାପ ହୋଇଗଲା। ଇସ୍ରାଏଲ ଲେବାନନ ଉପରେ ଏକ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ଭିଣେଇଙ୍କୁ ରାଣୀଡୁଡୁମା ବୁଲେଇବାକୁ ଆଣି ପାଣିରେ ବୁଡି ଶଳାଙ୍କ ମୃତ୍ୟୁ

ନନ୍ଦପୁର,୯।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ବୁଲି ଆସିଥିବା ଭିଣେଇଙ୍କୁ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ନନ୍ଦପୁର ରାଣୀଡୁଡୁମାକୁ ବୁଲେଇବାକୁ ଆଣିଥିବା ଶଳାଙ୍କ ଗୁରୁବାର ପାଣିରେ ବୁଡି ମୃତ୍ୟୁ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri