ଇମୋଶନାଲ ହେଲେ ତମନ୍ନା

ମୁମ୍ବାଇ: ଗତ କିଛିଦିନ ହେବ ଚର୍ଚ୍ଚାରେ ରହୁଛନ୍ତି ଅଭିନେତ୍ରୀ ତମନ୍ନା ଭାଟିଆ। ବିଜୟ ବର୍ମାଙ୍କ ସହ ତାଙ୍କ ରିଲେସନଶିପକୁ ନେଇ ସେ ଯେବେଠାରୁ ଅଫିସିୟାଲି ଘୋଷଣା କରିଛନ୍ତି ସେବେଠାରୁ ସେ ଚର୍ଚ୍ଚାରେ ରହି ଆସୁଛନ୍ତି। ଏବେ ସେ ବିଜୟ ବର୍ମାଙ୍କ ସହ ତାଙ୍କ ପ୍ରଥମ ପ୍ରୋଜେକ୍ଟ ‘ଲଷ୍ଟ ଷ୍ଟୋରିଜ ୨’ର ପ୍ରମୋଶନରେ ବିଜି ଅଛନ୍ତି। ଏହି ବିଜି ସିଡ୍ୟୁଲ ଭିତରେ ସୋମବାର ରାତିରେ ତାଙ୍କୁ ମୁମ୍ବାଇ ବିମାନ ବନ୍ଦରରେ ସ୍ପଟ କରାଯାଇଥିଲା। କଥାହେଲା ବିମାନ ବନ୍ଦରରେ ତାଙ୍କର ଜଣେ ପ୍ରଶଂସକଙ୍କଠାରୁ ଏକ ପ୍ୟାରାସା ସରପ୍ରାଇଜ ମିଳିବାରୁ ଅଭିନେତ୍ରୀ ଇମୋଶନାଲ ହୋଇଯାଇଥିଲେ। ଏହାର ଏକ ଭିଡିଓ ଏବେ ଭାଇରାଲ ହେଉଛି।

ଭାଇରାଲ ଭିଡିଓରେ ଦେଖିବାକୁ ମିଳିଛି ଯେ ଅଭିନେତ୍ରୀଙ୍କ ପ୍ରଶଂସକ ଏକ ଫୁଲତୋଡା ନେଇ ତାଙ୍କ ନିକଟକୁ ଆସୁଛନ୍ତି ଓ ତାଙ୍କ ପାଦ ଛୁଇଁ ମୁଣ୍ଡିଆ ମାରୁଛନ୍ତି। କେବଳ ସେତିକି ନୁହେଁ ପ୍ରଶଂସକଙ୍କ ହାତରେ ନିଜର ଟାଟୁ ଦେଖି ଭାବବିହ୍ବଳ ହୋଇଯାଇଥିଲେ ଅଭିନେତ୍ରୀ। ଟାଟୁ ସହ ଉକ୍ତ ପ୍ରଶଂସକ ଲେଖିଥିଲେ , ‘ଆଇ ଲଭ ୟୁ ତମନ୍ନା’। ଏହାକୁ ଦେଖି ଅଭିନେତ୍ରୀ ଭାବୁକ ହୋଇଯିବା ସହ ପ୍ରଶଂସକଙ୍କୁ କୁଣ୍ଡାଇ ପକାଇଥିଲେ। ଏହାକୁ ବିଶ୍ୱାସ କରିପାରି ନ ଥିଲେ ତମନ୍ନା। ପରେ ସେ ତାଙ୍କୁ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରେକଅପ୍‌ ପରେ ଭାଙ୍ଗିପଡ଼ିଥିଲେ ବିଜୟ, ସମ୍ଭାଳିଥିଲେ ରଶ୍ମିକା! ଚମକାଇଲା ଅଭିନେତାଙ୍କ ବଡ଼ ଖୁଲାସା

ମୁମ୍ବାଇ: ତେଲୁଗୁ ସିନେମାର ଲୋକପ୍ରିୟ ଅଭିନେତା ବିଜୟ ଦେବରକୋଣ୍ଡା ନିକଟରେ ଏକ ଇଭେଣ୍ଟରେ ନିଜ ବ୍ୟକ୍ତିଗତ ଜୀବନ ଓ ଅଭିନେତ୍ରୀ ରଶ୍ମିକା ମନ୍ଦାନାଙ୍କ ସ୍ବାସ୍ଥ୍ୟ ସମ୍ପର୍କରେ ଅନେକ…

ସଫଳତା ପାଇଁ ଗଞ୍ଜାମ ଏନ୍‌ଏସି ପୁରସ୍କୃତ: ମିଳିଲା ୨ କୋଟି ଟଙ୍କାର ଚେକ୍, ମୁଖ୍ୟମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କଲେ…

ଗଞ୍ଜାମ, ୩୧/୮ (ବିଦ୍ୟାଧର ସାହୁ): ୨୦୨୫-୨୬ ଆର୍ଥିକ ବର୍ଷରେ ରାଜସ୍ୱ ଆଦାୟ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ତଥା ଉଲ୍ଲେଖନୀୟ ସଫଳତା ପାଇଁ ଗଞ୍ଜାମ ଏନ୍‌ଏସି ପୁରସ୍କୃତ ହୋଇଛି।…

ସରକାରଙ୍କ ବଡ଼ ନିଷ୍ପତ୍ତି: ଲିଟର ପିଛା ୩ ଟଙ୍କା ବଢ଼ିଲା କ୍ଷୀର ଦାମ୍‌

ନୂଆଦିଲ୍ଲୀ,୩୧।୮: ତାମିଲନାଡୁ ସରକାର ରାଜ୍ୟର ଦୁଗ୍ଧ ଚାଷୀଙ୍କୁ ଆଶ୍ୱସ୍ତି ଦେଇ ଆଭିନ ପାଇଁ କ୍ଷୀର କ୍ରୟ ମୂଲ୍ୟ ପୁଣିଥରେ ବୃଦ୍ଧି କରିବାକୁ ଘୋଷଣା କରିଛନ୍ତି। ସୋମବାର ମୁଖ୍ୟମନ୍ତ୍ରୀ…

ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟ ପରିସରରୁ ଦିବ୍ୟାଙ୍ଗ ନାବାଳିକା ଅପହରଣ: ଯୁବକ ଗିରଫ, ବଳାତ୍କାର ମାମଲାରେ…

ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ): ଛତ୍ରପୁର ସରକାରୀ ଉପଖଣ୍ଡ ଚିକିତ୍ସାଳୟ ପରିସରରୁ ଜଣେ ୫ ବର୍ଷୀୟା ଦିବ୍ୟାଙ୍ଗ ନାବାଳିକାଙ୍କୁ ଅପହରଣ ଘଟଣାରେ ଛତ୍ରପୁର ପୋଲିସ ଜଣେ ଯୁବକଙ୍କୁ…

୪୦ ବର୍ଷ ବୟସରେ ମା’ ହେବେ ଏହି ଅଭିନେତ୍ରୀ: ପ୍ରଶଂସକଙ୍କୁ ଦେଲେ ଗୁଡ୍‌ନ୍ୟୁଜ୍‌

ଟିଭି ତଥା ଚଳଚ୍ଚିତ୍ର ଅଭିନେତ୍ରୀ କାଶ୍ମୀରା ଇରାନୀ ଖୁବଶୀଘ୍ର ମା’ ହେବାକୁ ଯାଉଛନ୍ତି। ୪୦ ବର୍ଷ ବୟସରେ ପ୍ରଶଂସକଙ୍କ ଏହି ଖୁସି ଖବର ଶେୟାର କରିଛନ୍ତି କାଶ୍ମୀରା।…

Read more

କଟକ,୩୧।୮(ପ୍ରଭୁକଲ୍ୟାଣ ପାଲ୍): ଉଦ୍ଧାର ହେଲେ ୭ ବର୍ଷୀୟା ନାବାଳିକା । ଗତ ଦୁଇ ଦିନ ପୂର୍ବରୁ କଟକ ଶିଖରପୁର ନିକଟସ୍ଥ ରେଳ ଷ୍ଟେଶନ ନିକଟରୁ ଅପହରଣ ହୋଇଥିଲେ…

ସେପ୍ଟେମ୍ବର ଆରମ୍ଭରୁ ଏହି ୩ ରାଶିଙ୍କ ଉପରେ ବିପଦ! ଶନି-ଶୁକ୍ରଙ୍କ ଷଡ଼ାଷ୍ଟକ ଯୋଗ କରିବ ସର୍ବନାଶ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଆସନ୍ତା ୨ ସେପ୍ଟେମ୍ବରରେ ଶୁକ୍ର ଗ୍ରହ ରାଶି ପରିବର୍ତ୍ତନ କରିବେ। ଶୁକ୍ର କନ୍ୟା ରାଶିରୁ ବାହାରି ତୁଳା ରାଶିରେ ଗୋଚର କରିବେ। ଅନ୍ୟପଟେ…

ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବାକୁ ଯାଉଥିଲେ ବୈଭବ, ହେଲେ…

ନୂଆଦିଲ୍ଲୀ,୩୧।୮: ଦୁଲୀପ ଟ୍ରଫି ସେମିଫାଇନାଲରେ ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ପୁଣିଥରେ ଚର୍ଚ୍ଚା ସୃଷ୍ଟି କରିଛନ୍ତି। ଇଷ୍ଟ ଜୋନ ପକ୍ଷରୁ ସେଣ୍ଟ୍ରାଲ ଜୋନ ବିପକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri