୧୮ ବର୍ଷର ନିୟମ ଭାଙ୍ଗିଲେ ତମନ୍ନା, ଦେଲେ ଅନ୍‌ସ୍କ୍ରିନ୍‌ ଚୁମ୍ବନ

ମୁମ୍ବାଇ: ସାଉଥ୍‌ ଏବଂ ବଲିଉଡ୍‌ ଫିଲ୍ମ ଇଣ୍ଡଷ୍ଟ୍ରିରେ ଜଣାଶୁଣା  ଅଭିନେତ୍ରୀ ତମନ୍ନା ଭାଟିଆ ପ୍ରେମ କାହାଣୀକୁ ନେଇ ଚର୍ଚ୍ଚାରେ ଅଛନ୍ତି।  ବିଜୟ ବର୍ମାଙ୍କ ସହ ତାଙ୍କର ଡେଟିଂକୁ କିଛି ଦିନ ପୂର୍ବରୁ ତମନ୍ନା ନିଶ୍ଚିତ କରିଛନ୍ତି। ସେ ତାଙ୍କ ପ୍ରେମ ଜୀବନ ବିଷୟରେ ଏକ ସୂଚନା ଦେଇ ଅଭିନେତାଙ୍କୁ ‘ହାପି ପ୍ଲେସ୍‌’ ବୋଲି କହିଥିଲେ। ତାଙ୍କୁ ବିଜୟ ବର୍ମାଙ୍କ ସହ ‘ଲଷ୍ଟ ଷ୍ଟୋରି-୨’ରେ ମଧ୍ୟ ଦେଖିବାକୁ ମିଳିବ। ଅନ୍ୟପକ୍ଷରେ, ତମନ୍ନା ୧୮ ବର୍ଷରୁ ଅଧିକ ସମୟ ଧରି ଅଭିନୟ ଜଗତରେ ଅଛନ୍ତି ଏବଂ ତାଙ୍କ କ୍ୟାରିୟରରେ ସେ ସର୍ବଦା ସ୍ବଚ୍ଛ ଭୂମିକାରେ ନଜର ଆସିଛନ୍ତି।

ପରଦାରେ ଚୁମ୍ବନ ଦୃଶ୍ୟ କିମ୍ବା ରୋମାଣ୍ଟିକ ଦୃଶ୍ୟ ଉପରେ ତମନ୍ନାଙ୍କୁ କେବେବି ଦେଖାଯାଇ ନ ଥିଲା, କିନ୍ତୁ ବର୍ତ୍ତମାନ ଅଭିନେତ୍ରୀ ନିଜର ୧୮ବର୍ଷର ନିୟମ ଭାଙ୍ଗିଛନ୍ତି। ଅଭିନେତ୍ରୀଙ୍କୁ ଅନ୍‌-ସ୍କ୍ରିନରେ ଚୁମ୍ବନ ଦେଉଥିବାର ଦେଖିବାକୁ ମିଳିଛି। ‘ଲଷ୍ଟ ଷ୍ଟୋରି-୨’ରେ ସେ ଚୁମ୍ବନ ଦେଇଛନ୍ତି।

ଏହାର କାରଣ ମଧ୍ୟ ସେ ଏକ ସାକ୍ଷାତକାରରେ କହିଛନ୍ତି। ସେ କହିଛନ୍ତି, ମୁଁ ଚାହୁଁ ନ ଥିଲି ଏହି ନିୟମ ଭାଙ୍ଗିବାକୁ। ମାତ୍ର ସ୍କ୍ରିପ୍ଟକୁ ଦେଖି କରିବାକୁ ଯାଉଛି। ମୁଁ ସେହି ଲୋକଙ୍କୁ କିସ୍‌ ଦେବି, ଯାହାଙ୍କ ସହ ଅଧିକ ଅନ୍ତରଙ୍ଗ। ତେଣୁ ସେ ବିଜୟଙ୍କୁ ହିଁ ଏହି ସିନ୍‌ରେ ଚୁମ୍ବନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri