Posted inଜାତୀୟ

ହସ୍ପିଟାଲରେ ଭୟାଭୟ ଅଗ୍ନିକାଣ୍ଡ, ୭ ମୃତ ଆଶଙ୍କା

ଚେନ୍ନାଇ, ୧୨।୧୨: ଗୁରୁବାର ଦକ୍ଷିଣ ତାମିଲନାଡୁ ଡିଣ୍ଡିଗୁଲ ଜିଲାର ଏକ ଘରୋଇ ଡାକ୍ତରଖାନାରେ ଅଗ୍ନିକାଣ୍ଡ ଘଟି ଅତି କମରେ ୭ ଜଣଙ୍କର ମୃତ୍ୟୁ ଘଟିଥିବା ଆଶଙ୍କା କରାଯାଉଛି। ସ୍ଥାନୀୟ ମିଡିଆ ରିପୋର୍ଟ ଅନୁଯାୟୀ ଚାରି ମହଲା ବିଶିଷ୍ଟ ଡାକ୍ତରଖାନା ଲିଫ୍ଟରେ ମଧ୍ୟ କିଛି ଲୋକ ଫସି ରହିଥିଲେ।

ଅତିକମରେ ଦୁଇ ଜଣ ନିଆଁରେ ଜଳି ମୃତ୍ୟୁ ବରଣ କରିଥିବା ବେଳେ ଅନ୍ୟ ତିନି ଜଣ ଅଣନିଶ୍ୱାସୀ ହୋଇ ମୃତ୍ୟୁବରଣ କରିଥିଲେ। ଡାକ୍ତରଖାନାରେ ବ୍ୟାପିଥିବା ଏହି ଅଗ୍ନିକାଣ୍ଡରେ ଆଉ ଦୁଇଜଣଙ୍କର ମୃତ୍ୟୁ ହୋଇଥିବା ମିଡିଆ ରିପୋର୍ଟରୁ ଜଣାପଡିଛି।

ଡାକ୍ତରଖାନାରେ ଫସି ରହିଥିବା ଲୋକଙ୍କୁ ଉଦ୍ଧାର  କରାଯାଇଛି।  ନିଆଁ ବର୍ତ୍ତମାନ ନିୟନ୍ତ୍ରଣକୁ ଆସିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରେ ଚାଞ୍ଚଲ୍ୟ: ଭାଜପା ନେତା ଶୁଭେନ୍ଦୁ ଅଧିକାରୀଙ୍କ PAଙ୍କୁ ଗୁଳି କରି ହତ୍ୟା, ବାଜିଛି ୩ ରାଉଣ୍ଡ ଗୁଳି

କୋଲକାତା,୬।୫: ପଶ୍ଚିମବଙ୍ଗରୁ ବଡ଼ ଖବର ସାମ୍ନାକୁ ଆସିଛି। ଭାଜପାର ବରିଷ୍ଠ ନେତା ତଥା ବିରୋଧୀ ଦଳ ନେତା ଶୁଭେନ୍ଦୁ ଅଧିକାରୀଙ୍କ ବ୍ୟକ୍ତିଗତ ସହକାରୀ (PA) ଚନ୍ଦ୍ରନାଥ ରଥଙ୍କୁ…

ବିଶ୍ବରେ ଚହଳ! ଇରାନକୁ ଖୋଲା ଧମକ ଦେଲେ ଟ୍ରମ୍ପ, ହର୍ମୁଜ୍‌ ନ ଖୋଲିଲେ ବୋମାମାଡ଼…

ଓ୍ବାଶିଂଟନ,୬ା୫: ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ପୁନର୍ବାର ଇରନକୁ ଧମକ ଦେଇଛନ୍ତି। ତୁରନ୍ତ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ ନ ଖୋଲିରେ ଅଧିକ ବୋମାମାଡ଼ ହେବ ବୋଲି…

କାଲି ତାମିଲନାଡୁରେ ହେବନି ଶପଥ ସମାରୋହ! ଟିଭିକେକୁ ସଂଖ୍ୟାଗରିଷ୍ଠତାର ପ୍ରମାଣ ମାଗିଲେ ରାଜ୍ୟପାଳ

ଚେନ୍ନାଇ,୬ା୫: ତାମିଲନାଡୁରେ ଗୁରୁବାର ହେବାକୁ ଥିବା ବିଜୟଙ୍କ ଶପଥ ଗ୍ରହଣ ସମାରୋହକୁ ସ୍ଥଗିତ ରଖାଯାଇପାରେ । ଥଲାପତି ବିଜୟଙ୍କ ନେତୃତ୍ୱାଧୀନ ତାମିଲାଗା ଭେଟ୍ଟ୍ରି କାଝଗମ୍‌ (ଟିଭିକେ) ତାମିଲନାଡୁରେ…

କିଏ ସେ ଅଗ୍ନିମିତ୍ରା ପଲ? ଦିଲ୍ଲୀରେ ପହଞ୍ଚିବା ପରେ ବଢ଼ିଲା ହଲଚଲ, ହେବେ କି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ…

କୋଲକାତା,୬।୫: ପଶ୍ଚିମବଙ୍ଗରେ ମମତା ବାନାର୍ଜୀଙ୍କ ଗଡ଼କୁ ଭାଙ୍ଗି ଭାଜପା ୨୦୭ଟି ଆସନ ସହ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏବେ ମୁଖ୍ୟମନ୍ତ୍ରୀ ଚୟନ ପାଇଁ ଦିଲ୍ଲୀରୁ କୋଲକାତା ପର୍ଯ୍ୟନ୍ତ…

ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ, ୧୦ ବେଳକୁ ହେବ….

ଭୁବନେଶ୍ବର,୬ା୫: ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ । ଏକ ମଡେଲ୍ ଅନୁଯାୟୀ ୧୦ରେ ଲଘୁଚାପ ଦାନା ବାନ୍ଧିବାର ସମ୍ଭାବନା ରହିଛି । ଶ୍ରୀଲଙ୍କା ଓ ତାମିଲନାଡୁ ଉପକୂଳରେ…

TMC ବିଧାୟକ ଦଳ ବୈଠକରେ ଗର୍ଜିଲେ ଦିଦି; ‘ବହିଷ୍କାର କରନ୍ତୁ,ଇସ୍ତଫା ଦେବିନି’

କୋଲକାତା,୬ା୫: TMC ବିଧାୟକ ଦଳ ବୈଠକରେ ଗର୍ଜିଲେ ମମତା ବାନାର୍ଜୀ । ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ଉପରେ ତୀବ୍ର ଆପତ୍ତି ପ୍ରକାଶ କରି, ଟିଏମସି ମୁଖ୍ୟ ମମତା…

ଆକ୍ସନ ମୋଡରେ ଶାହା; ୯ରେ ବଙ୍ଗଳାରେ ଶପଥ ଗ୍ରହଣ ସମାରୋହ, ୮ରେ ନିଷ୍ପତ୍ତି ହେବ ମୁଖ୍ୟମନ୍ତ୍ରୀଙ୍କ ନାମ!

କୋଲକାତା,୬ା୫: ପଶ୍ଚିମବଙ୍ଗରେ ଭାଜପାର ଐତିହାସିକ ବିଜୟ ପରେ, ନୂତନ ସରକାର ଗଠନ ପାଇଁ ପ୍ରସ୍ତୁତି ଏବେ ଜୋରଦାର ହୋଇଛି । ରାଜ୍ୟର ପ୍ରଥମ ଭାଜପା ମୁଖ୍ୟମନ୍ତ୍ରୀ ଏବଂ…

ଓଡ଼ିଶା ଚାଖିବ ଭିଏତନାମ ଡୁରିଆନ, ଦୁଇ ଦେଶ ମଧ୍ୟରେ ୧୦ ଚୁକ୍ତିନାମା

ନୂଆଦିଲ୍ଲ,୬ା୫: ଭାରତ ଏବଂ ଭିଏତନାମ ମଧ୍ୟରେ ସମ୍ପର୍କ ଆହୁରି ମଜବୁତ ହେବାକୁ ଯାଉଛି । ରାଷ୍ଟ୍ରପତି ଟୋ ଲାମଙ୍କ ଭାରତ ଗସ୍ତ ପରେ – ତାଙ୍କ ନିର୍ବାଚନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri