Posted inଜାତୀୟ

ବାତ୍ୟା ବୁରେଭିରେ ଚାଲିଗଲା ୭ ଜୀବନ: ବ୍ୟାପକ କ୍ଷୟକ୍ଷତି

ଚେନ୍ନାଇ, ୫।୧୨-ତାମିଲନାଡୁରେ ତାଣ୍ଡବ ମଚାଇଥିବା ସାମୁଦ୍ରିକ ବାତ୍ୟା ବୁରେଭିରେ ୭ ଜଣ ଲୋକ ପ୍ରାଣ ହରାଇଛନ୍ତି। ସେହିପରି ପ୍ରବଳ ବର୍ଷା ଯୋଗୁ ମାଟି ଘର ନଷ୍ଟ ହୋଇଥିବାବେଳେ ଅନେକ ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ପଡିଛି। ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ଇ.କେ. ପାଲାନିସ୍ବାମୀ ୧୦ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ଏଥିସହିତ ବାତ୍ୟାରେ ଘର ଓ ଗୋରୁଗାଈ ହରାଇଥିବା ଲୋକଙ୍କ ପାଇଁ କ୍ଷତିପୂରଣ ଘୋଷଣା କରାଯାଇଛି। ପ୍ରତ୍ୟେକ ଗୋରୁ ମାଲିକଙ୍କୁ ଗୋରୁ ପାଇଁ କ୍ଷତିପୂରଣ ହିସାବରେ ୩୦,୦୦୦, ଗୋଟିଏ ବାଛୁରୀ ପାଇଁ ୧୬,୦୦୦ ଏବଂ ଗୋଟିଏ ଛେଳି ପାଇଁ ୩୦୦୦ ଟଙ୍କା ପ୍ରଦାନ କରାଯିବ। ସାମୁଦ୍ରିକ ବାତ୍ୟା ବୁରେଭି ଯୋଗୁ ରାଜ୍ୟରେ ୧୯୬ ଗୋରୁଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି। ସେହିପରି ରିଲିଫ୍‌ ଓ ପୁନଃନିର୍ମାଣ କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି। ଏନ୍‌ଡିଆରଏଫ ଟିମ ଏଥିରେ ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫେରାର୍‌ ହେବାକୁ ଚେଷ୍ଟା କରୁଥିବାବେଳେ ଅଭିଯୁକ୍ତଙ୍କୁ କାବୁ କଲା ପୋଲିସ, ଜବତ ହେଲା…

ଆନନ୍ଦପୁର/ହାଟଡିହୀ,୮l୬(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ପୋଲିସ ବିଦେଶୀ ମଦ ରଖିବା ଏବଂ ବିକ୍ରି କରିବା ଅଭିଯୋଗରେ ସୋମବାର ପୁରୁଣାଘାଟି ଗ୍ରାମର ସନାତନ ହୋଙ୍କ…

ଇରାନ-ଇସ୍ରାଏଲ ମହାଯୁଦ୍ଧ ଆରମ୍ଭ! ବାଜିଲା ସାଇରନ, ୨୪ ଘଣ୍ଟାରେ ବଦଳିଗଲା ମଧ୍ୟପ୍ରାଚ୍ୟର ଚିତ୍ର

ତେହରାନ, ୮।୬: ପଶ୍ଚିମ ଇରାନରେ ପରବର୍ତ୍ତୀ ସୂଚନା ପର୍ଯ୍ୟନ୍ତ ସମସ୍ତ ବିମାନବନ୍ଦରକୁ ବନ୍ଦ କରିଦିଆଯାଇଛି। ସମସ୍ତ ଭାରତୀୟ ନାଗରିକଙ୍କୁ ଯଥାଶୀଘ୍ର ସମ୍ଭବ ଯେକୌଣସି ଉପାୟରେ ଇରାନ ଛାଡ଼ିବାକୁ…

ପ୍ରକଳ୍ପ ନାହିଁ ତ ଜମି ନାହିଁ, କମ୍ପାନୀ ଉପରେ ନିଆଯିବ କାର୍ଯ୍ୟାନୁଷ୍ଠାନ: ରାଜସ୍ବ ମନ୍ତ୍ରୀ

ଛତ୍ରପୁର,୮।୬(ଦିଲୀପ ସାମଲ): ମହେନ୍ଦ୍ରମେଳାରେ ଯୋଗଦେଇ ଛତ୍ରପୁର ସର୍କିଟ ହାଉସ ଆସିଥିବାବେଳେ କିଛି କମ୍ପାନୀମାନେ ପ୍ରକଳ୍ପ ପାଇଁ ଜମି ନେଇଥିବା ବେଳେ ତାହା କୌଣସି କାର୍ଯ୍ୟକାରୀ କରୁ ନ…

ଜଣକ ପରେ ଜଣେ ୨୦ ଏମ୍‌ପି ଛାଡ଼ିଲେ ସାଥ୍‌, ତଥାପି ‘ଦିଦି’ଙ୍କ ସହ ପାହାଡ଼ ଭଳି ଛିଡ଼ା ହେଲେ ଏହି ୨ ବିହାରୀ ବାବୁ! ଜାଣନ୍ତୁ ସେମାନେ କିଏ…

କୋଲକାତା, ୮।୬: ପଶ୍ଚିମବଙ୍ଗ ରାଜନୀତିରେ ଏହି ସମୟରେ ମମତା ବାନାର୍ଜୀ ଏବଂ ଟିଏମସି (TMC) ଉପରେ ଏକ ବଡ଼ ପ୍ରକମ୍ପନ ସୃଷ୍ଟି ହୋଇଛି। ଏହି ପ୍ରକମ୍ପନ ତୃଣମୂଳ…

ଚୋରାଚାଲାଣ କରୁଥିଲେ ଗଞ୍ଜେଇ, ପୋଲିସକୁ ଦେଖି ଭୟରେ ବାଇକ ସହ ଗଞ୍ଜେଇ ଛାଡି ଫେରାର୍‌ ମାରିଲେ ୨ ମାଫିଆ

ଡୁଙ୍ଗୁରିପାଲି, ୮।୬ (ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ସୋମବାର ସକାଳେ ପାଟ୍ରୋଲିଂ କରୁଥିବାବେଳେ ଶୁଖା-କର୍ଲାଯୁରୀ ରାସ୍ତାର ମହୁଲପାଲି ଛକରେ ଏକ ବାଇକ…

ଭବାନୀପାଟଣାରେ ଯୁବକଙ୍କୁ ଛୁରାମାଡ଼: ଗୁରୁତର ଅବସ୍ଥାରେ ବୁର୍ଲାରେ ଭର୍ତ୍ତିି

ଭବାନୀପାଟଣା,୮।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଶବରପଡ଼ାରେ ରବିବାର ରାତିରେ ଜଣେ ଯୁବକଙ୍କୁ ଛୁରାମାଡ଼ ହୋଇଛି। ଯୁବକଙ୍କ ନାମ ଶିବ ପ୍ରସାଦ ନାଏକ (୨୫)ବୋଲି ଜଣାପଡିଛି।…

ଉଜ୍ଜ୍ୱଳା ଯୋଜନା ହିତାଧିକାରୀଙ୍କୁ ବଡ଼ ଝଟ୍‌କା: କମିଲା ସବ୍‌ସିଡି, ଜାଣନ୍ତୁ ଏବେ କେତେ ମିଳିବ…

ନୂଆଦିଲ୍ଲୀ,୮।୬: ଉଜ୍ଜଳା ହିତାଧିକାରୀଙ୍କୁ ବଡ଼ ଝଟ୍‌କା। ସବ୍‌ସିଡି ସିଲିଣ୍ଡର ସଂଖ୍ୟା ୯ରୁ ୪କୁ ଖସିଲା। ଏହାର ଅର୍ଥ ହେଉଛି ଉଜ୍ଜ୍ୱଳା ଯୋଜନା ଅଧୀନରେ ଆସୁଥିବା ପରିବାରଗୁଡ଼ିକୁ ବର୍ଷକୁ…

ସପ୍ତାହେ ବିତିଲା ସରପଞ୍ଚଙ୍କ ଧାରଣା: ଦେଲେ ଚେତାବନୀ, ଯଦି ରାଜ୍ୟ ସରକାର ଭତ୍ତା ଟଙ୍କା ପ୍ରଦାନ ନ କରନ୍ତି…

ଦିଗପହଣ୍ଡି,୮।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଅଧୀନ ୨୫ ପଞ୍ଚାୟତ ଏବଂ ଦିଗପହଣ୍ଡି ଏନଏସି ଅଧୀନ ୧୦ ୱାର୍ଡର ୭୧୫ ହିତାଧିକାରୀଙ୍କୁ ଇନ୍ଦିରା ଗାନ୍ଧୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri