Posted inଜାତୀୟ

ଥିଏଟରରେ ଶତ ପ୍ରତିଶତ ଅକୁପେନ୍‌ସି ନିଷ୍ପତ୍ତିକୁ ବାତିଲ କଲା ତାମିଲନାଡୁ ସରକାର

ଚେନ୍ନାଇ,୮।୧- ସିନେମା ହଲ ଓ ମଲ୍ଟିପ୍ଲେକ୍ସରେ ଶତ ପ୍ରତିଶତ ଦର୍ଶକଙ୍କୁ ପ୍ରବେଶ ଅନୁମତିକୁ ଶୁକ୍ରବାର ବାତିଲ କରିଛି ତାମିଲନାଡୁ ସରକାର। କିନ୍ତୁ ସରକାର ସ୍ବତନ୍ତ୍ର ଶୋକୁ ସ୍କ୍ରିନିଂ ପାଇଁ ଥିଏଟରଗୁଡ଼ିକୁ ଅନୁମତି ଦେଇଛନ୍ତି।

ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି କରାଯାଇଥିବା ବିଜ୍ଞପ୍ତିରେ କୁହାଯାଇଛି, ସିନେମା ହଲ ଓ ମଲ୍ଟିପ୍ଲେକ୍ସରେ ୫୦ ପ୍ରତିଶତ ଦର୍ଶକ ଏକାଠି ବସିପାରିବେ। ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଏହାକୁ ତୁରନ୍ତ କାର୍ଯ୍ୟକାରୀ କରାଯାଉ। ଚଳିତ ମାସ ୧୧ ତାରିଖ ପର୍ଯ୍ୟନ୍ତ ସିନେମା ହଲରେ ୫୦ ପ୍ରତିଶତରୁ ଅଧିକ ଦର୍ଶକଙ୍କୁ ଏକାଠି ବସିବାକୁ ଅନୁମତି ନ ଦେବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ ମାଦ୍ରାସ ହାଇ କୋର୍ଟ । ଅତିକମ୍‌ରେ ଭ୍ୟାକ୍‌ସିନ ଆସିବା ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ହାଇକୋର୍ଟର ମୁଖ୍ୟ ବିଚାରପତି ସଞ୍ଜୀବ ବାନାର୍ଜୀ ଓ ଜଷ୍ଟିସ ସେନ୍‌ଥିଲକୁମାର ରାମାତୁର୍ଥୀଙ୍କ ନେଇ ଗଠିତ ଖଣ୍ଡପୀଠ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଦେଶବ୍ୟାପୀ ବିକ୍ଷୋଭ ଡାକରା: ଜାଣନ୍ତୁ କ’ଣ ଖୋଲା, କ’ଣ ବନ୍ଦ

ନୂଆଦିଲ୍ଲୀ,୨୪ା୭: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି)ର ଗତ ୨୦ ତାରିଖ ଚଲୋ ସଂସଦ ଅଭିଯାନ ବେଳେ ଛାତ୍ରୀଛାତ୍ରଙ୍କ ଉପରେ ଲାଠିମାଡ଼ କରାଯିବାରୁ ଅନେକେ ଆହତ ହୋଇଥିଲେ। ପୋଲିସ…

ଦୟାକରି ଘରକୁ ଫେରିଯାଅ…ଆନ୍ଦୋଳନରତ ଛାତ୍ରଛାତ୍ରୀମାନଙ୍କୁ ସଲମାନ କଲେ ଏଭଳି ଅପିଲ୍‌

ନୂଆଦିଲ୍ଲୀ: ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଏବଂ ପେପର୍ ଲିକ୍ ପ୍ରସଙ୍ଗକୁ ନେଇ ବଲିଉଡ୍ ଅଭିନେତା ସଲମାନ ଖନ୍ ପୁଣିଥରେ ଏକ ଗୁରୁତ୍ୱପୂର୍ଣ୍ଣ ସୋସିଆଲ ମିଡିଆ…

ପୋଲିସ ଗାଡ଼ି ଅଟକାଇ ଚର୍ଚ୍ଚାରେ ଯୁବତୀ, ଭିଡିଓ ଭାଇରାଲ

ମୁମ୍ବାଇ, ୨୩।୭ : କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଛାତ୍ର ଆନ୍ଦୋଳନ ଚାଲିଥିବା ବେଳେ ମୁମ୍ବାଇର ଦାଦର ନିକଟସ୍ଥ ଶିବାଜୀ ପାର୍କ ନିକଟରୁ ଏକ…

ସଂସଦରେ ସ୍ପଷ୍ଟ କଲେ କେନ୍ଦ୍ର ସରକାର, ଆଉ ଫେରିବ ନାହିଁ ଇଥାନଲ୍‌ମୁକ୍ତ ପେଟ୍ରୋଲ

ନୂଆଦିଲ୍ଲୀ,୨୩ା୭: ଆଉ କୌଣସି ପରିସ୍ଥିତିରେ ବିନା ଇଥାନଲ୍‌ ପେଟ୍ରୋଲ ଫେରିବ ନାହିଁ । ପେଟ୍ରୋଲରେ ୨୦ ପ୍ରତିଶତ ଏଥାନଲ୍ ମିଶ୍ରଣ (E20) ଏକ ସୁରକ୍ଷିତ, ସ୍ୱଚ୍ଛ ଏବଂ…

ଦିଲ୍ଲୀ ପୋଲିସ କମିଶନରଙ୍କୁ ମିଳିଲା ବଡ଼ କ୍ଷମତା

ନୂଆଦିଲ୍ଲୀ,୨୩ା୭: ଦିଲ୍ଲୀରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି)ର ବିକ୍ଷୋଭ ହିଂସାତ୍ମକ ରୂପ ନେଉଥିବାରୁ କେନ୍ଦ୍ର ସରକାର ଦିଲ୍ଲୀ ପୋଲିସ କମିଶନରଙ୍କୁ ଜାତୀୟ ସୁରକ୍ଷା ଆଇନ (ଏନ୍‌ଏସ୍‌ଏ) ବଳରେ…

ରଥ ମେଲଣରେ ଯୋଗଦେଲେ ଉପ ମୁଖ୍ୟମନ୍ତ୍ରୀ

ଅତାବିରା,୨୩।୭(ଯୁଧିଷ୍ଠିର ମହାପାତ୍ର) ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ବରଗଡ଼ ଜିଲା ଅତାବିରା ଗସ୍ତରେ ଆସି ଗୁରୁବାର ସନ୍ଧ୍ୟାରେ କାଠଡେରା ଶ୍ରୀଗୁଣ୍ଡିଚା…

ରାସ୍ତା କାଦୁଅ ପଚ ପଚ, ଦୁର୍ଦ୍ଦଶାରେ ଲୋକେ

କୋକସରା,୨୩ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ବ୍ଲକ ଡଙ୍ଗରୀଗୁଡା ଛକଠାରୁ କାଦୋପଦର ଭାୟା କାଶିବାହାଲ ପର୍ଯ୍ୟନ୍ତ ରାସ୍ତା ଅତ୍ୟନ୍ତ ଶୋଚନୀୟ ହୋଇପଡିଛି।…

ଦିଲ୍ଲୀ ତାତି ବରଗଡ଼ରେ: ଗାନ୍ଧୀଛକରେ କଂଗ୍ରେସର ବିକ୍ଷୋଭ ସହ ମୋଦୀ-ଶାହ-ଧର୍ମେନ୍ଦ୍ରଙ୍କ କୁଶପୁତ୍ତଳିକା ଦାହ

ବରଗଡ଼, ୨୩ା୭(ପ୍ରେମାନନ୍ଦ ଖମାରୀ): ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଉପରେ ପୋଲିସର ଦମନଲୀଳା ଏବଂ ଶୀର୍ଷ ନେତୃବୃନ୍ଦଙ୍କ ଗିରଫଦାରୀ ପ୍ରତିବାଦରେ ଗୁରୁବାର ସନ୍ଧ୍ୟାରେ ବରଗଡ଼ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri