ହକି ବିଶ୍ୱକପ୍‌ ପାଇଁ ତାମିଲନାଡୁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ

ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ,ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ବୁଧବାର ଚେନ୍ନାଇରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ.ଷ୍ଟାଲିନ୍‌କୁ ଭେଟିଛନ୍ତି। ଓଡିଶାରେ ଆୟୋଜିତ ହେଉଥିବା ହକି ବିଶ୍ୱକପ୍‌ ପାଇଁ ଓଡିଶାର ମୁଖ୍ୟମନ୍ତ୍ରୀଙ୍କ ତରଫରୁ ଆନୁଷ୍ଠାନିକ ଭାବେ ନିମନ୍ତ୍ରଣପତ୍ର ପ୍ରଦାନ କରିଛନ୍ତି। ସେ ତାମିଲନାଡୁର କ୍ରୀଡାମନ୍ତ୍ରୀ ଉଦୟନିଧି ଷ୍ଟାଲିନ୍‌ଙ୍କୁ ମଧ୍ୟ ନିମନ୍ତ୍ରଣ କରିଥିବା ଜଣାପଡିଛି। ପ୍ରକାଶ ଯେ, ହକି ବିଶ୍ୱକପ୍‌ ଲାଗି ଦେଶର ସମସ୍ତ ମୁଖ୍ୟମନ୍ତ୍ରୀଙ୍କୁ ଓଡିଶା ନିମନ୍ତ୍ରଣ କରିବ। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସର୍ବଦଳୀୟ ବୈଠକରେ ନିଷ୍ପତ୍ତି ପରେ ୧୯ ଜଣ ମନ୍ତ୍ରୀ ବିଭିନ୍ନ ରାଜ୍ୟକୁ ଯାଇ ଆନୁଷ୍ଠାନିକ ଭାବେ ନିମନ୍ତ୍ରଣପତ୍ର ପ୍ରଦାନ କରିବାକୁ ସ୍ଥିର ହୋଇଥିଲା। ସେହି କ୍ରମରେ ମନ୍ତ୍ରୀ ନାୟକ ଆଜି ତାମିଲନାଡୁ ମୁଖ୍ୟମନ୍ତ୍ରୀଙ୍କୁ ଆନୁଷ୍ଠାନିକ ନିମନ୍ତ୍ରଣ ପତ୍ର ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଷଣ ଦେବା ପୂର୍ୱରୁ ହାତରେ କାହିଁକି ବ୍ୟାଣ୍ଡେଜ ବାନ୍ଧିଥିଲେ ରାହୁଲ? ସଂସଦ ଭିତରେ କହିଦେଲେ…

ନୂଆଦିଲ୍ଲୀ,୧୭।୪: ସଂସଦର ସ୍ୱତନ୍ତ୍ର ଅଧିବେଶନ ସମୟରେ ମହିଳା ସଂରକ୍ଷଣ ବିଲ ଉପରେ ଚାଲିଥିବା ବିତର୍କ ମଧ୍ୟରେ ସମସ୍ତଙ୍କ ନଜର ରାହୁଲ ଗାନ୍ଧୀଙ୍କ ଉପରେ ଥିଲା। ଉଲ୍ଲେଖନୀୟ ଯେ,…

ରାହୁଲ ଗାନ୍ଧୀଙ୍କ ବିରୋଧରେ ମାମଲା ରୁଜୁ କରିବାକୁ ନିର୍ଦ୍ଦେଶ ଦେଲେ ଆହ୍ଲାବାଦ ହାଇକୋର୍ଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୭।୪: କଂଗ୍ରେସ ନେତା ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଦ୍ୱୈତ ନାଗରିକତା ମାମଲାରେ ବଢ଼ୁଥିବା ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଆହ୍ଲାବାଦ ହାଇକୋର୍ଟର…

୧୫ ବର୍ଷ ପରେ ଜନଗଣନା: ଭଞ୍ଜନଗର ତହସିଲରେ ୬୦୦ କର୍ମଚାରୀ ନିୟୋଜିତ, ଘରକୁ ଘର ବୁଲି…

ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ପ୍ରତି ୧୦ ବର୍ଷକୁ ଥରେ ଦେଶରେ ଜନଗଣନା ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ବିକାଶ ଯୋଜନା ହୋଇଥାଏ। ଶେଷଥର ପାଇଁ ୨୦୧୧ ରେ ଦେଶରେ…

ନୀତୀଶ କୁମାର ହେଲେ ଅମିତ ଶାହାଙ୍କ ପଡ଼ୋଶୀ: ଦିଲ୍ଲୀରେ ୩ ଏକର ଭିଭିଆଇପି ବଙ୍ଗଳା ଆବଣ୍ଟିତ

ନୂଆଦିଲ୍ଲୀ,୧୭।୪: ନୀତୀଶଙ୍କୁ ଦିଲ୍ଲୀରେ ଏକ ଟାଇପ-୮ ବର୍ଗର ସରକାରୀ ବଙ୍ଗଳା ଆବଣ୍ଟିତ କରାଯାଇଛି, ଯାହାଦ୍ୱାରା ରାଜଧାନୀର ସବୁଠାରୁ VVIP ଜୋନରେ ତାଙ୍କର ରାଜନୈତିକ ଠିକଣା ପ୍ରତିଷ୍ଠା ହୋଇଛି।…

ଦୁର୍ଘଟଣା ପରେ ବାହାରେ ଝୁଲୁଥିଲା ମସ୍ତିଷ୍କ: ସଫଳ ହେଲା ୬ଷ୍ଠ ଶ୍ରେଣୀ ଛାତ୍ରଙ୍କ ଅସ୍ତ୍ରୋପଚାର, ପୂରା ଘଟଣା ଜାଣିଲେ ଥରିଉଠିବେ…

ବ୍ରହ୍ମପୁର/ଦିଗପହଣ୍ଡି, ୧୭।୪(ସୁବାସ ଚନ୍ଦ୍ର ପାଢ଼ୀ/ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜ ସ୍ନାୟୁ ଶଲ୍ୟ ବିଭାଗରୁ ଆଉ ଏକ ବିରଳ ତଥା ସଫଳ…

ଶ୍ରାଦ୍ଧବାର୍ଷିକୀରେ ବିଜୁବାବୁଙ୍କୁ ଅବମାନନା: ଅଭାବ ପଡ଼ିଲା ଫୁଲମାଳ ସହ…

ହାଟଡିହୀ/ଆନନ୍ଦପୁର,୧୭ା୪(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ବିଜେଡି ତରଫରୁ ଆନନ୍ଦପୁର କଲ୍ୟାଣ ମଣ୍ଡପଠାରେ ପ୍ରବାଦପୁରୁଷ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧ…

ସଂସଦରେ ରାହୁଲ ଗାନ୍ଧୀଙ୍କ ଭାଷଣ ଉପରେ କଟାକ୍ଷ କଲେ ନିଶିକାନ୍ତ ଦୁବେ କହିଲେ,‘ମାଇକେଲ ଜ୍ୟାକସନଙ୍କ ନାଚ ଦେଖିଲା ଭଳି ଲାଗୁଥିଲା’

ନୂଆଦିଲ୍ଲୀ,୧୭।୪: ମହିଳା ସଂରକ୍ଷଣ ବିଲ ଉପରେ ଭୋଟ ଦେବା ପୂର୍ବରୁ, ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ କେନ୍ଦ୍ର ସରକାରଙ୍କ ସମ୍ପର୍କରେ ପ୍ରଶ୍ନ ଉଠାଇଥିଲେ।…

ଏନ୍‌କାଉଣ୍ଟରରେ ଟଲିପଡ଼ିଲେ ମାଓବାଦୀ ନେତା ସହଦେବ

ରାଞ୍ଚି,୧୭।୪: ଝାଡ଼ଖଣ୍ଡର ଚତରା-ହଜାରିବାଗ ସୀମାନ୍ତ ଜଙ୍ଗଲରେ ଶୁକ୍ରବାର ସୁରକ୍ଷାକର୍ମୀ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏହି ଏନ୍‌କାଉଣ୍ଟରେ ୪ଜଣ ଟପ୍‌ ମାଓବାଦୀ ନିହତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri