Posted inଜାତୀୟ

ମୋଦି ଏକଘରିକିଆ ହୋଇଯିବେ: ଷ୍ଟାଲିନ୍‌

ଚେନ୍ନାଇ,୨୫ା୭: କେନ୍ଦ୍ର ବଜେଟରେ ତାମିଲନାଡୁ ସମେତ ବିରୋଧୀ ଶାସିତ ରାଜ୍ୟଗୁଡ଼ିକକୁ ଉପେକ୍ଷା କରାଯାଇଛି। ଏହି ଧାରା ଜାରି ରହିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକଘରିକିଆ ହୋଇଯିବେ ବୋଲି ବୁଧବାର ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ. ଷ୍ଟାଲିନ୍‌ ଚେତାବନୀ ଦେଇଛନ୍ତି। ଡିଏମ୍‌କେ ମୁଖ୍ୟ ଷ୍ଟାଲିନ୍‌ କହିଛନ୍ତି, ମୋଦି ସରକାର ବିରୋଧୀମାନଙ୍କୁ ଟାର୍ଗେଟ କରୁଛନ୍ତି। ସେ ଏଥିରୁ ନିବୃତ୍ତ ରହି ଶାସନ ବ୍ୟବସ୍ଥା ଉପରେ ଫୋକସ୍‌ କରିବା ଉଚିତ। କାରଣ ନିର୍ବାଚନ ସରିଯାଇଛି। ବର୍ତ୍ତମାନ ପ୍ରଚାରର ସମୟ ନୁହେଁ ବୋଲି ସେ ଚେତାଇ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେସିଡେଣ୍ଟ ହାଉସରେ ଆୟୋଜିତ ଡିନରରେ କାହିଁକି ରାହୁଲଙ୍କୁ ମିଳିଲା ନାହିଁ ନିମନ୍ତ୍ରଣ? ଜଣାପଡିଲା କାରଣ

ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତ ସମୟରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ କେରଳ କଂଗ୍ରେସର ଏକ ପୋଷ୍ଟ ରାଜନୈତିକ ଏବଂ...

ପୁଟିନଙ୍କ ଗସ୍ତରୁ ଭାରତକୁ ମିଳିଲା ବଡ଼ ଲାଭ, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ତାଙ୍କର ଦୁଇ ଦିନିଆ ଭାରତ ଗସ୍ତ ଶେଷ କରି ଶୁକ୍ରବାର (ଡିସେମ୍ବର ୫, ୨୦୨୫) ମସ୍କୋ ଅଭିମୁଖେ ଯାତ୍ରା...

୧୦୦ ବିଲିୟନ ଡଲାର ବାଣିଜ୍ୟ ଲକ୍ଷ୍ୟ

ନୂଆଦିଲ୍ଲୀ,୬ା୧୨ : ଭାରତ ଓ ରୁଷିଆ ଶୁକ୍ରବାର ଦ୍ୱିପାକ୍ଷିକ ଅର୍ଥନୈତିକ ଓ ବାଣିଜି୍ୟକ କାରବାର ବୃଦ୍ଧି ନିମନ୍ତେ ଆଗାମୀ ୫ ବର୍ଷ ପାଇଁ ଏକ ରୋଡ୍‌ମ୍ୟାପ୍‌...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

ଶୀତରେ ଥରୁଛି ଉତ୍ତର ଭାରତ

ନୂଆଦିଲ୍ଲୀ,୫ା୧୨: ସମଗ୍ର ଉତ୍ତର ଭାରତ ଶୀତରେ ଥରୁଛି। ଶୁକ୍ରବାର ରାଜସ୍ଥାନ, ପଞ୍ଜାବ ଏବଂ ହରିୟାଣାର ଅଧିକାଂଶ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ ନିମ୍ନରେ ରହିଛି। ତେବେ...

ଭାରତର ସବୁଠୁ ବିଶ୍ବାସଯୋଗ୍ୟ ଏହି ୩ଟି ବ୍ୟାଙ୍କ, RBI କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୫।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI), HDFC, ଏବଂ ICICI ବ୍ୟାଙ୍କକୁ ଦେଶର ସବୁଠାରୁ ସୁରକ୍ଷିତ ବ୍ୟାଙ୍କ ଭାବରେ...

ପୁଟିନଙ୍କ କାର୍‌ ଠାରୁ କେତେ ଦମଦାର୍‌ ମୋଦିଙ୍କ କାର୍‌? ଜାଣନ୍ତୁ ଦୁଇଟାଯାକର ଦାମ୍‌

ନୂଆଦିଲ୍ଲୀ,୫।୧୨: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ବିଶ୍ୱର ସବୁଠାରୁ ରହସ୍ୟମୟ ନେତାମାନଙ୍କ ମଧ୍ୟରୁ ଜଣେ ବୋଲି ବିବେଚନା କରାଯାଏ। ସେ ପ୍ରତ୍ୟେକ ଗସ୍ତରେ ଏକ ବୁଲେଟପ୍ରୁଫ...

ପୁଟିନ୍‌ଙ୍କୁ ଗୀତା ଉପହାର ଦେଲେ ମୋଦି

ନୂଆଦିଲ୍ଲୀ,୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ଏଡି ଅବସରରେ ରାଷ୍ଟ୍ରପତି ପୁଟିନ୍‌ଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଶ୍ରୀମଦ୍‌ଭଗବତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri