Posted inଜାତୀୟ

ହଷ୍ଟେଲରୁ ମିଳିଲା ଛାତ୍ରୀଙ୍କ ମୃତଦେହ: ଦୁଇ ସପ୍ତାହ ମଧ୍ୟରେ ବିଦ୍ୟାଳୟରେ ଏହା ଦ୍ୱିତୀୟ ଘଟଣା

ତିରୁଭାଲୁର,୨୫।୭: ତାମିଲନାଡୁର ତିରୁଭାଲୁର ଜିଲା ସାକ୍ରେଡ ହାର୍ଟ ବାଳିକା ବିଦ୍ୟାଳୟ ହଷ୍ଟେଲରୁ ସୋମବାର ପୋଲିସ ଜଣେ ଛାତ୍ରୀଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର କରିଛି। ଛାତ୍ରୀ ଜଣକ ଦ୍ୱାଦଶ ଶ୍ରେଣୀରେ ପଢୁଥିବା ଜଣାପଡିଛି। ପୋଲିସ ଘଟଣାସ୍ଥଳରୁ କୌଣସି ସୁସାଇଡାଲ ନୋଟ ଜବତ କରି ନ ଥିବା ବେଳେ ଘଟଣାର ଅଧିକ ତଦନ୍ତ ଚଳାଇଛି। ତେବେ କେଉଁ ପରିସ୍ଥିତିରେ ଛାତ୍ରୀ ଜଣକ ଆତ୍ମହତ୍ୟା କଲେ ସେନେଇ ମାମଲାର ତଦନ୍ତ ପୋଲିସର ସିବି-ସିଆଇଡି ୱିଙ୍ଗକୁ ହସ୍ତାନ୍ତର କରାଯାଇଥିବା ପୋଲିସ ଅଧୀକ୍ଷକ ସେଫାସ କଲ୍ୟାଣ କହିଛନ୍ତି। ଏପରି କି ବିଦ୍ୟାଳୟର ସୁରକ୍ଷାକୁ ଦୃଷ୍ଟିରେ ରଖି ବ୍ୟାପକ ପୋଲିସ ଫୋର୍ସ ମୃତୟନ କରାଯାଇଛି।

ଦୁଇ ସପ୍ତାହ ମଧ୍ୟରେ ଏହା ହେଉଛି ବିଦ୍ୟାଳୟରେ ଦ୍ୱିତୀୟ ଘଟଣା। ଗତ ଜୁଲାଇ ୧୩ରେ, କାଲାକୁରିଚି ଜିଲାର ଦ୍ୱାଦଶ ଶ୍ରେଣୀରେ ପଢୁଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଥିଲା। ଏନେଇ ବିଦ୍ୟାଳୟରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଥିଲା। ଫଳରେ କିଛି ବରିଷ୍ଠ ପୋଲିସ କର୍ମଚାରୀଙ୍କ ସମେତ ଅନେକ ଲୋକ ଆହତ ହୋଇଥିଲେ। ବିକ୍ଷୋଭକାରୀମାନେ ୧୫ଟି ବସ୍‌ରେ ମଧ୍ୟ ନିଆଁ ଲଗାଇଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟିଏମ୍‌ସିର ୧୫ ବର୍ଷ ଶାସନର ଘଟିଲା ପତନ: ପଶ୍ଚିମବଙ୍ଗରେ ପ୍ରଥମଥର ପାଇଁ ସରକାର ଗଢ଼ିବ ଭାଜପା

କୋଲକାତା,୪ା୫(ପି.ଟି.):ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ରାଜ୍ୟ ରାଜନୀତିରେ ବଡ଼ ପରିବର୍ତ୍ତନ ଆଣିଛି। ଏଠାରେ ଭାଜପା ବିପୁଳ ବିଜୟ ହାସଲ ସହ ପ୍ରଥମ ଥର ପାଇଁ ରାଜ୍ୟରେ ସରକାର ଗଢ଼ିବାକୁ…

ଆସାମରେ ହ୍ୟାଟ୍ରିକ୍‌ କଲା ଭାଜପା: କଂଗ୍ରେସ ଆଶା ଧୂଳିସାତ୍‌

ଗୁଆହାଟୀ,୪ା୫:ଉତ୍ତର-ପୂର୍ବାଞ୍ଚଳ ରାଜ୍ୟ ଆସାମର ୧୨୬ ଆସନ ବିଶିଷ୍ଟ ବିଧାନସଭାରେ ଭାଜପା ନେତୃତ୍ୱରେ ଏନ୍‌ଡିଏ କ୍ରମାଗତ ତୃତୀୟ ଥର ପାଇଁ ବିଜୟୀ ହୋଇ ହ୍ୟାଟ୍ରିକ୍‌ କରିବାକୁ ଯାଉଛି। ମୁଖ୍ୟମନ୍ତ୍ରୀ…

ରସଗୋଲା କାହାର, ଓଡ଼ିଶାର ନା ପଶ୍ଚିମବଙ୍ଗର: ଭାଜପାର ମହାବିଜୟ ପରେ ଖୋଲାଖୋଲି ଧର୍ମେନ୍ଦ୍ର ପ୍ରଧାନ ଦେଲେ ଏମିତି ଜବାବ

କୋଲକାତା,୪।୫: ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନର ଫଳାଫଳ ଘୋଷଣା କରାଯାଇଛି। ଏଥର ନିର୍ବାଚନ ଫଳାଫଳରେ ଏକ ବଡ଼ ପରିବର୍ତ୍ତନ ଦେଖାଦେଇଛି ଏବଂ ୧୫ ବର୍ଷ ଧରି ଶାସନ କରୁଥିବା…

କ୍ଷମତା ତ ଦୂରର କଥା, ନିଜ ଆସନ ମଧ୍ୟ ବଞ୍ଚାଇ ପାରିଲେନି ଦିଦି, ବିଜୟୀ ହେବା ପରେ ଶୁଭେନ୍ଦୁ ଅଧିକାରୀ କହିଲେ- ମମତାଙ୍କୁ ପରାସ୍ତ କରିବା…

କୋଲକାତା,୪।୫: ଭାରତୀୟ ଜନତା ପାର୍ଟି (ଭାଜପା) ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ଏକ ଐତିହାସିକ ବିଜୟ ହାସଲ କରିଛି। ୨୯୪ ସଦସ୍ୟ ବିଶିଷ୍ଟ ବଙ୍ଗଳା ବିଧାନସଭାରୁ ଭାଜପା ୨୦୮ଟି…

ଧୋତି-କୁର୍ତ୍ତା ପିନ୍ଧି ଧମାକାଦାର ଏଣ୍ଟ୍ରି କଲେ ପ୍ରଧାନମନ୍ତ୍ରୀ: ଜାଣନ୍ତୁ କ’ଣ ରହିଛି ସ୍ବତନ୍ତ୍ରତା

ନୂଆଦିଲ୍ଲୀ,୪।୫: ପଶ୍ଚିମବଙ୍ଗ, ଆସାମ ଏବଂ ପୁଡୁଚେରୀରେ ଭାଜପାର ଐତିହାସିକ ବିଜୟ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ଥିବା ଦଳୀୟ ମୁଖ୍ୟାଳୟରେ ସମାବେଶକୁ ସମ୍ବୋଧିତ କରିବାକୁ ପହଞ୍ଚିଥିଲେ।…

୫ ପ୍ରତିଶ୍ରୁତି ପୂରଣ କରିବାକୁ ପଶ୍ଚିମବଙ୍ଗ ଲୋକଙ୍କୁ କଥା ଦେଲେ ପ୍ରଧାନମନ୍ତ୍ରୀ: କହିଲେ ପ୍ରଥମ ବୈଠକରେ ହିଁ କରାଯିବ ଲାଗୁ

କୋଲକାତା,୪।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ଭାଜପା ୨୯୩ ଆସନରୁ ୨୦୪ ଆସନ ଜିତି ଏକ ବିଶାଳ ବିଜୟ ହାସଲ କରିଛି। ଦିଲ୍ଲୀର ଭାଜପା ମୁଖ୍ୟାଳୟରେ ଏକ ବିଜୟ…

ମେସିଙ୍କ ଯୋଗୁ ହାରିଗଲେ ମମତା ଦିଦି! ପରାଜୟ ପରେ ଟିଏମସିକୁ ଟ୍ରୋଲିଂ, ଜାଣନ୍ତୁ କାହିଁକି…

କୋଲକାତା,୪।୫: କିଛି ମାସ ପୂର୍ବରୁ, ଫୁଟବଲ ଆଇକନ ଲିଓନେଲ ମେସି ଭାରତ ଗସ୍ତ କରିଥିଲେ। ସାରା ଦେଶରେ ତାଙ୍କର ଗସ୍ତ ସୁରୁଖୁରୁରେ ଚାଲିଥିବାବେଳେ, କୋଲକାତାରେ ବ୍ୟାପକ ଉତ୍ତେଜନା…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ବିଜୟନ୍‌: ସ୍ବାଧୀନତା ପରେ ପ୍ରଥମଥର ପାଇଁ…

ଥିରୁଭାନନ୍ତପୁରମ୍‌,୪।୫: କେରଳମ୍‌ ବିଧାନସଭା ନିର୍ବାଚନର ଫଳାଫଳ ଆସିଛି, ଯଦିଓ ବର୍ତ୍ତମାନ ଅନେକ ନିର୍ବାଚନମଣ୍ଡଳୀରେ ଭୋଟ ଗଣତି ଚାଲିଛି। ଧାରା ଅନୁସାରେ, ବାମପନ୍ଥୀମାନେ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri