ଆଉ ସପ୍ତାହେ ବଢ଼ିଲା ଲକ୍‌ଡାଉନ

ଚେନ୍ନାଇ,୫।୬: ତାମଲିନାଡୁରେ ଆଉ ସପ୍ତାହେ ବଢ଼ିଲା ଲକ୍‌ଡାଉନ। ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ ଷ୍ଟାଲିନ ରାଜ୍ୟରେ କଟକଣା କୋହଳ କରିବା ସହ ଆଉ ସପ୍ତାହେ ଲକ୍‌ଡାଉନ ଅବଧିକୁ ବୃଦ୍ଧି କରିଛନ୍ତି। ଜୁନ ୧୪ଯାଏ ଏହି ଲକ୍‌ଡାଉନ ଜାରି ରହିବ ବୋଲି ଶନିବାର ରାଜ୍ୟସରକାରଙ୍କ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ଅତ୍ୟାବଶ୍ୟକୀୟ ସାମଗ୍ରୀ ପନିପରିବା, ଫଳ ଓ ଆମିଷ ଦୋକାନ ଆଦି ସବୁ ସକାଳ ୬ଟାରୁ ସନ୍ଧ୍ୟା ୫ଟା ମଧ୍ୟରେ ଖୋଲାଯିବାକୁ ଅନୁମତି ଦିଆଯାଇଛି। ସେହିପରି ୩୦ ପ୍ରତିଶତ କର୍ମଚାରୀଙ୍କୁ ନେଇ ସରକାରୀ କାର୍ଯ୍ୟାଳୟ ଚାଳିବ। କିନ୍ତୁ ୧୧ଟି ଜିଲାରେ କୋଭିଡ ମାମଲା ଅଧିକ ଥିବାରୁ ଏହି ସବୁ କଟକଣା କୋହଳ ସେଠାରେ ଲାଗୁ ହେବ ନାହିଁ। ଏଥିରେ କୋଏମ୍ବାଟୁର, ନୀଳଗିରି, ତିରୁପୁର, ଇରୋଡ, ସଲେମ, କରୁର, ନମକ୍କଲ, ତଞ୍ଜାବୁର, ତିରୁବରୁର, ନାଗାପଟ୍ଟିନମ୍‌ ଓ ମୟିଲାଦୁଥୁରାଇ ଭଳି ଆସି ଜିଲା ସାମିଲ ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଖସିଲା କରୋନା ଗ୍ରାଫ୍‌, ଆଜି ୧୨ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୩ା୬(ବ୍ୟୁରୋ): ରାଜ୍ୟରୁ ସୋମବାର ୧୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୬୫୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ...

ବାହକ ହୋଇପାରେ ମୋବାଇଲ ଫୋନ୍‌

ନୂଆଦିଲ୍ଲୀ,୧୬ା୫(ପି.ଟି.): ମୋବାଇଲ ଫୋନ୍‌ କରୋନା ଭୂତାଣୁର ବାହକ ହେବାର ସମ୍ଭାବନା ରହୁଥିବା ରାୟପୁର ଏମ୍ସର ଡାକ୍ତରମାନେ ସତର୍କ କରାଇଦେଇଛନ୍ତି। ଏହା ସ୍ବାସ୍ଥ୍ୟ କର୍ମଚାରୀଙ୍କୁ ସକ୍ରମିତ କରିବା...

୩୦୦ ଆତଙ୍କବାଦୀ ଭାରତରେ ଅନୁପ୍ରବେଶ ପାଇଁ ସୁଯୋଗ ଉଣ୍ଡି ବସିଛନ୍ତି

ଶ୍ରୀନଗର, ୧୧।୭: ଜମ୍ମୁ-କଶ୍ମୀର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ୨୫୦ରୁ ୩୦୦ ଆତଙ୍କବାଦୀ ସୁଯୋଗକୁ ଅପେକ୍ଷା କରିଛନ୍ତି। ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକ ନିକଟରେ ଥିବା ଲଞ୍ଚପ୍ୟାଡ୍‌ରେ...

ହସ୍ପିଟାଲରେ ସିଦ୍ଧୁ

ଚଣ୍ଡିଗଡ,୨୩।୫: କଂଗ୍ରେସ ନେତା ନବଜୋତ ସିଂହ ସିଦ୍ଧୁ ସୋମବାର ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ପଟିଆଲା ଜେଲ୍‌ରୁ ତାଙ୍କୁ ରାଜେନ୍ଦ୍ର ହସ୍ପିଟାଲକୁ ନିଆଯାଇଛି। ସେଠାରେ ତାଙ୍କର ମେଡିକାଲ...

ଲାଇଭ୍‌ ଭିଡିଓ ମାଧ୍ୟମରେ ହେଲା ଅନ୍ତିମ ସଂସ୍କାର

ହରିୟାଣା,୯।୪: ଲକ୍‌ଡାଉନ୍‌ ଶବ୍ଦ କେହି କେହି ଆଗରୁ ଶୁଣି ନ ଥିବା ବେଳେ ଏବେ କିନ୍ତୁ ଏହା ସମସ୍ତଙ୍କ ପାଇଁ ଏକ ପରିଚିତ ଶବ୍ଦ ପାଲଟି...

ଆଇନ ଉଲ୍ଲଂଘନକାରୀଙ୍କ ପାଇଁ ବ୍ରିଟେନ ମନା

ନୂଆଦିଲ୍ଲୀ,୨୨।୪: ଦୁଇ ଦିନିଆ ଭାରତ ଗସ୍ତରେ ଆସିଥିବା ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନ୍‌ସନ୍‌ଙ୍କ ଶୁକ୍ରବାର ଏକ ବଡ଼ ବୟାନ ସାମ୍ନାକୁ ଆସିଛି। ପଳାତକ ବ୍ୟବସାୟୀ ନୀରବ...

ପାଲଘର ବିସ୍ଫୋରଣ: ମୃତକଙ୍କୁ ୫ଲକ୍ଷ ଟଙ୍କା ଦେବେ ସରକାର

ପାଲଘର,୧୨।୧: ମହାରାଷ୍ଟ୍ର ପାଲଘର ଜିଲା ତାରାପୁରରେ ଶନିବାର ଏକ ରାସାୟନିକ କାରଖାନାରେ ବିସ୍ଫୋରଣ ଘଟି ୭ଜଣଙ୍କ ମୃତ୍ୟୁ ହୋଇଥିଲା। ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ୫ ଲକ୍ଷ...

‘ଆଇନରେ କଳା କେଉଁଠି କୁହ’

ନୂଆଦିଲ୍ଲୀ, ୬।୨(ପି.ଟି.): ବିବାଦୀୟ କୃଷି ଆଇନକୁ ପ୍ରତ୍ୟାହାର କରାଯାଇ ତାହା ସ୍ଥାନରେ ବିସ୍ତୃତ ବିଚାର ବିମର୍ଶ କରି ନୂଆ ଆଇନ ଅଣାଯାଉ ବୋଲି ଶୁକ୍ରବାର ରାଜ୍ୟ...

Advertisement
Archives

Model This Week