Posted inଜାତୀୟ

ବାଣ ନିର୍ମାଣ କାରଖାନାରେ ବିସ୍ଫୋରଣ: ୫ ମୃତ

ଚେନ୍ନାଇ,୧୭।୧୦: ତାମିଲନାଡୁର ଭିରୁଧୁନଗର ଜିଲାର ଶିବକାଶୀ ନିକଟରେ ଥିବା ଏକ ଫାୟାର କ୍ରାକର ନିର୍ମାଣ କାରଖାନାରେ ବିସ୍ଫୋରଣ ଘଟିଛି। ବିସ୍ଫୋରଣରେ ୫ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଅଗ୍ନିଶମ ଓ ଉଦ୍ଧାର ବିଭାଗର ସୂଚନା ଅନୁଯାୟୀ, କର୍ମଚାରୀମାନେ ଘଟଣାସ୍ଥଳରେ ଉପସ୍ଥିତ ଅଛନ୍ତି। ନିଆଁକୁ ନିୟନ୍ତ୍ରଣ କରିବା ପାଇଁ ପ୍ରୟାସ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଓସିଏସ୍‌ ପରୀକ୍ଷାରେ ଭବେଶଙ୍କୁ ୯୩ ର଼୍ୟାଙ୍କ

କର୍ଲାମୁଣ୍ଡା,୨୮ା୫(ପ୍ରଦୀପ କୁମାର ସାହୁ): ଓଡ଼ିଶା ଲୋକସେବା ଆୟୋଗ ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ (ଓସିଏସ୍‌) ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥିରେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ…

ହଷ୍ଟେଲରେ ନ ଥିଲା ଲାଇନ୍‌: ନାଳକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ଛାତ୍ର

ଦେବଗଡ଼,୨୮ା୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅଧୀନ ଗୋପପୁର ଗ୍ରାମର ଏକ ନାଳରେ ବୁଡି ଗୁରୁବାର ଜଣେ ନବମ ଶ୍ରେଣୀ ଛାତ୍ରଙ୍କର ମୃତ୍ୟୁ ଘଟିଛି।…

ଝଡବତାସରେ ଭାଙ୍ଗିଲା ଗଛ, ବିଦ୍ୟୁତ୍‌ ସେବା ବନ୍ଦ

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳରେ ଗୁରୁବାର କାଳବୈଶାଖୀ ପ୍ରଭାବରେ ଝଡ଼ବତାସ ଓ ବର୍ଷା ହୋଇଛି। ବର୍ଷା ଯୋଗୁ କ୍ଷେତ, ଖଳାରେ ରହିଥିବା ଅମଳ ଧାନ…

ଗାଁରେ ପଶି ଲୋକଙ୍କୁ କାମୁଡ଼ିଲା ପାଗଳା କୁକୁର

ଗୁଡ଼ାରି,୨୮।୫(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଅସଡା ଗ୍ରାମପଞ୍ଚାୟତ ଅନ୍ତର୍ଗତ ସିଲିମି ଗ୍ରାମରେ ଗୁରୁବାର ପାଗଳା କୁକୁର ଆତଙ୍କ ଦେଖିବାକୁ ମିଳିଥିଲା। କୁକୁର…

ଜିର୍ଣ୍ଣୋଦ୍ଧାର ମହୋତ୍ସବ ଉଦ୍‌ଯାପିତ

ଦିଗପହଣ୍ଡି,୨୮ା୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହର ଉପକଣ୍ଠ କୁଶପଡ଼ାଗ୍ରାମ ନିକଟ କମାପଡ଼ିଆ ସ୍ଥିତ ଶ୍ରୀନୀଳକଣ୍ଠେଶ୍ୱର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଗୁରୁବାର ଉଦ୍‌ଯାପିତ ହୋଇଛି। ୫ ଦିନ ବ୍ୟାପୀ…

CBSE ପ୍ରସଙ୍ଗକୁ ନେଇ ରାହୁଲ-ଧର୍ମେନ୍ଦ୍ର ମୁହାଁମୁହିଁ

ନୂଆଦିଲ୍ଲୀ,୨୮।୫: CBSE ର ମୂଲ୍ୟାୟନ ପ୍ରକ୍ରିୟା ସମ୍ପର୍କରେ ଛାତ୍ରମାନଙ୍କ ଦ୍ୱାରା ଉଠାଯାଉଥିବା ପ୍ରଶ୍ନ ମଧ୍ୟରେ, ଏହି ପ୍ରସଙ୍ଗକୁ ନେଇ ରାଜନୈତିକ ଉତ୍ତେଜନା ମଧ୍ୟ ତୀବ୍ର ହୋଇଛି। ଗୁରୁବାର,…

ସଚିନ ତେନ୍ଦୁଲକରଙ୍କ ଟୁଇଟ ଉପରେ ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରତିକ୍ରିୟା ଭାଇରାଲ, କହିଲେ ‘କ୍ରିକେଟର ଭଗବାନ’…

ନୂଆଦିଲ୍ଲୀ,୨୮।୫: ବୈଭବ ସୂର୍ଯ୍ୟବଂଶୀ ଇଣ୍ଡିଆନ ପ୍ରିମିୟର ଲିଗରେ ଚମକାଇ ଚାଲିଛନ୍ତି। ମାତ୍ର ୧୫ ବର୍ଷ ବୟସରେ ସେ ଗୋଟିଏ ପରେ ଗୋଟିଏ ରେକର୍ଡ ଭାଙ୍ଗି ଚାଲିଛନ୍ତି। ସନରାଇଜର୍ସ…

ଟ୍ରେନ ଉପରେ ପଡ଼ିଲା କ୍ରେନ୍‌

ବାଲେଶ୍ୱର/ନୀଳଗିରି,୨୮।୫(ବାଞ୍ଛାନିଧି ଦେ/ପ୍ରଶାନ୍ତ ବିଶ୍ୱାଳ): ନୀଳଗିରି-ଗୋପୀନାଥପୁର ରେଲ ଷ୍ଟେଶନରେ ଏକ ଅଘଟଣ ଘଟିଛି। ଅନ୍‌ ଲୋଡିଂ ବେଳେ କ୍ରେନ୍‌ ଭାଙ୍ଗି ୨ଟି ମାଲବାହୀ ଟ୍ରେନ ଉପରେ ପଡ଼ିଥିଲା। ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri