Posted inଜାତୀୟ

ମଦୁରାଇଠାରେ ଥିବା ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ: ୫ ମୃତ

ମଦୁରାଇ,୨୩।୧୦-ତାମିଲନାଡୁ ମଦୁରାଇଠାରେ ଥିବା ଗୋଟିଏ ବାଣ କାରଖାନାରେ ଶୁକ୍ରବାର ଘଟିଛି ଭୟଙ୍କର ବିସ୍ଫୋରଣ। ଏଥିରେ ୫ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୩ ଜଣ ମହିଳା ରହିଛନ୍ତି। ଖବରପାଇ ପୋଲିସ ଓ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଚଳାଇଛନ୍ତି। ଆହତମାନଙ୍କୁ ଚିକିତ୍ସା ପାଇଁ ହସ୍ତପାଟାଲରେ ଭର୍ତ୍ତି କରାଯାଇଛି।
ପୋଲିସ କହିଛି, ବାଣ ତିଆରି ପାଇଁ ବ୍ୟବହୃତ କେମିକାଲ ଯୋଗୁ ପ୍ରଥମେ ନିଆଁ ଲାଗି ଯାଇଥିଲା। ଏହାପରେ ଭୟଙ୍କର ବିସ୍ଫୋରଣ ଘଟିଥିଲା। ଘଟଣାର ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ତ୍ୱଚା ଦେଶର ଭବିଷ୍ୟତ ଅପେକ୍ଷା ଅଧିକ ଉଜ୍ଜ୍ୱଳ: ଏମିତି କାହିଁକି କହିଲେ ଅଭିଜିତ୍‌ ଦୀପକେ

ନୂଆଦିଲ୍ଲୀ,୩୧।୭: ଲୋକ ସଭା ପରେ, ରାଜ୍ୟ ସଭା ଏବେ ପେପର ଲିକ ବିରୋଧୀ ସଂଶୋଧନ ବିଲ,୨୦୨୬କୁ ମଧ୍ୟ ଅନୁମୋଦନ କରିଛି। ରାଷ୍ଟ୍ରପତିଙ୍କ ସମ୍ମତି ପାଇବା ପରେ ଏହି…

ଅଭିଜିତ ଦୀପକେଙ୍କୁ ଭାଜପାରୁ ମିଳୁଛି ଧମକ, ଦଳରେ ଯୋଗ ନଦେଲେ….

ନୂଆଦିଲ୍ଲୀ,୩୧।୭: ସିଜେପି ନେତା ଅଭିଜିତ୍‌ ଦୀପକେ ଭାଜପା ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି। ଗଣମାଧ୍ୟମ ପ୍ରତିନିଧିଙ୍କ ପ୍ରଶ୍ନର ଉତ୍ତର ଦେଇ ସେ କହିଛନ୍ତି, ଭାଜପାରେ ଯୋଗଦେବା ପାଇଁ…

ପୁଣି ବିଳମ୍ବିତ ରାତିରେ Video ଜାରି କଲେ ମୋଦି, ପେପର୍‌ ଲିକ୍‌ ମାଫିଆ…

ନୂଆଦିଲ୍ଲୀ,୩୧।୭: ସଂସଦରେ ‘ପେପର ଲିକ୍‌ ନିରୋଧୀ ବିଲ୍‌’ ବା ସାଧାରଣ ପରୀକ୍ଷା(ଅସାଧୁ ଉପାୟ ପ୍ରତିରୋଧ)ସଂଶୋଧନ ବିଲ୍‌ ୨୦୨୬ ପାରିତ ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାକୁ…

ସରକାରଙ୍କ ଏହି ପଦକ୍ଷେପରେ CJP ଅସନ୍ତୁଷ୍ଟ: ପୁଣି ରାଜରାସ୍ତାକୁ ଓହ୍ଲାଇବାକୁ ଦେଲା ଧମକ

ନୂଆଦିଲ୍ଲୀ,୩୧।୭: କକ୍ରୋଚ ଜନତା ପାର୍ଟି (CJP) ଦିଲ୍ଲୀ ସରକାରଙ୍କ ବିଜ୍ଞପ୍ତିକୁ ସ୍ବାଗତ କରିଛି। ୩୬ ଦିନ ଧରି ଚାଲିଥିବା ଛାତ୍ର ପ୍ରତିବାଦ ସହିତ ପଞ୍ଜିକୃତ FIR ସମ୍ପର୍କରେ…

ଭୋଜଶାଳା ମାମଲା: ଦରଘା ଜମିରେ ନମାଜ ପାଠ ପାଇଁ ସୁପ୍ରିମକୋର୍ଟଙ୍କ ଅନୁମତି

ନୂଆଦିଲ୍ଲୀ, ୩୧।୭: ମଧ୍ୟପ୍ରଦେଶର ଧାର ଜିଲାରେ ଅବସ୍ଥିତ ବିବାଦୀୟ ଭୋଜଶାଳା ପରିସର ସଂଲଗ୍ନ ଦରଘା ପରିସରରେ ମୁସଲମାନ ସମ୍ପ୍ରଦାୟକୁ ଶୁକ୍ରବାର ନାମାଜ ପାଠ କରିବାକୁ ସୁପ୍ରିମକୋର୍ଟ ଅନୁମତି…

E୨୦ ପେଟ୍ରୋଲକୁ ନେଇ ୭ ବଡ଼ ପ୍ରଶ୍ନ, ସଂସଦରେ ତଥ୍ୟ ସହ ଜବାବ ଦେଲେ ସରକାର

ନୂଆଦିଲ୍ଲୀ,୩୧।୭: E୨୦ ପେଟ୍ରୋଲକୁ ନେଇ ସୋସିଆଲ ମିଡିଆ ଓ ବିଭିନ୍ନ ମାଧ୍ୟମରେ ଉଠୁଥିବା ପ୍ରଶ୍ନ ମଧ୍ୟରେ ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ ସଂସଦରେ ବିସ୍ତୃତ ସ୍ପଷ୍ଟୀକରଣ…

ରାହୁଲ ଗାନ୍ଧୀଙ୍କ ପରେ ଅମିତ ଶାହାଙ୍କ ଇସ୍ତଫା ଦାବି କଲେ ଅଭିଜିତ ଦୀପକେ, କହିଲେ ବଳ..

ନୂଆଦିଲ୍ଲୀ,୩୧।୭ ଦିଲ୍ଲୀରେ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ଏବଂ ପେଲେଟ୍ ଗନ୍ ବ୍ୟବହାରକୁ ନେଇ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ…

ସିଜେପି ଆନ୍ଦୋଳନକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ ନାହିଁ: ଦିଲ୍ଲୀ ସରକାର

ନୂଆଦିଲ୍ଲୀ,୩୧।୭: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ପକ୍ଷରୁ ଗତ ଜୁଲାଇ ୨୦ରେ ଦିଲ୍ଲୀର ଯନ୍ତରମନ୍ତରଠାରୁ ସଂସଦ ଭବନ ଅଭିମୁଖେ ହୋଇଥିବା ରାଲିରେ ଭାଗନେଇଥିବା ସାଧାରଣ ନାଗରିକ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri